• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ୧ ହଜାର କୋଟିର ବ୍ୟବସାୟ ପାଇଁ ଖସଡ଼ା ପ୍ରସ୍ତୁତ ୬ଟି ନୂତନ ସ୍ଥାନରେ ଖୋଲିବ ଶାଖା କେନ୍ଦ୍ର – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
July 23, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ୧ ହଜାର କୋଟିର ବ୍ୟବସାୟ ପାଇଁ ଖସଡ଼ା ପ୍ରସ୍ତୁତ ୬ଟି ନୂତନ ସ୍ଥାନରେ ଖୋଲିବ ଶାଖା କେନ୍ଦ୍ର – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୩ ଜୁଲାଇ ଗୁରୁବାର) ଭୁବନେଶ୍ୱର :- ୨୦୨୦ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଓଡ଼ିଶା କ୍ଷୁଦ୍ରଶିଳ୍ପ ନିଗମ ତା’ର ବ୍ୟବସାୟକୁ ୧ ହଜାର କୋଟିରେ ପହଞ୍ଚାଇବା ପାଇଁ ଖସଡ଼ା ପ୍ରସ୍ତୁତ କରିଛି । ଏହି ଅଭିବୃଦ୍ଧିରେ ସ୍ଥାନୀୟ ଉଦ୍ୟୋଗୀମାନଙ୍କର ସହାୟତା ଏବଂ ପ୍ରୋତ୍ସାହନକୁ ନିଶ୍ଚିତ କରାଯିବ । ଏହା ପ୍ରକାଶ କରିଛନ୍ତି ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟା ପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର । ଆଜି କଟକସ୍ଥିତ ନିଗମର କାର୍ଯ୍ୟାଳୟ ପରିଷଦ ଶର୍ନ ରେ ଆସି ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର ନିଗମର କାର୍ଯ୍ୟାବଳୀର ସମୀକ୍ଷା କରିଥିଲେ । ଏହି ଅବସର ରେ ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ନିଗମର ଅଧ୍ୟକ୍ଷ ଶ୍ରୀ ଚିନ୍ମୟ ସାହୁ ଓ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ପ୍ରଦୀପ କୁମାର ସାହାଣୀ ପ୍ରମୁଖ ଉପସ୍ଥିତ ଥିଲେ ।

ଅଧିକାରୀମାନଙ୍କ ମଧ୍ୟରେ ସଂପୂର୍ଣ୍ଣ ସାମାଜିକ ଦୂରତ୍ୱ ରକ୍ଷା କରି ଏହି ବୈଠକର ଆୟୋଜନ କରାଯାଇଥିଲା । ସମୀକ୍ଷା ସମୟରେ ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର ନିଗମ ନିକଟ ଅତୀତରେ ନେଇଥିବା ବିଭିନ୍ନ ପଦକ୍ଷେ ପର ଭୂୟସୀ ପ୍ରଶଂସା କରିବା ସହ ଆଗାମୀ ଦିନ ପାଇଁ ପ୍ରସ୍ତୁତ କାର୍ଯ୍ୟକ୍ରମର ରୂପରେଖ ସଂ ପର୍କରେ ଅବଗତ ହୋଇ ସନ୍ତୋଷ ପ୍ରକାଶ କରିଥିଲେ । ନିଗମର ଯୁବ ଅଧ୍ୟକ୍ଷ ନିଗମକୁ ଉଚିତ ନେତୃତ୍ୱ ଦେଇ ପାରିବେ ବୋଲି ସେ ଆଶାବ୍ୟକ୍ତ କରିଥିଲେ । ମନ୍ତ୍ରୀ ନିଗମର ଆର୍ଥିକ ଅଭିବୃଦ୍ଧି ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗଗୁଡ଼ିକ ତିଆରି କରୁଥିବା ଶିଳ୍ପଜାତ ଦ୍ରବ୍ୟକୁ ବିଭିନ୍ନ ସରକାରୀ ବିଭାଗ ତଥା ଉଦ୍ୟୋଗ ଗୁଡ଼ିକର ଚାହିଦା ମୁତାବକ ନିର୍ଦ୍ଧାରିତ ମାନଦଣ୍ଡ ରକ୍ଷା ପୂର୍ବକ ବିତରଣ କରାଯିବ । ବିଶେଷ ଭାବେ ଶକ୍ତି ବିଭାଗ ଆବଶ୍ୟକ କରୁଥିବା ବିଦୁ୍ୟତକରଣ କାର୍ଯ୍ୟ, ସୌରଶକ୍ତି ଉପକରଣ, ସୌର ବିଦ୍ୟୁତ କେନ୍ଦ୍ର, ସୌରଚାଳିତ ବିତରଣ ତଥା ସ୍ଥାପନ କରିବା ପାଇଁ ସମସ୍ତ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ ।

ଏଥି ପାଇଁ ଆବଶ୍ୟକ ଯନ୍ତ୍ରପାତି ବିତରଣ ଓ ଏହାର ସଂରକ୍ଷଣ ତଥା ମରାମତି କରିବା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କେନ୍ଦ୍ର ସ୍ଥାପନ କରିବାକୁ ନିର୍ଦ୍ଦେଶ ପ୍ରଦାନ କରାଯାଇଥିଲା । ଏଥି ସହିତ ଟାଟା ଷ୍ଟିଲ୍‌ ଛଡ଼ର ବ୍ୟାପକ ଚାହିଦା ଥିବା ଦୃଷ୍ଟିରୁ ପଶ୍ଚିମ ଓଡ଼ିଶାରେ ଏହାର ବିକ୍ରୟ କେନ୍ଦ୍ର ସ୍ଥାପନ ସକାଶେ ପ୍ରମୁଖ ସଚିବ ଟାଟା ଷ୍ଟିଲ୍‌ କର୍ତ୍ତୃପକ୍ଷଙ୍କ ସହ ଯୋଗାେଯୋଗ କରିବାକୁ କୁହାଯାଇଥିଲା । ଏତଦ୍‌ ବ୍ୟତୀତ ନିଗମର ୧୩ଟି ଶାଖା ବିକ୍ରୟ କେନ୍ଦ୍ରକୁ ବୃଦ୍ଧି କରାଯାଇ ୧୯ କରାଯିବ । ନୂତନ ଶାଖା ବିକ୍ରୟ କେନ୍ଦ୍ର ଜୟ ପୁର, ଝାର ସୁଗୁଡ଼ା, ବ୍ରହ୍ମପୁର, କୋରାପୁଟ, ବୌଦ୍ଧ ଓ ଫୁଲବାଣୀ (କନ୍ଧମାଳ)ଠାରେ ପ୍ରତିଷ୍ଠା ପାଇଁ ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ଏ ସବୁ ସ୍ଥାନରେ ଶାଖା କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ଆବଶ୍ୟକ ଜମି ଯୋଗାଇ ଦେବାକୁ ଇଡ୍‌କୋକୁ ଅନୁରୋଧ କରିବାକୁ ପ୍ରମୁଖ ଶାସନ ସଚିବଙ୍କୁ କୁହାଯାଇଥିଲା । ଏହା ଦ୍ୱାରା ପଛୁଆ ଅଞ୍ଚଳରେ ନିଗମର ବ୍ୟବସାୟିକ କାରବାରରେ ଅଭିବୃଦ୍ଧି ଘଟିବ ବୋଲି ଆଶା କରାଯାଉଛି । ଶେଷରେ ନିଗମର ଅଧ୍ୟକ୍ଷ ଶ୍ରୀ ସାହୁ ନିଗମର କର୍ମଚାରୀଙ୍କ ଗୋଟିଏ ଦିନର ଦରମା ୧ ଲକ୍ଷ ୪୮ ହଜାର ଏବଂ ସି.ଏସ୍‌.ଆର୍‌ ଫଣ୍ଡରୁ ୩ ଲକ୍ଷ ଟଙ୍କାର ଦୁଇଟି ପୃଥକ ଚେକ୍‌ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦ୍ଦେଶ୍ୟରେ ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ରଙ୍କୁ ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version