• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋଳବାଇ ହାଇସ୍କୁଲ ବାର୍ଷିକ କ୍ରୀଡ଼ା ଉତ୍ସବ ରେ ଅଘଟଣ

Proprietor Abhimanyu Maharana by Proprietor Abhimanyu Maharana
February 8, 2024
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ହୋମ୍
0
ଗୋଳବାଇ ହାଇସ୍କୁଲ ବାର୍ଷିକ କ୍ରୀଡ଼ା ଉତ୍ସବ ରେ ଅଘଟଣ
Share on FacebookShare on TwitterWhatsapp

୮ ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ନିରାକାରପୁର :- ଖୋର୍ଦ୍ଧାବ୍ଲକ ଅନ୍ତର୍ଗତ ଗୋଳବାଇ ଭଗବତୀ ସରକାରୀ ଉଚ୍ଚବିଦ୍ୟାଳୟରେ ଗତ ୦୭ତାରିଖ ଠାରୁ ବାର୍ଷିକ କ୍ରୀଡା ଉତ୍ସବ ଆରମ୍ଭ ହୋଇଥିବା ବେଳେ କିଛି ଇଭେଂଟ ବାକି ରହିଯିବାରୁ ଗୁରୁବାର ଦନ ସକାଳୁ ଛାତ୍ରୀ ମାନଙ୍କ ମଧ୍ୟରେ ପ୍ରତିଯୋଗୀତା ଆରମ୍ଭ ହୋଇଥିଲା । ସକାଳ ୧୦ଘଟିକା ସମୟରେ ୮ମ ଶ୍ରେଣୀର ଛାତ୍ରୀ ସ୍ନେହରାଣୀ ସାମନ୍ତରାୟ ନିଜର ଇଭେଂଟ ସାରିବା ପରେ ପ୍ରବଳ ବାନ୍ତି କରିଥିଲେ । ପରେ ସ୍ନେହରାଣୀର ଏଭଳି ଅବସ୍ଥା ଦେଖି ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଥିଲା ।ଏହାପରେ ଛାତ୍ରୀ ଆଦ୍ୟାଶା ଦାସ୍,ପିଙ୍କି ସ୍ୱାଇଁ,ମଧୁସ୍ମିତା ଗ୍ରାଣ,ସୋନାଲି ନାୟକ,ରାଜଲକ୍ଷ୍ମୀ ସ୍ୱାଇଁ ଏଭଳି ୯ଜଣ ଛାତ୍ରୀ ଖେଳପଡିଆରେ ଅସୁସ୍ଥ ହୋଇପଡିଥିିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଛାତ୍ରୀ ମାନଙ୍କୁ ପା୍ରଥମିକ ଚିକିତ୍ସା ନିମନ୍ତେ ପ୍ରଥମେ ଖୋର୍ଦ୍ଧା ହପ୍ପିଟାଲକୁ ସ୍ଥାନାନ୍ତିତ କରିଥିଲେ । ସେଠାରେ ଡାକ୍ତର ସମସ୍ତ ଛାତ୍ରୀ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହିତ ଛାତ୍ରଛାତ୍ରୀ ମାନେ ନର୍ଭସରେ ଏଭଳି ଘଟଣା ଘଟିଛି ବୋଲି କହିଥିଲେ । ପରେ ସମସ୍ତ ଛାତ୍ରୀ ମାନଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା କରାଇ ସୁସ୍ଥ କରି ଘରକୁ ଫେରାଇଥିଲେ ।ଏସଂପର୍କରେ ପ୍ରଧାନଶିକ୍ଷୟତ୍ରୀ ସ୍ୱସ୍ତିକା ପାଲଙ୍କ ସହ ଯୋଗାଯୋଗ କରିବା ପରେ ସେ କହିଥିଲେ ଛାତ୍ରଛାତ୍ରୀ ମାନଙ୍କର ବାର୍ଷିକ କ୍ରୀଡା ଉତ୍ସବ ଦୁଇଦିନ ଧରି ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଥିଲା । ପ୍ରଥମ ଦିନ କିଛି ଇଭେଂଟ ସରିଥିବା ବେଳେ ଦିତୀୟ ଦନ କିଛି ଇଭେ ଆୟୋଜନ ହୋଇଥିବା ବେଳେ କିଛି ଛାତ୍ରଛାତ୍ରୀ ନର୍ଭସ ହୋଇ ଅସୁସ୍ଥ ହୋଇପଡିଥିଲେ ।ସାେଙ୍ଗସେଙ୍ଗ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଖୋର୍ଦ୍ଧା ମୁଖ୍ୟ ଚିକିସôାଳୟକୁ ପଠାାଇବା ସହିତ ଡାକ୍ତର ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରି ସୁସ୍ଥ କରି ଘରକୁ ଫେରାଇଥିଲେ ପ୍ରଧାନ ଶିକ୍ଷୟତ୍ରୀ ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

March 9, 2026
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version