• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଗମ ସାରସ୍ଵତ ୨୪ ତମ ବାର୍ଷିକ ଭକ୍ତ ସମ୍ମିଳନୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 11, 2024
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ନିଗମ ସାରସ୍ଵତ ୨୪ ତମ ବାର୍ଷିକ ଭକ୍ତ ସମ୍ମିଳନୀ ଅନୁଷ୍ଠିତ
Share on FacebookShare on TwitterWhatsapp

୧୧ ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ଭୁବନ :-> ଢେ଼ଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଅନ୍ତର୍ଗତ ଭୂଷଳ ଶାନ୍ତି ଆଶ୍ରମ ଠାରେ ଶ୍ରୀ ଶ୍ରୀ ନିଗମ ସାରସ୍ଵତ ୨୪ ତମ ବାର୍ଷିକ ଭକ୍ତ ସମ୍ମିଳନୀ ଗତ ୯ ତାରିଖ ଠାରୁ ଆରମ୍ଭ ହୋଇ ଆଜି ୧୧ ତାରିଖ ରେ ଶେଷ ହୋଇଥିଲା । ୯ ତାରିଖ ପ୍ରାତଃ ସମୟରେ ଘଟ ସ୍ଥାପନ ,ଜାଗା ଯଜ୍ଞ, ଗେରିକ ପତାକା ଉତୋଳନ ପରେ ଶ୍ରୀ ଶ୍ରୀ ଠାକୁର ମହାରାଜ ଙ୍କ ନଗର ପରିକ୍ରମା କରାଯାଇଥିଲା । ୧୦ ତାରିଖ ପ୍ରାତଃ ୭.୩୦ ମଧ୍ୟେ ପ୍ରଭାତୀ କୀର୍ତ୍ତନ,ଆରତୀ ଓ ପୂଜାର୍ଚ୍ଚନା କରାଯାଇଥିଲା ।

୧୦ ଘଟିକା ଠାରୁ ୧ ଘଟିକା ପର୍ଯ୍ୟନ୍ତ ଧର୍ମସଭା ଆୟୋଜନ ହୋଇଥିଲା । ୧୧ ତାରିଖ ପ୍ରାତଃ ସମୟରେ ଆରତୀ ପୂଜାର୍ଚ୍ଚନା ହେବା ପରେ ପୂର୍ବାହ୍ନ ରେ ମହିଳା ସଭା ଆୟୋଜନ ହୋଇଥିଲା । ଭୂଷଳ ଶାନ୍ତି ଆଶ୍ରମ ର ମୁଖ୍ୟ ପୂଜ୍ୟା ମା ମହମାୟା ସରସ୍ଵତୀ ଏହି ସମ୍ମିଳନୀ ର ମୁଖ୍ୟ ଆକର୍ଷଣ ଥିଲେ । ସନାତନ ଧର୍ମ ର ପ୍ରଚାର ପ୍ରସାର, ସତ୍ ଶିକ୍ଷା ର ବିସ୍ତାର ଓ ବ୍ରାହ୍ମଣ ଜ୍ଞାନ ରେ ଜୀବ ସେବା ସଂପର୍କ ରେ ଆଲୋଚନା କରାଯାଇଥିଲା ।

ମହାମାନ୍ୟ ବାବା ପୂଜ୍ୟ ପାଦ ସ୍ବାମୀ ତ୍ରିଗୁଣlନନ୍ଦ ସରସ୍ଵତୀ ଦେବ ଙ୍କ ପ୍ରବର୍ତ୍ତିତ ଶ୍ରୀ ଶ୍ରୀ ଠାକୁର ନିଗମାନନ୍ଦ ସରସ୍ଵତୀ ଙ୍କ ଭକ୍ତ ସମ୍ମିଳନୀ ରେ ବହୁ ସାଧୁ ସନ୍ଥ ଙ୍କ ସମେତ ସାରା ରାଜ୍ୟ ରୁ ସହସ୍ରାଧିକ ଭକ୍ତ ଯୋଗ ଦେଇଥିଲେ। ମା ମହା ମାୟା ସରସ୍ଵତୀ ଙ୍କ ଆଦେଶ କ୍ରମେ ସମ୍ମିଳନୀ ପରିଚାଳନା କମିଟି ସଭାପତି ଶ୍ରୀ ମୃତ୍ୟୁ ଚୈତନ୍ୟ ବ୍ରହ୍ମଚାରୀ,ଉପ ସଭାପତି ଶ୍ରୀ ଚିତ ଚୈତନ୍ୟ ବ୍ରହ୍ମଚାରୀ ,ସମ୍ପାଦକ ପ୍ରୀତି ରଞ୍ଜନ ପଟ୍ଟନାୟକ ,ସହ ସମ୍ପାଦକ ରଞ୍ଜନ କୁମାର ଦାସ ଙ୍କ ସମେତ ଭୂଷଳ,ଭୁବନ ଅଞ୍ଚଳର ଭାଇ ଓ ମା ମାନେ ପୂର୍ଣ୍ଣ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version