• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡାରେ ନେତାଜୀ ଓ ସୁରେନ୍ଦ୍ର ସାଏ ଙ୍କ ଜୟନ୍ତୀ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 23, 2024
in ଓଡ଼ିଶା, କନ୍ଧମାଳ, ଦେଶ, ହୋମ୍
0
ବାଲିଗୁଡାରେ ନେତାଜୀ ଓ ସୁରେନ୍ଦ୍ର ସାଏ ଙ୍କ ଜୟନ୍ତୀ ପାଳିତ
Share on FacebookShare on TwitterWhatsapp

୨୩ ଜାନୁଆରୀ ୨୦୨୪ ( ଓଡିଶା ତାଜା ନିୟୁଜ ) କନ୍ଧମାଳ :- ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଦେଶଭକ୍ତ, ମୁକ୍ତି ସଂଗ୍ରାମର ଅବିସ୍ମରଣୀୟ ଯୋଦ୍ଧା ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉତ୍ସବ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଅବସରରେ ସ୍ଥାନୀୟ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲରେ ନେତାଜୀ ଜୟନ୍ତୀ ଓ ଚିତ୍ରକଳା ପ୍ରଦର୍ଶନୀ ଆୟୋଜନ ହୋଇଥିଲା l ଏଥିରେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଏଲଆଇସି ଚେୟାରମ୍ୟାନ କ୍ଲବ ସଦସ୍ୟ ଅଭିକର୍ତ୍ତା ତଥା ଚିତ୍ରକର ରଶ୍ମି ରଞ୍ଜନ ମହାରଣା ,ନୃତ୍ୟ ଓ ଚିତ୍ରକଳା ଏକାଡେମୀରୁ ପୁରସ୍କାର ପ୍ରାପ୍ତ ସୋନୁ ମହାରଣା ଯୋଗ ଦେଇ ଦୁଇ ମହାନ ଯୋଦ୍ଧାଙ୍କ ଫୋଟୋ ଚିତ୍ରରେ

ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ଧୂପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ନେତାଜୀ ଓ ସୁରେନ୍ଦ୍ର ସାଏ ଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ l ଏହି ଉପଲକ୍ଷେ ଏକ ଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା l ଏହି ପ୍ରଦର୍ଶନୀ ରେ ୫୦ ଟି ଫୋଟ ଚିତ୍ରର ଶିଶୁ ଛାତ୍ରୀ ଛାତ୍ର ଅଂଶ ଗ୍ରହଣ କରିଥିଲେ l ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ର ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଦୀପକ କୁମାର ମୁଖୀ ଧନ୍ୟବାଦ ଅର୍ପଣ କରିଥିଲେ l ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କର୍ମକର୍ତ୍ତା ଓ ଅଭିଭାବକ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ମାଧବ ରାଜସ୍ଵ ନିରୀକ୍ଷକ

ଭିଜିଲାନ୍ସ ଜାଲରେ ମାଧବ ରାଜସ୍ଵ ନିରୀକ୍ଷକ

August 2, 2026
ଫୁଲବାଣୀର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ( ଆଇ ଟି ଆଇ ) ପରିସର ମଧ୍ୟରେ : ବରିଷ୍ଟ ନାଗରିକ ସଂଘ ଚଳିତ ବର୍ଷ ର ବୃକ୍ଷ ରୋପଣ ଉତ୍ସବ

ଫୁଲବାଣୀର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ( ଆଇ ଟି ଆଇ ) ପରିସର ମଧ୍ୟରେ : ବରିଷ୍ଟ ନାଗରିକ ସଂଘ ଚଳିତ ବର୍ଷ ର ବୃକ୍ଷ ରୋପଣ ଉତ୍ସବ

August 2, 2026
Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

August 1, 2026
Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

August 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ମାଧବ ରାଜସ୍ଵ ନିରୀକ୍ଷକ

ଭିଜିଲାନ୍ସ ଜାଲରେ ମାଧବ ରାଜସ୍ଵ ନିରୀକ୍ଷକ

August 2, 2026
ଫୁଲବାଣୀର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ( ଆଇ ଟି ଆଇ ) ପରିସର ମଧ୍ୟରେ : ବରିଷ୍ଟ ନାଗରିକ ସଂଘ ଚଳିତ ବର୍ଷ ର ବୃକ୍ଷ ରୋପଣ ଉତ୍ସବ

ଫୁଲବାଣୀର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ( ଆଇ ଟି ଆଇ ) ପରିସର ମଧ୍ୟରେ : ବରିଷ୍ଟ ନାଗରିକ ସଂଘ ଚଳିତ ବର୍ଷ ର ବୃକ୍ଷ ରୋପଣ ଉତ୍ସବ

August 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version