• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆତ୍ମବିଶ୍ୱାସ ଓ ଅଧ୍ୟବସାୟ ହିଁ ସଫଳତାର ମାପକାଠି – ଦୁତି ଚାନ୍ଦ

Proprietor Abhimanyu Maharana by Proprietor Abhimanyu Maharana
February 6, 2024
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ହୋମ୍
0
ଆତ୍ମବିଶ୍ୱାସ ଓ ଅଧ୍ୟବସାୟ ହିଁ ସଫଳତାର ମାପକାଠି – ଦୁତି ଚାନ୍ଦ
Share on FacebookShare on TwitterWhatsapp

୬ ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ବାଲୁଗାଁ :- ଜାତୀୟ ମହିଳା ସମ୍ମେଳନ ଅବସରରେ ଓଡ଼ିଶା ଯୁବ ସାଂସ୍କୃତିକ ସଂସଦ ପକ୍ଷରୁ ମହିଳା ହିଂସା ବିଲୋପ ପାଇଁ ଆଜି ସନ୍ଧ୍ୟାରେ ଶ୍ରୀ ଶ୍ରୀ ଉମାମହେଶ୍ୱର ବଣିକ ସଙ୍ଘ ସଭାଗୃହରେ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଅପରାହ୍ଣରେ ଉତ୍ତରାୟଣୀ ମନ୍ଦିର ନିକଟରୁ ନାରୀମାନଙ୍କର ଏକ ବିରାଟ ଶୋଭାଯାତ୍ରା ବଜାର ପରିକ୍ରମା କରି ଅଶୋକ ନଗର ବଣିକ ସଙ୍ଘ ପର୍ଯ୍ୟନ୍ତ ଆସିବା ପରେ ଆୟୋଜିତସମ୍ମିଳନୀରେ ସଭାପତି ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସାମାଜିକ କର୍ମୀ ମାନସୀ ପ୍ରଧାନ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେବା ସହ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ lସମ୍ମାନିତ ଅତିଥିଭାବେ ଯୋଗ ଦେଇ ପ୍ରାଧ୍ୟାପିକା ସୁଜାତା ପ୍ରଧାନ କହିଲେଯେ ସାମ୍ପ୍ରତିକ ସମୟରେ ଭାରତରେ ନାରୀମାନଙ୍କ ଉପରେ ଅତ୍ୟାଚାର ବଢିଚାଲିଛି l ନାରୀମାନଙ୍କ ଅଧିକାର ସମ୍ପର୍କରେ ସମାଜର ଅଧିକାଂଶ ବ୍ୟକ୍ତି ସଚେତନ ନୁହନ୍ତି l ତେଣୁ ପ୍ରତ୍ୟେକ ପୁରୁଷ ନାରୀମାନଙ୍କ ଅଧିକାର ସମ୍ପର୍କରେ ସଚେତନ ହେବା ଦରକାର l ମୁଖ୍ୟ ବକ୍ତା ଭାବେ ଯୋଗଦେଇ ବିଶିଷ୍ଟ ଆଡ଼ଭୋକେଟ ଗୌରୀ ଶଙ୍କର ଷଡ଼ଙ୍ଗୀ ନାରୀମାନଙ୍କ ପାଇଁ ଥିବା ଆଇନ ଓ ଏହାର କାର୍ଯ୍ୟକାରିତା ସମ୍ପର୍କରେ ବିଭିନ୍ନ ଧାରା ଉଲ୍ଲେଖ କରିବା ସହ ଉଭୟ ମହିଳା ଓ ପୁରୁଷଙ୍କ ଦୃଷ୍ଟିଭଙ୍ଗୀ ପରିବର୍ତ୍ତନ ଉପରେ ଗୁରୁତ୍ୱ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ବାଲୁଗାଁ ମହାବିଦ୍ୟାଳୟର ଅଧ୍ୟକ୍ଷl ଡକ୍ଟର କଳ୍ପନା ଦାଶ ଓ ନାଟ୍ୟକାର ଭିକାରୀ ଚରଣ ପ୍ରଧାନ ନାରୀମାନଙ୍କ ସଶକ୍ତିକରଣ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ l ମୁଖ୍ୟ ଅତିଥିଭାବେ ଯୋଗଦେଇ ଅନ୍ତର୍ଜାତୀୟ ଅଲିମ୍ପିୟାଡ଼ ଦୁତି ଚାନ୍ଦ ନିଜ ଜୀବନର ସଂଘର୍ଷମୟ କାହାଣୀ ବର୍ଣ୍ଣନା କରିବା ସହ ନିଜର ଆତ୍ମବିଶ୍ୱାସ ଓ ଅଧ୍ୟବସାୟ ବଳରେ କିପରି ସଫଳତା ତଥା ସମ୍ମାନ ପାଇଛନ୍ତି ତାହା ଉପସ୍ଥାପିତ କରିଥିଲେ l ସଭାପତି ମାନସୀ ପ୍ରଧାନ ଏହି ଅବସରରେ ପାରିବାରିକ ହିଂସାର ବିଲୋପ ବନ୍ଦ କରିବାକୁ ଆହ୍ୱାନ ଦେଇଥିଲେ l ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ଦୁତି ଚାନ୍ଦଙ୍କୁ ଇଣ୍ଟରନ୍ୟାସନାଲ ୟୁଥ ଆଇକନ ଭାବେ ସମ୍ମାନିତ କରାଯାଇଥିଲା l ଏଥି ସହ ବାଲୁଗାଁ କଲେଜର ଅଧ୍ୟକ୍ଷl ଡକ୍ଟର କଳ୍ପନା ଦାଶଙ୍କୁ ଦୁତି ଚାନ୍ଦ ଜାତୀୟ ସେବା ଯୋଜନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦୁତି ଚାନ୍ଦ ସମ୍ବର୍ଦ୍ଧିତ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଅନ୍ତର୍ଜାତୀୟ ଓଡିଶୀ ନୃତ୍ୟଗୁରୁ ସୁଜାତା ମହାପାତ୍ର, ସମାଜସେବୀ ଚାରୁଲତା ମହାନ୍ତି, ଶ୍ରେଷ୍ଠ ଏନସିସି କ୍ୟାଡେଟ ଗଙ୍ଗୋତ୍ରୀ ପ୍ରଧାନ,ନୃତ୍ୟଶିଳ୍ପୀ ତଥା ପ୍ରତିଭାମୟୀ ଛାତ୍ରୀ ବୈଶାଳୀ ମହାନ୍ତିଙ୍କୁ ଦୁତି ଚାନ୍ଦ ସମ୍ବର୍ଦ୍ଧିତ କରିଥିଲେ l କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ ଅଶୋକ ପଟ୍ଟନାୟକ l ଏହାପରେ ନୃତ୍ୟଗୁରୁ ସୁଜାତା ମହାପାତ୍ର ଓ ତାଙ୍କର ଗ୍ରୁପ ଓଡିଶୀ ନୃତ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version