• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ପାଇଁ ମଧ୍ୟବର୍ତ୍ତୀ ବଜେଟ୍ ୨୦୨୪-୨୫ ଉପରେ ମାନ୍ୟବର ରେଳମନ୍ତ୍ରୀଙ୍କ ଦ୍ୱାରା ସାମ୍ବାଦିକ ସମ୍ମିଳନୀ

Proprietor Abhimanyu Maharana by Proprietor Abhimanyu Maharana
February 1, 2024
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ହୋମ୍
0
ଓଡିଶା ପାଇଁ ମଧ୍ୟବର୍ତ୍ତୀ ବଜେଟ୍ ୨୦୨୪-୨୫ ଉପରେ ମାନ୍ୟବର ରେଳମନ୍ତ୍ରୀଙ୍କ ଦ୍ୱାରା ସାମ୍ବାଦିକ ସମ୍ମିଳନୀ
Share on FacebookShare on TwitterWhatsapp

୧ ଫେବୃଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ଖୋର୍ଦ୍ଧା-ଜଟଣୀ :- ମାନ୍ୟବର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡିଶା ରାଜ୍ୟ ପାଇଁ ମଧ୍ୟବର୍ତ୍ତୀ କାଳୀନ ରେଳ ବଜେଟ୍ -୨୦୨୪ ଉପରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ, ଗତ ଦଶ ବର୍ଷ ମଧ୍ୟରେ ରାଜ୍ୟର ରେଳ ବିଭାଗରେ ଦ୍ରୁତ ପରିବର୍ତ୍ତନ ଦେଖିବାକୁ ମିଳିଛି। ମଧ୍ୟବର୍ତ୍ତୀ ବଜେଟ୍ -୨୦୨୪ରେ ରାଜ୍ୟରେ ରେଳ ଭିତ୍ତିଭୂମି ତଥା ସୁରକ୍ଷା ପ୍ରକଳ୍ପ ପାଇଁ ୧୦,୫୩୬ କୋଟି ଟଙ୍କା ପାଣ୍ଠି ଆବଣ୍ଟନ କରାଯାଇଛି, ଯାହା ଦଶ ବର୍ଷ ପୂର୍ବରୁ ଆବଣ୍ଟିତ ହାରାହାରି ପାଣ୍ଠି ଠାରୁ ୧,୧୫୭% ଅଧିକ। ଭାରତୀୟ ରେଳବାଇ ଆଧୁନିକ ଟେକ୍ନୋଲୋଜି ଏବଂ ଆଧୁନିକ ସୁବିଧା ସହିତ ବନ୍ଦେ ଭାରତ, ଅମୃତ ଭାରତ ଇତ୍ୟାଦି ଅନେକ ଆଧୁନିକ ଟ୍ରେନ୍ ଚଳାଚଳ କରିଛି,ଯାହା ଯୁବ ପିଢୀଙ୍କ ଦ୍ୱାରା ବହୁତ ଭଲ ପ୍ରତିକ୍ରିୟା ଏବଂ ପ୍ରଶଂସା ପାଇଛି। ଆଗାମୀ ଦିନରେ ବନ୍ଦେ ମେଟ୍ରୋ ଏବଂ ବନ୍ଦେ ସ୍ଲିପର ଭଳି ଟ୍ରେନ୍ ଚଳାଇବାକୁ ଯୋଜନା କରାଯାଇଛି। ରେଳ ସୁରକ୍ଷା ଉପରେ ବିଶେଷ ଧ୍ୟାନ ଦିଆଯାଇଛି। ବର୍ତ୍ତମାନ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡିଶାର ୫୮ଟି ରେଳ ଷ୍ଟେସନର ବିକାଶ ପାଇଁ କାର୍ଯ୍ୟ ଚାଲିଛି। ୪୨ଟି ଏକ ଷ୍ଟେସନ୍ ଏକ ପ୍ରଡକ୍ଟ ଷ୍ଟଲ୍ ଓଡ଼ିଶାର ରେଳ ଷ୍ଟେସନରେ ସ୍ଥାନୀୟ ହସ୍ତତନ୍ତ, ହ୍ୟାଣ୍ଡଲୁମ୍ ଏବଂ ଅନ୍ୟାନ୍ୟ ସ୍ଥାନୀୟ ଉତ୍ପାଦ ବିକ୍ରୟ ପାଇଁ କାର୍ଯ୍ୟକ୍ଷମ ହେଇଛି।ଅଧିକନ୍ତୁ ଓଡିଶାରେ ୧୦୦% ରେଳ ବିଦ୍ୟୁତିକରଣ ଶେଷ ହୋଇସାରିଛି। ଭୁବନେଶ୍ୱର, ପୁରୀ ଏବଂ କଟକ ରେଳ ଷ୍ଟେସନରେ, ଇଣ୍ଟିଗ୍ରେଟେଡ୍ ଷ୍ଟେସନ୍ ବିକାଶ କାର୍ଯ୍ୟ ସମ୍ପୂର୍ଣ୍ଣ ବେଗରେ ଚାଲିଛି। ଖୋର୍ଦ୍ଧା – ବଲାଙ୍ଗୀର, ତାଳଚେର ବିମିଲାଗଡ ଇତ୍ୟାଦି ବିଭିନ୍ନ ପ୍ରକଳ୍ପ ପାଇଁ ମଧ୍ୟ କାର୍ଯ୍ୟ ଚାଲିଛି। ଖୋର୍ଦ୍ଧାରୋଡ ମଣ୍ଡଳ କାର୍ଯ୍ୟାଳୟ ସଭା ଗୃହରେ ଆୟୋଜିତ ଏହି ସାମ୍ବାଦିକ ସମ୍ମିଳନୀ ରେ, ଖୋର୍ଦ୍ଧାରୋଡ୍ ମଣ୍ଡଳର ରେଳ ପ୍ରବନ୍ଧକ, ଶ୍ରୀ ହେଚ୍ ଏସ ବାଜୱା, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଓପି) ଶ୍ରୀ କଲ୍ୟାଣୀ ପଟ୍ଟନାୟକ, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଇନ୍ଫ୍ରା) ଶ୍ରୀ ସୁଭ୍ର ଜ୍ୟୋତି ମଣ୍ଡଳ, ବରିଷ୍ଠ ମଣ୍ଡଳ ଇଞ୍ଜିନିୟର (ସମନ୍ୱୟ) ରବି ପ୍ରକାଶ ଯାଦବ, ବରିଷ୍ଠ ମଣ୍ଡଳ ପରିଚାଳକ ପ୍ରବନ୍ଧକ ଶ୍ରୀ କେ ସନ୍ଦୀପ, ବରିଷ୍ଠ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ ଶ୍ରୀ ଅମିତେଶ ଆନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version