• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସର୍ବ ଭାରତୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆଞ୍ଚଳିକ କପ୍ ୨୦୨୪ ର ଫାଇନାଲ ମ୍ୟାଚ ରେ “ମଙ୍ଗଳା କ୍ଲବ୍ କଟକ” ଚମ୍ପିୟାନ

Proprietor Abhimanyu Maharana by Proprietor Abhimanyu Maharana
January 31, 2024
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ହୋମ୍
0
ସର୍ବ ଭାରତୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆଞ୍ଚଳିକ କପ୍ ୨୦୨୪ ର ଫାଇନାଲ ମ୍ୟାଚ ରେ “ମଙ୍ଗଳା କ୍ଲବ୍ କଟକ” ଚମ୍ପିୟାନ
Share on FacebookShare on TwitterWhatsapp

୩୦ ଜାନୁଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ଖୋର୍ଦ୍ଧା ଜିଲ୍ଲା  :-> ବୋଲଗଡ ବ୍ଳକ୍ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ତୁଳସୀ ବେରେଣା ଖେଳପଡିଆ ରେ ପଂଚାୟତର ଜାମୁସାହି, ତୁଳସୀ ବେରେଣା,ଦେଉଳି, ପାରିଖେତା, ନୁଆପଲ୍ଲିର ଶତାଧିକ ଯୁବକ ମାନଙ୍କ ସହଯୋଗରେ ଆଞ୍ଚଳିକ କପ୍ ୨୦୨୪ ର ଫାଇନାଲ ଦିବସରେ ମଙ୍ଗଳା କ୍ଲବ୍ କଟକ ସହିତ ଇଉନାଇଟେଡ ସ୍ପୋର୍ଟସ ବରଗଡ଼ ଜୋରଦାର ଟକ୍କର ହୋଇ ପ୍ରଥମାର୍ଦ୍ଧରେ ମଙ୍ଗଳା କ୍ଲବ୍ କଟକ ଇଉନାଇଟେଡ ସ୍ପୋର୍ଟସ ବରଗଡକୁ ଗୋଲ ଦେଇ ୧/୦ ଗୋଲରେ ଆଗୁଆ ରହିଥିଲା ବେଳେ ଦିତ୍ୱୀୟାର୍ଦ୍ଧରେ କୌଣସି ଦଳ କାହା ଉପରେ ଗୋଲ ଦେଇ ପାରି ନଥିଲେ। ଫଳ ସ୍ୱରୂପ ମଙ୍ଗଳା କ୍ଲବ୍ କଟକ ୧/୦ ଗୋଲରେ ଆଗୁଆ ହୋଇ ଚମ୍ପିୟାନ ହୋଇଥଲା ।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ସ୍ଥାନୀୟ ବିଧାୟକ ତଥା ଖୋର୍ଦ୍ଦା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ସାହୁ, ସମ୍ମାନିତ ଅତିଥି ମାନେ ଅଭିଜିତ ପାଲ୍ (ଯୁଗ୍ମ ସମ୍ପାଦକ, ଫୁଟବଲ୍ ଆସୋସିଏସନ୍ ଓଡିଶା), ପଙ୍କଜ ଲୋଚନ ମହାନ୍ତି (ଉପ ସଭାପତି, ଓ ସି ଏ କଟକ), ବିକାଶ ପ୍ରଧାନ( କୋଷାଧ୍ୟକ୍ଷ , ବାରବାଟି ଷ୍ଟାଡିୟମ କଟକ), ରାକେଶ କୁମାର ସ୍ବାଇଁ( ଶାଖା ପରିଚାଳକ, ଆଇ ସି ଆଇ ସି ବ୍ୟାଙ୍କ୍ ଖୋର୍ଦ୍ଦା), ଶେଖ୍ ୟୁସୁଫ (ସଭାପତି, ନୟାଗଡ଼ ବସ ଆସୋସିଏସନ୍) ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ଆଞ୍ଚଳିକ କପ୍ କମିଟିର ସଭାପତି ଶେଖ୍ ସାମସୁର ଖାଁ ସମସ୍ତ ଅତିଥି ମାନଙ୍କୁ ବାଜା ବଜାଇ ପାଛୋଟି ଆଣିଥିଲେ।

ସଂପାଦକ ଅଜୟ କୁମାର ସାହୁ, କୋଷାଧ୍ୟକ୍ଷ ଆହେମଦ୍ ଖାଁ ଓ ପୂର୍ଣ୍ଣ ଚନ୍ଦ୍ର ଖୁଣ୍ଟିଆ, କ୍ରିଡ଼ା ପରିଚାଳକ ଆଲଃହାର ଖାଁ, ଉପଦେଷ୍ଟା ଇଶା ଖାଁ, ଫିଦା ହୁସେନ ଖାନ୍, ରଜନୀକାନ୍ତ ଶ୍ରୀଚନ୍ଦନ, ରେଡ ରୋଜ କ୍ଲବ୍ ସଭାପତି ପ୍ରକାଶ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ଖେଳ କାର୍ଯ୍ୟକ୍ରମକୁ ସୂ ପରିଚାଳନା କରିଥଲେ। ଆଞ୍ଚଳିକକମିଟିର ସମସ୍ତ ସଦସ୍ୟ ସହଯୋଗ କରିଥିଲେ । ଦର୍ଶକ ଓ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ପାଇଁ କମିଟି ତରଫରୁ ଚିଅର୍ ଗାର୍ଲ୍ ମାନେ ବିଭିନ୍ନ ଶୈଳୀରେ ନୃତ୍ୟ ପ୍ରଦର୍ଶନ କରିଥିଲେ । ଚମ୍ପିୟାନ ଦଳ ମଙ୍ଗଳା କ୍ଳବ୍ କଟକ ଟ୍ରଫି ସହ ପଇନ୍ତିରିଶି ହଜାର ଟଙ୍କାର ପୁରସ୍କାର ରାଶି ଓ ରନରସପ ଦଳ ବରଗଡ଼ ଇଉନାଇଟେଡ ସ୍ପୋର୍ଟସ ଦଳ କୋଡ଼ିଏ ହଜାର ଟଙ୍କାର ପୁରସ୍କାର ରାଶି ସହ ଟ୍ରଫି ଅତିଥି ମାନଙ୍କ ଠାରୁ ହାସଲ କରିଥିଲେ।

ମୁଖ୍ୟ ରେଫରି ଶିବ ଶଙ୍କର ପଣ୍ଡା, ସହଯୋଗୀ ରେଫରି ଶିବ ସାମନ୍ତରାୟ, ଏମ ଏସ ବେଗ, ଶୁଶାନ୍ତ କୁମାର ମିଶ୍ର ପ୍ରମୁଖ ଖେଳକୁ ସୂ ପରିଚାଳନା କରିଥଲେ । ପ୍ରାୟ ଦଶ ହଜାରରୁ ଉର୍ଦ୍ଧ୍ବ ଦର୍ଶକଙ୍କ ସମାଗମ ଦେଖିବାକୁ ମିଳିଥିଲା । ଆୟୋଜକ ମାନଙ୍କ ଦ୍ଵାରା ଲଟେରୀ କାର୍ଯ୍ୟ କ୍ରମ କରାଯାଇ ବିଜେତା ମାନଙ୍କୁ ପାଞ୍ଚଟି ଛତା, ପାଞ୍ଚଟା ଆଇରନ, ଗୋଟିଏ ଗ୍ରାଇଣ୍ଡର ଓ ଗୋଟିଏ ସାଇକେଲ ଦର୍ଶକ ମାନଙ୍କ ମଧ୍ୟରେ ବିଧାୟକ ଓ ଅତିଥି ମାନଙ୍କ ଉପସ୍ଥିତିରେ ପ୍ରଦାନ କରାଯାଇଥିଲା । ସର୍ବ ଶେଷରେ ସାଇକେଲ ପ୍ରାଇଜଟିକୁ ନିକଟସ୍ଥ ଡିଙ୍ଗର ପଂଚାୟତର ଚଣ୍ଡିଆପଲା ଗ୍ରାମର ଗଣେଶ୍ୱର ସାହୁ, ୩୦୩ ନମ୍ବର ରସିଦ ଅନୁସାରେ ପାଇଲେ । ଆଗାମୀ ଦିନରେ ସ୍ଥାନୀୟ ଖେଳାଳି ମାନଙ୍କ ମଧ୍ୟରେ ପ୍ରତିଯୋଗିତା କରାଯାଇ ସ୍ଥାନୀୟ ଅଞ୍ଚଳରେ ଫୁଟବଲ ଖେଳାଳୀ ମାନଙ୍କ ଉନ୍ନତୀ ନିମନ୍ତେ ଆୟୋଜନ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ଆୟୋଜକ ଇଶା ଖାନ ସୁଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version