• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କରବର ପଂଚାୟତରେ ୧୫ ପ୍ରକଳ୍ପ ପାଇଁ ୫୦ଲକ୍ଷ ଟଙ୍କା ମଞ୍ଜୁର

Proprietor Abhimanyu Maharana by Proprietor Abhimanyu Maharana
February 11, 2024
in ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
କରବର ପଂଚାୟତରେ ୧୫ ପ୍ରକଳ୍ପ ପାଇଁ ୫୦ଲକ୍ଷ ଟଙ୍କା ମଞ୍ଜୁର
Share on FacebookShare on TwitterWhatsapp
  • ଭାପୁର ବ୍ଲକରେ ଆମ ଓଡିଶା ନବୀନ ଓଡିଶାର ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର 

୧୦ ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ଭାପୁର :- ନୟାଗଡ଼ ଜିଲ୍ଲା ଭାପୁର ବ୍ଲକରେ ଆମ ଓଡିଶା ନବୀନ ଓଡିଶା ଅନ୍ତର୍ଗତ ବିକାଶ ମୂଳକ ଯୋଜନାର ପଂଚାୟତ ସ୍ତରୀୟ ସଚେତନ କାର୍ଯ୍ୟକ୍ରମ ଜାରି ରହିଛି l ଏହି କ୍ରମରେ ଶନିବାର କରବର ପଂଚାୟତରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ ମୁଖ୍ୟ ଅତିଥି ଭାବେ ଶିବିରକୁ ଉଦଘାଟନ କରିବା ସହ କରବର ପଂଚାୟତରେ ମୁଖ୍ୟ ମନ୍ତ୍ରୀ ନବୀନ ପଟନାୟକଙ୍କ ପ୍ରଦତ୍ତ ଯୋଜନା ଗୁଡିକର ସଫଳ ରୂପାୟନ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରିବା ସହ ଆମ ଓଡ଼ିଶା ନବୀନ ଓଡିଶା ପୁସ୍ତକକୁ ଉନ୍ମୋଚନ କରିଥିଲେ l ଉକ୍ତ ସଚେତନତା କାର୍ଯ୍ୟକ୍ରମରେ କରବର ପଞ୍ଚାୟତର ସରପଞ୍ଚ ଉଷାରାଣୀ ସାହୁ, ସମିତି ସଭ୍ୟ ତପନ କୁମାର ମହାପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ଧଳ, ବ୍ଲକ ବିଜେଡ଼ି ସଭାପତି ଶିବ ପ୍ରସାଦ ଷଡ଼ଙ୍ଗୀ,ସମାଜସେବୀ ସନ୍ତୋଷ କୁମାର ତ୍ରିପାଠୀ, ଅଖିଳ ସେଠୀ, ଅମ୍ବିକା ସୁବୁଦ୍ଧି, କାହ୍ନୁ ଚରଣ ସ୍ବାଇଁ ପ୍ରମୁଖ ମଂଚାସୀନ ହେବା ସହ ବିକାଶ ମୂଳକ ଯୋଜନା ସମ୍ପର୍କରେ ଉଦବୋଧନ ଦେଇଥିଲେ l କରବର ପଞ୍ଚାୟତରେ ୧୩୨୫ ଗୋଟି ପରିବାରଙ୍କୁ ବିଜୁ ସ୍ୱାସ୍ଥ୍ୟ ଯୋଜନା, ମୁଖ୍ୟ ମନ୍ତ୍ରୀ ସ୍ୱତନ୍ତ୍ର ସହାୟତାରେ ୨ଟି ପ୍ରକଳ୍ପରେ ୧୨ଲକ୍ଷ ବିନିଯୋଗ, କାଳିଆ ଯୋଜନା ରେ ୧୦୫୮ ପରିବାର ଅନ୍ତର୍ଭୁକ୍ତ, ୮୬୧ ଜଣଙ୍କୁ ଭତ୍ତା, ୧୨୦ଟି ମିଶନ ଶକ୍ତି ଗୋଷ୍ଠୀଙ୍କୁ ୧୪୬୪ ଲକ୍ଷ ଟଙ୍କା ବିନା ସୁଧରେ ଋଣ ପ୍ରଦାନ, ୩୧୨ ଗର୍ଭବତୀ ମହିଳାଙ୍କୁ ମମତା ସହାୟତା, ୧୩୨୫ ପରିବାରଙ୍କୁ ରେସନ୍ କାର୍ଡ, ଆମ ବ୍ୟାଙ୍କ ଏବଂ ଲକ୍ଷ୍ମୀ ଯୋଜନାରେ ପଂଚାୟତକୁ ଅନ୍ତର୍ଭୁକ୍ତ ଆଦି ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଯାଇ ଥିଲା l ଉକ୍ତ ସଚେତନତା କାର୍ଯ୍ୟକ୍ରମରେ ହଜାରରୁ ଊର୍ଦ୍ଧ୍ଵ ମହିଳା ମାନେ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version