• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନବୀନ ଓଡ଼ିଶା ଅଧ୍ୟକ୍ଷ ପାଣ୍ଡିଆନଙ୍କ ଗଜପତି ଜିଲ୍ଲା ଗସ୍ତ, ଉନ୍ନୟନ ମୂଳକ କାର୍ଯ୍ୟ ନିମନ୍ତେ ଅର୍ଥ ବରାଦ ନିମନ୍ତେ କଲେ ଘୋଷଣା

Proprietor Abhimanyu Maharana by Proprietor Abhimanyu Maharana
January 24, 2024
in ଓଡ଼ିଶା, ଗଜପତି, ଦେଶ, ହୋମ୍
0
ନବୀନ ଓଡ଼ିଶା ଅଧ୍ୟକ୍ଷ ପାଣ୍ଡିଆନଙ୍କ ଗଜପତି ଜିଲ୍ଲା ଗସ୍ତ, ଉନ୍ନୟନ ମୂଳକ କାର୍ଯ୍ୟ ନିମନ୍ତେ ଅର୍ଥ ବରାଦ ନିମନ୍ତେ କଲେ ଘୋଷଣା
Share on FacebookShare on TwitterWhatsapp

୨୩ ଜାନୁଆରୀ ୨୦୨୪ ( ଓଡିଶା ତାଜା ନିୟୁଜ ) ଆର,ଉଦୟଗିରି :- ଗଜପତି ଜିଲ୍ଲା ଗସ୍ତ କରିଛନ୍ତି ମୋ ଓଡିଶା ନବୀନ ଓଡ଼ିଶା ତଥା ୫- ଟି ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନ। ଦିନିକିଆ ଗସ୍ତରେ ଆସି ଗଜପତି ଷ୍ଟାଡିୟମ ଠାରେ ନୂଆ- ଓ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ କଲେଜ ଛାତ୍ର ଛାତ୍ରୀଙ୍କୁ ଉଦବୋଧନ ଦେଇ ସଠିକ୍ ମାର୍ଗରେ ଶିକ୍ଷ୍ୟା ଗ୍ରହଣ କରି ଗାଁ ସହ ନିଜ ପରିବାରର ସୁନାମ ରଖିବା ନିମନ୍ତେ ଉପଦେଶ ଦେଇଥିଲେ। ଏହା ପରେ ମୋ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କାଶୀନଗର ବ୍ଲକ ଗସ୍ତରେ ଯାଇ ସାଧାରଣ ଜନତାଙ୍କୁ ଉଦବୋଧନ ଦେବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଜପତି ଜିଲ୍ଲା ବାସୀଙ୍କୁ ଭଲ ପାଇବା ବାର୍ତ୍ତା ଦେବା ସହ ବିଭିନ୍ନ ଯୋଜନା ସମ୍ପର୍କରେ ଅବତାରଣା କରିବା ସହ ଲୋକଙ୍କ ପାଖରେ ପହଞ୍ଚି ଦରଖାସ୍ତ ଗ୍ରହଣ କରିଥିଲେ। ଏବଂ ଆଗାମୀ ଦିନରେ ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲା ବାସୀଙ୍କୁ ଖୁସି ଖବର ଶୁଣାଇବେ ବୋଲି ପ୍ରକାଶ କରିଥିଲେ।ଏହା ପରେ ୫- ଟି ଅଧ୍ୟକ୍ଷ ମୋହନା ନିର୍ବାଚନ ମଣ୍ଡଳୀ ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ରାମଗିରିକୁ ହେଲିକପ୍ଟର ରେ ଆସି ହାଇସ୍କୁଲ ପଡିଆ ଠାରେ ଓହ୍ଲାଇ ଉପସ୍ଥିତ ଥିବା ଅଞ୍ଚଳର ଜନସାଧାରଣଙ୍କୁ ଉଦବୋଧନ ଦେଇ କହିଲେ କି ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାଢେ଼ ଚାରି କୋଟି ଜନତାଙ୍କୁ ନିଜର ପାରିବାର ବୋଲି ଭାବନ୍ତି। ତେଣୁ ମହିଳା ମାନଙ୍କ ଚିକିତ୍ସା ନିମନ୍ତେ ଦଶ ଲକ୍ଷ ଏବଂ ପୁରୁଷ ମାନଙ୍କ ଚିକିତ୍ସା ନିମନ୍ତେ ପାଞ୍ଚ ଲକ୍ଷ ଟଙ୍କାର ବ୍ୟବସ୍ଥା କରିଥିବା ବେଳେ ଲକ୍ଷ୍ମୀ ଯୋଜନା ମାଧ୍ୟମରେ ମୋ ବସ ସେବା ସହ ଗାଁ ଗାଁ ରେ ବ୍ୟାଙ୍କ ସେବା କରିବା ସଙ୍ଗେ ନିକଟ ରେ ଭତ୍ତା ବୃଦ୍ଧି କରିବା ଯୋଜନା ମୁଖ୍ୟମନ୍ତ୍ରୀ କରୁଥିବା କହିଛନ୍ତି। ଏହା ସଙ୍ଗେ ଗଜପତି ଜିଲ୍ଲାର ପର୍ଯ୍ୟଟନ ସ୍ଥଳୀର ବିକାଶ ସହ ଗାଁ ଗାଁ ରେ ବିକାଶ ନିମନ୍ତେ ୨୫୦କୋଟିରୁ ଅଧିକା ଅର୍ଥ ବରାଦ କରିବା ସହ ଗାଁ ଗାଁ ରେ ଉନ୍ନୟନ ମୂଳକ କାର୍ଯ୍ୟ ଚାଲୁ ରହିଥିବା ପ୍ରକାଶ କରିଛନ୍ତି।ଏହି ସବୁ ସାଧାରଣ ସଭା ଗୁଡ଼ିକରେ ଅଞ୍ଚଳର ହଜାର ହଜାର ଲୋକ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ୫- ଟି ଅଧ୍ୟକ୍ଷଙ୍କ ଠାରୁ ଶୁଣିବାକୁ ମିଳିଛି। ୫- ଟି ଅଧ୍ୟକ୍ଷଙ୍କ ଗସ୍ତ ସମୟରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ପର୍ଯ୍ୟଟନ ସଚିବ ବାଳମୁକୁନ୍ଦ ଭୂୟାଁଙ୍କ ସମେତ ବହୁ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଆର. ଉଦୟଗିରି ବିଡିଓ ଲରିମନ୍ ଖର୍ସେଲ ପ୍ରମୁଖ ଉପସ୍ଥିତ ଥିବା ବେଳେ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏହି ସବୁ ସାଧାରଣ ସଭା ଗୁଡ଼ିକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ, ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସ, ଅଧ୍ୟକ୍ଷ ରଞ୍ଜୀବ ଶବର, ଲକ୍ଷ୍ମୀ ନାରାୟଣ ଶବର, ରାୟଗଡ଼ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ନାୟକ, ଅନ୍ତର୍ଯ୍ୟାମୀ ଗମାଙ୍ଗ, ଜେମସ ରାଇକା, ଯୁବ, ଛାତ୍ର, ମହିଳା ବିଜେଡି ନେତା ଙ୍କ ସମେତ ଏସ ଡି ସି ସଭ୍ୟ ସଭ୍ୟା ମାନେ ଉପସ୍ଥିତ ରହିଥିଲେ। ସାଧାରଣ ସଭା ଗୁଡ଼ିକରେ ସ୍ଥାନୀୟ ଅଞ୍ଚଳର ଲୋକେ ଅଧାପନ୍ତରିଆ ଅବସ୍ଥାରେ ଥିବା କାର୍ଯ୍ୟ ସହ ନୂତନ ଆବଶ୍ୟକ କାର୍ଯ୍ୟ ଗୁଡ଼ିକ 5ନିମନ୍ତେ ଅଧ୍ୟକ୍ଷଙ୍କୁ ଦାବୀ ପତ୍ର ପ୍ରଦାନ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026
ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

May 14, 2026
ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

May 14, 2026
ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

ହୁଳୁହୁଳିଆ ପୋଲ ଠାରେ ଦୁଇ ଭାଇଙ୍କ ଆତଙ୍କରାଜ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026
ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version