• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦଶପଲ୍ଲା ବନାଂଚଳ ପାଲଟିଛି ଶିକାରୀଙ୍କ ଭୂ – ସ୍ବର୍ଗ

Proprietor Abhimanyu Maharana by Proprietor Abhimanyu Maharana
January 25, 2024
in ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ଦଶପଲ୍ଲା ବନାଂଚଳ ପାଲଟିଛି ଶିକାରୀଙ୍କ ଭୂ – ସ୍ବର୍ଗ
Share on FacebookShare on TwitterWhatsapp

୨୫ ଜାନୁଆରୀ ୨୦୨୪( ଓଡିଶା ତାଜା ନ୍ୟୁଜ) ଦଶପଲ୍ଲା :- ଦଶପଲ୍ଲା ବନାଅଂଚଳରେ ଦିନକୁ ଦିନ ବଢି ଚାଲିଛି ଶିକାରୀଙ୍କ ପାଦୁର୍ଭାବ । ଶିକାରୀଙ୍କ ଗୁଳିରେ ପ୍ରତି ଦିନ ବନ୍ୟଜନ୍ତୁ ଙ୍କ ମୃତ୍ୟୁ ହେଉଥିବା ବେଳେ ଏଇ କିଛିଦିନ ହେବ , ସମସ୍ତ ସୀମା ଲଂଘନ କରିଛନ୍ତି ଶିକାରୀ ମାନେ । ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ୍ ତାର ଲଗାଇ ଏକ ଦନ୍ତା ହାତୀକୁ ଶିକାର କରିଛନ୍ତି ଆନ୍ତଃରାଜ୍ୟ ହାତୀ ଶିକାରୀ ମାନେ । ଦଶପଲ୍ଲା ରେଞ୍ଜ ବାଇଶିପଲ୍ଲୀ ସଂପ୍ରସାରିତ ସଂରକ୍ଷିତ ଜଂଗଲ ର କୁଲୁରୁକୁମ୍ପା, ଗ୍ରାମପଞ୍ଚାୟତ ଅନ୍ତର୍ଗତ ଦୁର୍ଗାପ୍ରସାଦ, ପାମ୍ପରଡା ମଧ୍ୟସ୍ଥ ବିଲୁଆ ପଡା ଜଙ୍ଗଲ ରେ ଏକ ବିଶାଳକାୟ ଦନ୍ତା ହାତୀର ର ସନ୍ଦେହ ଜନକ ମୃତୁହୋଇଛି ।

ସ୍ଥାନୀୟ ବାସିନ୍ଦା କଂ କହିବା ଅନୁସାରେ ଉଚ୍ଚ ଶକ୍ତି ସଂପର୍ଣ୍ଣ ବିଦ୍ୟୁତ ତାର ବିଛାଇ ହାତୀଟିକୁ ମରାଯାଇଥିବା ଅନୁମାନ କରାଯାଉଛି । ଏକ ବିଶେଷ ସୂତ୍ରରୁ ଖବର ପାଇ ବନ ବିଭାଗ ଗଣିଆ ଅଞ୍ଚଳରେ ଚଢ଼ାଉ କରି ୨ ଟି ମୂଲ୍ୟବାନ ହାତୀ ଦାନ୍ତ ଜବତ କରିବା ସହିତ ୪ ଜଣ ଅନ୍ତଃ ରାଜ୍ୟ ହାତୀ ଶିକାରୀ କୁ ଗିରଫ କରିଛି । ତେବେ ସ୍ଥାନୀୟ ବାସିନ୍ଦା ଙ୍କ କହିବା ଅନୁସାରେ ଶିକାରୀ ମାନେ ବହୁତ୍ ଦିନ ଧରି ଏହି ଅଞ୍ଚଳରେ ଘୁରି ବୁଲୁଥିବା ସେମାନେ ଅନୁମାନ କରିଛନ୍ତି । ତେବେ ଏଠି କଥା ଉଠୁଛି ବନ ବିଭାଗର ସଠିକ୍ ପେଟ୍ରୋଲିଙ୍ଗ ନ ହେବା ଯୋଗୁଁ ଶିକାରୀଙ୍କ ପାଦୂର୍ଭାବ ଦିନକୁ ଦିନ ବଢି ଚାଲିଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version