• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ #ନୂଆ-ଓ  ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ 

Proprietor Abhimanyu Maharana by Proprietor Abhimanyu Maharana
January 25, 2024
in ଓଡ଼ିଶା, ଯାଜପୁର, ହୋମ୍
0
ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ #ନୂଆ-ଓ  ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ 
Share on FacebookShare on TwitterWhatsapp

୨୪ ଜାନୁଆରୀ ୨୦୨୪ ( ଓଡିଶା ତାଜା ନିୟୁଜ ) କୋରାଇ :-> ବ୍ୟାସନଗର ସ୍ଥିତ ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ ନୂଆ-ଓ’ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଓ ଜଗନ୍ନାଥ ସଂସ୍କୃତି ପ୍ରଚାର ପ୍ରାସର ନିମନ୍ତେ ‘ନୂଆ-ଓ’ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା’ ଉଦ୍‌ଯାପିତ ହୋଇଯାଇଛି ।

ମହାବିଦ୍ୟାଳୟର ଅଧ୍ୟକ୍ଷ ରତ୍ନାକର ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦ୍‌ଯାପନୀ ସଭାରେ ମୁଖ୍ୟଅତିଥ୍ ଭାବେ କୋରାଇ ବିଧାୟକ ଅଶୋକ କୁମାର ବଳ ଯୋଗଦେଇ ଭାଷା ଆମର ପରିଚୟ; ସାହିତ୍ୟ ମାଧ୍ୟମରେ ଭାଷାକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ପରିଚିତ କରାଇପାରିବା ବୋଲି ବକ୍ତବ୍ୟ ପ୍ରସଙ୍ଗରେ କହିଥିଲେ ।

ସମ୍ମାନିତ ଅତିଥିଭାବେ ଇନ୍ଦିରା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ଲଳିତା ସାହୁ ଯୋଗଦେଇ ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ପାଇଥିଲା ବେଳେ ଆମେ ସେହି ଭାଷାକୁ ବ୍ୟାପକ କରିବା ଲାଗି ତପ୍ତରହେବ ଉଚିତ ବୋଲି କହିଥିଲେ । କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ଅଧ୍ୟାପକ ମଳୟ କୁମାର ମଲ୍ଲିକ ଅନୁଷ୍ଠିତ #‘ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା’ରେ ଓଡ଼ିଆ କବିତା ଲିଖନ,

ଓଡିଆ ପ୍ରବନ୍ଧ ଲିଖନ, ଓଡିଆରେ ବକ୍ତୃତା ଓ କାହାଣୀ, ଓଡ଼ିଆ କବିତା ପଠନ, ଓଡ଼ିଆ ଗୀତ, କୁଇଜ ପ୍ରତିଯୋଗିତା ଓ ଓଡ଼ିଆ ଲୋକ ନୃତ୍ୟ ସହ ଓଡ଼ିଆ ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ଉପରେ ଆଲୋଚନା ଚକ୍ର ଆଦି ୯ଟି କାର୍ଯ୍ୟକ୍ରମ ସଂପର୍କରେ ବିବରଣୀ ପ୍ରଦାନ କରିଥିଲେ ।

ସଭା ପ୍ରାରମ୍ଭରେ ପିଲାମାନଙ୍କ ଦ୍ବାରା ସ୍ବାଗମ ସଙ୍ଗୀତ ଓ ଓଡିଶୀ ନୃତ୍ୟ ପରିବେଶଣ କରାଯାଥିଲା ବେଳେ ଅଧ୍ୟାପିକା ରୋଜଲିନ ଦାଶ ଅତିଥି ପରିଚୟ ଦେଇଥିଲା ବେଳେ ଅଧ୍ୟକ୍ଷ ଶ୍ରୀ ଜେନା ସ୍ବାଗତ ଭାଷଣ ଦେଇଥିଲେ । ଏହି ଅବସରେ ୭ଟି ପର୍ଯ୍ୟାୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତିପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ଵାରା ପ୍ରମାଣପତ୍ର ସହ ପୁରସ୍କୃତ କରାଯାଇଥିଲା ।

ଶେଷରେ ଓଡ଼ିଆ ବିଭାଗର ମୁଖ୍ୟଅଧ୍ୟାପିକା ସୁମିତ୍ରା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପୂର୍ବରୁ ଅଧ୍ୟକ୍ଷଙ୍କ ନୂତନ କାର୍ଯ୍ୟଳୟକୁ ବିଧାୟକ ଶ୍ରୀ ବଳ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମରେ ବରିଷ୍ଠ ଅଧ୍ୟାପିକା ସସ୍ମିତା ଆଚାର୍ଯ୍ୟ, ରୋଜାଲିନା ମାହାନ୍ତି, ସୁମିତ୍ରା ରାଉତ, ଅଧ୍ୟାପକ ପ୍ରଶାନ୍ତ କୁମାର ରାଉତ,

ଅରୁଣ କୁମାର ମିଶ୍ର, ସନ୍ତୋଷ କୁମାର ଜେନା, ପଦ୍ମଭୁଷଣ ରାଉତରାୟ, ଜ୍ୟୋତିପ୍ରକାଶ ରାଉତ, ଚିତରଞ୍ଜନ ବଳ, ସୁବାସ ଚନ୍ଦ୍ର ସ୍ବାଇଁ, ହୃଷିକେଶ ତ୍ରିପାଠୀ, ଅଧ୍ୟାପିକା ଯାଜ୍ଞେଶ୍ଵରୀ ପଲେଇ, ତାରିଣୀ ତନୟା ସର, ଲିପ୍ସା ମିଶ୍ର, ଝୁନୁମଣୀ ଜେନା, ରୋଜାଲିନ୍ ଦାଶ, ସୁଚିସ୍ମିତା ବେହେରା, ଦିପ୍ତିମୟୀ ରାଉତ,

ଦେବଜାନୀ ଦାସ, ରାଜଲକ୍ଷ୍ମୀ ଦାସ, ଅନିମା ପ୍ରଧାନ, ଆଇଶା ପରିଡା ପ୍ରମୁଖ ଅଧ୍ୟାପକ/ଅଧ୍ୟାପିକାଙ୍କ ସମେତ ଖ୍ୟକିରାଣୀ ପ୍ରଦୀପକୁମାର ପରିଡା, ପ୍ରଶାନ୍ତକୁମାର ପଲେଇ, ବିଚିତ୍ର ଦଳାଇ, ପ୍ରଦୀପ ଦାସ, ପ୍ରଶାନ୍ତ ଦାସ ଓ କବିତା କଲୋଳିନି ସିହ୍ନା ପ୍ରମୁଖ କର୍ମଚାରୀ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version