• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ସଦର ପୋଲିସ ହାତରେ ଧରାପଡିଲେ ୭ ଡ଼କାୟତ

Proprietor Abhimanyu Maharana by Proprietor Abhimanyu Maharana
January 20, 2024
in ଓଡ଼ିଶା, କଟକ, ଦେଶ, ହୋମ୍
0
କଟକ ସଦର ପୋଲିସ ହାତରେ ଧରାପଡିଲେ ୭ ଡ଼କାୟତ
Share on FacebookShare on TwitterWhatsapp

୨୦ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଟକ :- କୁଖ୍ୟାତ ଅପରାଧୀ ସକିଲ ଅହମ୍ମଦ ଏବଂ ତାର ସହଯୋଗୀ ମାନେ ୧୬ ନମ୍ବର ଜାତୀୟ ରାଜପଥରେ ଥିବା ଏକ ପେଟ୍ରୋଲ ପମ୍ପରୁ ବଡ଼ ଧରଣର ଡ଼କାୟତି କରିବା ପାଇଁ ବୁଧବାର ରାତି ସାଢ଼େ ୭ଟା ସମୟରେ କାଜିପାଟଣା ନିକଟସ୍ଥ ଇନ୍ଦିରା କଲୋନୀ ପଡିଆରେ ବସି ଯୋଜନା କରୁଥିବା ନେଇ କଟକ ସଦର ପୋଲିସ ଖବର ପାଇଥିଲା । ଖବର ପାଇବା ମାତ୍ରେ ଆଇଆଇସି ରଶ୍ମିରଞ୍ଜନ ମହାପାତ୍ର ଙ୍କ ନେତୃତ୍ୱରେ ଥାନର ଅଫିସର ମାନେ ଘଟଣା ସ୍ଥଳରେ ପହଞ୍ଚି ଡ଼କାୟତି କରିବାକୁ ଯୋଜନା କରୁଥିବା ସକିଲ ଏବଂ ତାର ସହଯୋଗୀ ମାନଙ୍କୁ ଗିରଫ କରିବା ରେ ସଫଳ ହୋଇଥିଲେ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଡିସିପି ପିନାକ ମିଶ୍ର ପ୍ରକାଶ କରିଥିଲେ ।

ଧରାପଡିଥିବା ଅଭିଯୁକ୍ତ ମାନେ ହେଲେ କଟକ ସଦର ଥାନା ଭାଣପୁର ପିରବଜାର ଅଞ୍ଚଳର ଯୁବକ ସକିଲ ଅହମ୍ମଦ ମଙ୍ଗଳାବାଗ ଥାନା କେଶରପୁର ରେ ରହୁଥିଲା । ତାଙ୍କର ସହଯୋଗୀ ମାନେ ହେଲେ ଲାଲବାଗ ଥାନା ବକ୍ସିବଜାର ଅଞ୍ଚଳର ମସ୍ତାନ ଓରଫ ଅବଦୁଲ କାଦିର , ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳର ସେକ ନଦିମ ,କଟକ ସିଆରଆରଆଇ ଥାନା ଗତିରାଉତପାଟଣାର ଜଗନ୍ନାଥ ରାଉତ, ଖଣ୍ଡଗିରି ଥାନା ପାତ୍ରପଡା ଅଞ୍ଚଳର ଶେଖର ସାହୁ , ସଦରଥାନା ଭାଣପୁର ପିରବଜାର ସୟଦ ଅବଦୁଲ ସୋଫିଆନ ,ବାରଙ୍ଗ ଥାନା ମଧୁପୁର ଅଞ୍ଚଳର ପଦିଆ ଓରଫ ପ୍ରଦୀପ ସାହୁ ।

ଏମାନଙ୍କ ପାଖରୁ ପୋଲିସ ଦୁଇଟି ଦେଶୀ ପିସ୍ତଲ,୭ଟି ଜୀବନ୍ତ ଗୁଳି, ଗୋଟିଏ ଖେଳନା ବନ୍ଧୁକ, ଦୁଇଟି ଖଣ୍ଡା, ଦୁଇଟି ମହେନ୍ଦ୍ରା ଥର ଜିପ , ଗୋଟିଏ ଆଇ -୨୦-କାର, ୯ଟି ମୋବାଇଲ ଫୋନ ଜବତ କରିଛି ।ଡ଼କାୟତି ଗ୍ୟାଙ୍ଗର ମୁଖ୍ୟ ସକିଲ ନାମରେ କଟକ ରବିଭିନ୍ନ ଥାନାରେ ୪୦ ଟି ମାମଲା ରହିଛି । ସେହିପରି ଅନ୍ୟ ଅଭିଯୁକ୍ତ ନାମରେ ବିଭିନ୍ନ ଥାନାରେ ମାମଲା ରହିଛି । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version