• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲି ବୋଝେଇ ଟିପ୍ପର ଧକ୍କାରେ ଛାତ୍ର ଆହତ: ମୁଖ୍ୟ ରାସ୍ତାରେ ବାଲି ପରିବହନକୁ ନେଇ ଉତ୍ତେଜନା

Proprietor Abhimanyu Maharana by Proprietor Abhimanyu Maharana
February 8, 2024
in ଓଡ଼ିଶା, ଗଞ୍ଜାମ, ଦେଶ, ହୋମ୍
0
ବାଲି ବୋଝେଇ ଟିପ୍ପର ଧକ୍କାରେ ଛାତ୍ର ଆହତ: ମୁଖ୍ୟ ରାସ୍ତାରେ ବାଲି ପରିବହନକୁ ନେଇ ଉତ୍ତେଜନା
Share on FacebookShare on TwitterWhatsapp
  • ପୋଲିସର ପ୍ରତିଶ୍ରୁତି ପରେ ପରିସ୍ଥିତି ସ୍ବାଭାବିକ

୮ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ହିଞ୍ଜିଳିକାଟୁ :- ହିଞ୍ଜିଳି ଥାନା ପିତଳ ବଜାର ସାହି ମୁଖ୍ୟ ରାସ୍ତାରେ ଗୁରୁବାର ସକାଳେ ବିଦ୍ୟାଳୟ ମୁହାଁ ଜଣେ ଛାତ୍ରକୁ ଏକ ବାଲି ବୋଝେଇ ଟିପ୍ପର (ଓଡ଼ି ୦୯ ସି ୦୬୬୩) ଧକ୍କା ଦେଇଥିଲା। ଫଳରେ ଛାତ୍ର ଜଣକ ଆହତ ହୋଇ ନିଶ୍ଚିତ ମୃତ୍ୟୁ ମୁହଁରୁ ବର୍ତ୍ତି ଯାଇଥିବା ପ୍ରତ୍ୟକ୍ଷଦର୍ଶୀଙ୍କ ଠାରୁ ଜଣାପଡ଼ିଛି। ଆହତ ଜଣକ ହେଲେ ୮ମ ଶ୍ରେଣୀର ଛାତ୍ର ସୁଧାଂଶୁ ପଣ୍ଡା। ଏହି ଅଭାବନୀୟ ଘଟଣା ପରେ ଗ୍ରାମବାସୀଙ୍କ ମଧ୍ୟରେ କିଛି ସମୟ ଧରି ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଟିପ୍ପରକୁ ଅଟକାଇ ପ୍ରବଳ ହୋ ହାଲ୍ଲା କରିଥିଲେ। ଗ୍ରାମର ଜନଗହଳି ପୂର୍ଣ୍ଣ ରାସ୍ତାରେ ବାଲି ବୋଝେଇ ଟ୍ରକ,ଟିପ୍ପର ଓ ହାଇୱା ଆଦି ଭାରୀ ଯାନ ଯିବା ଆସିବା ନ କରିବା ପାଇଁ ଅଭିଯୋଗ କରି ତାତି ଉଠିଥିଲେ। ପରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯିବା ଆଶଙ୍କା ପ୍ରକାଶ କରି କିଛି ନେତ୍ରୁ ସ୍ଥାନୀୟ ବ୍ୟକ୍ତି ହିଞ୍ଜିଳି ଓ ଆସିକା ପୋଲିସକୁ ତୁରନ୍ତ ସୁଚନା ଦେଇଥିଲେ। ଖବର ପାଇ ଆସିକା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା। ପରେ ଲୋକଙ୍କ ସହ ଆଲୋଚନା କରି ପିତଳ ଗ୍ରାମ ମୁଖ୍ୟ ରାସ୍ତା ଦେଇ ଏଣିକି ବାଲି ଵୋଝେଇ ଗାଡ଼ି ଚଳାଚଳ ହେବ ନାହିଁ ବୋଲି ପୋଲିସ ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ହୋଇଥିଲା। ପ୍ରକାଶ ଥାଉକି ଶେରଗଡ଼ ତହସିଲ ପିତଳ ରାଜସ୍ବ ମଣ୍ଡଳ ତଥା ହିଞ୍ଜିଳି ଥାନା ସନ୍ତୋଷପୁର ବାଲି ଶଯ୍ୟାରୁ ଦୈନିକ ଶହେରୁ ଉର୍ଦ୍ଧ୍ବ ଟ୍ରକ ଓ ଟିପ୍ପର ଯୋଗେ ବାଲି ପରିବହନ ହେଉଥିବା ଜଣାପଡ଼ିଛି। ବାଲି ପରିବହନ ବେଳେ ମୁଖ୍ୟ ରାସ୍ତା କଡ଼ରେ ପଞ୍ଚାୟତ କାର୍ଯ୍ୟାଳୟ,ବାତ୍ୟା ଆଶ୍ରୟସ୍ଥଳୀ,ଦଣ୍ଡ କାଳୀ ମନ୍ଦିର, ଜଗନ୍ନାଥ ମନ୍ଦିର,ପିତଳ ବଜାର, ପିତଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର,ଅଙ୍ଗନବାଡ଼ି କେନ୍ଦ୍ର ସମେତ ଉଚ୍ଚ ବିଦ୍ୟାଳୟ ଓ ଚଷା ପିତଳ ନିମ୍ନ ପ୍ରାଥମିକ ବିଦ୍ୟାଳୟ ଅବସ୍ଥିତ ରହିଛି। ଏପରି ସ୍ଥଳେ ରୋଗୀ, କୋମଳମତି ଶିଶୁ ଓ ବଜାର ସଉଦା ଲାଗି ମୁଖ୍ୟ ରାସ୍ତାରେ ଲୋକଙ୍କ ସବୁ ସମୟରେ ପ୍ରବଳ ଭିଡ଼ ଓ ଗହଳ ଚହଳ ଲାଗି ରହୁଛି। ଗତ କିଛି ଦିନ ଧରି ସଂପୃକ୍ତ ମୁଖ୍ୟ ରାସ୍ତା ଦେଇ ଦୈନିକ ଶହେରୁ ଅଧିକ ଟ୍ରକ ଓ ଟିପ୍ପର ବାଲି ପରିବହନ ହେଉଥିବା ଯୋଗୁଁ ସାଧାରଣ ଜୀବନଯାତ୍ରା ଅସୁରକ୍ଷିତ ବୋଲି ଗ୍ରାମରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ସ୍ଥାନୀୟ ଅଞ୍ଚଳ ବାସୀଙ୍କ ବୃହତ୍ତର ସ୍ବାର୍ଥ ସହ ଆଇନ ଶୃଙ୍ଖଳା ପରିସ୍ଥିତି ରକ୍ଷା ଦୃଷ୍ଟିରୁ ଗ୍ରାମର ପିଙ୍କୁ ପରିଡ଼ା, ନିରାକାର ସାହୁ, ସଞ୍ଜୟ ପ୍ରଧାନ, ହୃଦାନନ୍ଦ ସାହୁ ଓ ପ୍ରଶାନ୍ତ ପ୍ରଧାନ ପ୍ରମୂଖ ଜିଲ୍ଲା ପ୍ରଶାସନ,ଖଣିଜ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version