• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆସନ୍ତା ସେପ୍ଟେମ୍ବର ୨୦ ତାରିଖ ପୂର୍ବରୁ ହେବ ତିର୍ତ୍ତୋଲ ଓ ବାଲେଶ୍ଵର ଉପନିର୍ବାଚନ ।

Proprietor Abhimanyu Maharana by Proprietor Abhimanyu Maharana
July 25, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଆସନ୍ତା ସେପ୍ଟେମ୍ବର ୨୦ ତାରିଖ ପୂର୍ବରୁ ହେବ ତିର୍ତ୍ତୋଲ ଓ ବାଲେଶ୍ଵର ଉପନିର୍ବାଚନ ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୫ ଜୁଲାଇ ଶନିବାର) ଭୁବନେଶ୍ୱର :- ଆସନ୍ତା ସେପ୍ଟେମ୍ବର ୨୦ ତାରିଖ ପୂର୍ବରୁ ହେବ ତିର୍ତ୍ତୋଲ ଓ ବାଲେଶ୍ଵର ଉପନିର୍ବାଚନ । ଶୁକ୍ରବାର ନିର୍ବାଚନ କମିଶନ ଏ ସମ୍ପର୍କରେ ସବୁଜସଙ୍କେତ ଦେଇଛନ୍ତି । ଗୋଟିଏ ଲୋକସଭା ଓ ଦେଶର ବିଭିନ୍ନ ରାଜ୍ୟରେ ୫୭ ବିଧାନସଭା ଆସନରେ ଉପନିର୍ବାଚନ ହେବା ଆପାତତଃ ଚୂଡ଼ାନ୍ତ ହୋଇଛି ।

ସୂଚନା ଅନୁସାରେ ମଧ୍ୟପ୍ରଦେଶରେ ୨୪ ବିଧାନସଭା କ୍ଷେତ୍ରରେ ଉପନିର୍ବାଚନ ହେବ । ଏଠାରେ ନିର୍ବାଚିତ କଂଗ୍ରେସ ବିଧାୟକମାନେ ନିଜ ପଦରୁ ଇସ୍ତଫା ଦେବା ପରେ କମଳନାଥ ସରକାରଙ୍କ ପତ୍ତନ ହୋଇଥିଲା । ଏହାବ୍ୟତୀତ ଆଗର ମାଲୱା ଓ ଜୌରା ଆସନରେ ବିଧାୟକମାନଙ୍କ ପରଲୋକ ଯୋଗୁଁ ଉପନିର୍ବାଚନ ହେବ । ଏହାବ୍ୟତୀତ ପଶ୍ଚିମବଙ୍ଗରେ ୪, ଓଡ଼ିଶାରେ ୨, ମଣିପୁରରେ ୧୧, ପୁଡ଼ୁଚେରୀରେ ୧, ଉତ୍ତରପ୍ରଦେଶର ୩ ଓ କର୍ଣ୍ଣାଟକର ୨ଆସନରେ ଉପନିର୍ବାଚନ ନେଇ ଚୂଡ଼ାନ୍ତ ହୋଇଛି ।

ନିର୍ବାଚନ କମିଶନ ୭ ସେପ୍ଟେମ୍ବର ମଧ୍ୟରେ ୮ଟି ଆସନରେ ଉପନିର୍ବାଚନ ପାଇଁ ପ୍ରଥମରୁ ନିଷ୍ପତ୍ତି ନେଇଥିଲେ । ମାତ୍ର ପରବର୍ତୀ ସମୟରେ ଏହାକୁ ସ୍ଥଗିତ ରଖାଯାଇଥିଲା । ବିଧିବ୍ୟବସ୍ଥା ଅନୁସା​‌ରେ ଗୋଟିଏ ବିଧାନସଭା କ୍ଷେତ୍ର ଖାଲି ହେବାର ୧୮୦ ଦିନ ମଧ୍ୟରେ ଏଠାରେ ଉପନିର୍ବାଚନ ହେବା କଥା । ଏଥିନିମନ୍ତେ ସେପ୍ଟେମ୍ବର ୨୦ ତାରିଖ ପୂର୍ବରୁ ମଧ୍ୟପ୍ରଦେଶରେ ବିଧାନସଭା ଉପନିର୍ବାଚନ କରାଯିବାକୁ ନିଷ୍ପତ୍ତି ହୋଇଛି । ଏହା ସହିତ ଅନ୍ୟାନ୍ୟ ରାଜ୍ୟରେ ମଧ୍ୟ ଉପନିର୍ବାଚନ ହେବ ବୋଲି ସୂଚନା ମିଳିଛି ।

ଅନ୍ୟପକ୍ଷରେ ଏହି ବୈଠକରେ ବିହାର ବିଧାନସଭା ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନାହିଁ । ତେବେ ଏଥିନିମନ୍ତେ କମିଶନ ପ୍ରସ୍ତୁତ ରହିଛନ୍ତି । ୨୯ ନଭେମ୍ବର ପୂର୍ବରୁ ବିହାର ବିଧାନସଭା ନିର୍ବାଚନ ହେବ ବୋଲି ଏହି ସୂତ୍ରରୁ ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version