• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ଆକାଂକ୍ଷା ବ୍ଲକ ଗୁମ୍ମା ଅନ୍ତର୍ଗତ ଜୀବା ଠାରେ କିଶୋରୀ ବାଳିକା ମେଳା ଅବସର’ରେ ବିଭିନ୍ନ ସଚେତନତା ଓ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 25, 2024
in ଓଡ଼ିଶା, ଗଜପତି, ଦେଶ, ହୋମ୍
0
ଗଜପତି ଜିଲ୍ଲା ଆକାଂକ୍ଷା ବ୍ଲକ ଗୁମ୍ମା ଅନ୍ତର୍ଗତ ଜୀବା ଠାରେ କିଶୋରୀ ବାଳିକା ମେଳା ଅବସର’ରେ ବିଭିନ୍ନ ସଚେତନତା ଓ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୨୫ ଜାନୁଆରୀ ୨୦୨୪( ଓଡିଶା ତାଜା ନ୍ୟୁଜ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ଆଦିବାସୀ ବହୁଳ ତଥା ଆକାଂକ୍ଷା ବ୍ଲକ୍ ଭାବେ ପରିଚିତ ଗୁମ୍ମା ବ୍ଲକର ଜୀବା ଗ୍ରାମ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି କିଶୋରୀ ବାଳିକା ମେଳା କାର୍ଯ୍ୟକ୍ରମ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ବିଭାଗ ପକ୍ଷ’ରୁ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସର’ରେ କିଶୋରୀ ବାଳିକା ମାନଙ୍କୁ ନେଇ ବିଭିନ୍ନ ସଚେତନତା ଓ ପ୍ରତିଯୋଗିତା କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥିଲା ।କିଶୋରୀ ମେଳା ଅବସର’ରେ ଜୀ ପଞ୍ଚାୟତ କାର୍ଯ୍ୟାଳୟ ସଭା ଗୃହ ଠାରେ ଏକ ସଚେତନତା ସଭା କାର୍ଯ୍ୟକ୍ରମ। ଆଇସିଡ଼ିଏସ ସୁପରଭାଇଜର ଶ୍ରୀମତୀ ସବିତା ପଟନାୟକ’ଙ୍କ ସଭାପତିତ୍ବରେ ସରପଞ୍ଚ ଶ୍ରୀ ଏଡେଙ୍ଗା ଶବର ମୁଖ୍ୟଅତିଥି ଭାବେ ଯୋଗ ଦେଇ କିଶୋରୀ ବାଳିକା ମାନେ ପଥଭ୍ରଷ୍ଟ ନ ହୋଇ ନିଜର ସ୍ୱାସ୍ଥ୍ୟ’କୁ ସୁସ୍ଥ ରଖିବା ସହ ଶିକ୍ଷା ଓ ପୋଷଣ ଯୁକ୍ତ ଖାଦ୍ୟ ଉପରେ ଅଧିକ ଯତ୍ନବାନ ହୋଇ ଜଣେ ଉତ୍ତମ ମା ହେବା ସହ ସୁସ୍ଥ ସମାଜ ଗଠନ ଦିଗରେ ସହାୟକ ହେବା ପାଇଁ ପରାମର୍ଶ ଦେଇଥିଲେ ।ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମ’ରେ ଗୋଷ୍ଟି ସ୍ୱାସ୍ଥ୍ୟ ଅଧିକାରୀ ଭାରତୀ ପାସୁପୁ ରେଡ଼ି , ଏଏନଏମ: ପ୍ରୀତିଲତା ଗୁରୁ , ପ୍ରଧାନଶିକ୍ଷକ ଶ୍ରୀ ରମାକାନ୍ତ ପଟନାୟକ , ପ୍ରେମ” ସଂସ୍ଥା’ର ମାଷ୍ଟର ଟ୍ରେନର ଶ୍ରୀ ଲାଜର ଲୀମା ଏବଂ ଶିକ୍ଷୟତ୍ରୀ ମଧୁସ୍ମିତା ପରିଛା ପ୍ରମୁଖ ମଞ୍ଚାସିନ ରହି କିଶୋରୀ ବାଳିକା ମାନେ ଆସନ୍ତା ଦିନ ମାନଙ୍କ’ରେ ନିଜକୁ କିଭଳି ସୁସ୍ଥ ରଖିବେ ସେ ଦିଗରେ ଉପାଦେୟ ବିଷୟ ଉପରେ କହିଥିଲେ ।ଏହି ଅବସର’ରେ କିଶୋରୀ ବାଳିକା ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଯଥା:- ନୃତ୍ୟ , ସଙ୍ଗୀତ , ଚିତ୍ରାଙ୍କନ , ଦୌଡ଼ି ଡିଆଁ ଏବଂ ମ୍ୟୁଜିକ ଚେୟାର ପ୍ରଭୃତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା

ଏବଂ କୃତୀ ପ୍ରତିଯୋଗୀ ମାନଙ୍କୁ ମଞ୍ଚାସିନ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ଓ ମାନପତ୍ର ବଣ୍ଟନ କରା ଯାଇଥିଲା ।ଶେଷରେ କିଶୋରୀ ବାଳିକା ମାନଙ୍କ ଉଚ୍ଚତା ଓ ଓଜନ ସହ ରକ୍ତ ହୀନତା ଏବଂ ସିକିଲ ଟେଷ୍ଟ ପ୍ରଭୃତି ପରୀକ୍ଷା କରା ଯାଇଥିଲା ।ଏହି କିଶୋରୀ ମେଳା କାର୍ଯ୍ୟକ୍ରମ ସମ୍ପର୍କରେ ଅଧିକ ସୂଚନା ଦେଇ ଅଙ୍ଗନବାଡି ସୁପରଭାଇଜର ଶ୍ରୀମତୀ ସବିତା ପଟନାୟକ କହିଛନ୍ତି ଯେ , କିଶୋରୀ ବାଳିକା ମାନେ ସେମାନଙ୍କ ଶିକ୍ଷା , ସ୍ୱାସ୍ଥ୍ୟ ଓ ପୋଷଣତା ଉପରେ ସେମାନଙ୍କୁ ସଚେତନ କରାଇବା ଏହି କାର୍ଯ୍ୟକ୍ରମ’ର ମୁଖ୍ୟ ଉଦ୍ଦେଶ୍ୟ । ଅନ୍ୟପକ୍ଷରେ , ସମ୍ପୂର୍ଣ ପୁଷ୍ଟି ଯୋଜନା ଅନ୍ତର୍ଗତ ଏହି କାର୍ଯ୍ୟକ୍ରମ’ରେ ୧୫ ରୁ ୧୯ ବର୍ଷ ବୟସ’ର କିଶୋରୀ ବାଳିକା ମାନେ ବିଭିନ୍ନ ସ୍ୱାସ୍ଥ୍ୟ ଓ ପୋଷଣ ଯୁକ୍ତ ସେବା ଉଚ୍ଚ ମାତ୍ରାରେ କିଭଳି ଉପଲବଧି କରିପାରିବେ ଏବଂ ଏଥିସହ ଗୋଷ୍ଠୀ ସ୍ତରରେ ସେମାନଙ୍କୁ ଚମ୍ପିଆନ ସୃଷ୍ଟି କରାଯିବା ସହ ସମସ୍ତେ ପୋଷଣ’ରେ କିଭଳି ଉନ୍ନତି କରିବେ , ଯାହାକି , କିଶୋରୀ ମାନେ ଉତ୍ସାହ , ଉଦ୍ଦୀପନା ଓ ପ୍ରେରଣା ପାଇ ବିଭିନ୍ନ କାର୍ଯ୍ୟକ୍ରମ କରିବାକୁ ଆଗ୍ରହ ହେବେ । ଏହା ଏଭଳି ଏକ ପ୍ଲାଟଫର୍ମ ତଥା ସୁଯୋଗ ଯେଉଁଥିରେ କି କିଶୋରୀ ମାନେ ସେମାନଙ୍କ ଗୁଣାତ୍ମକ ମାନ ପ୍ରତିଭା ଓ ଅନ୍ୟ ଯାହା କୌଶଳ ଦକ୍ଷତା ରହିଛି , ସେ ସବୁ ପ୍ରଦର୍ଶନ କରିବାର ସୁଯୋଗ ପାଇ ପାରିବେ ବୋଲି କହିଥିଲେ ।ଏହି କାର୍ଯ୍ୟକ୍ରମ’ରେ ବହୁ ସଂଖ୍ୟାରେ ଗ୍ରାମର କିଶୋରୀ ବାଳିକା ଓ ଉଚ୍ଚ ବିଦ୍ୟାଳୟର ବାଳିକା’ଙ୍କ ସମେତ ଆଶା ଓ ଅଙ୍ଗନବାଡି କର୍ମୀ ମାନେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version