• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନୟାଗଡ଼ ଓ ଖୋର୍ଦ୍ଧା ବିଧାୟକମାନଙ୍କ ସହିତ ମନ୍ତ୍ରୀ ଅରୁଣ ସାହୁଙ୍କ ଭର୍ଚୁଆଲ ମିଟିଙ୍ଗ

Proprietor Abhimanyu Maharana by Proprietor Abhimanyu Maharana
July 25, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ନୟାଗଡ଼ ଓ ଖୋର୍ଦ୍ଧା ବିଧାୟକମାନଙ୍କ ସହିତ ମନ୍ତ୍ରୀ ଅରୁଣ ସାହୁଙ୍କ ଭର୍ଚୁଆଲ ମିଟିଙ୍ଗ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ /ରିପୋର୍ଟ ଅଭିମନ୍ୟୁ ମହାରଣା (୨୫ ଜୁଲାଇ ଶନିବାର ) ଭୁବନେଶ୍ୱର :- ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଏବଂ ନୟାଗଡ ଜିଲ୍ଲାର “ପ୍ଲାଜମାଦାନ” ର୍କ୍ୟାକ୍ରମର ଦାୟୀତ୍ୱରେ ଥିବା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଙ୍କ ଆବାହକତ୍ୱରେ ଖୋର୍ଦ୍ଧା ଏବଂ ନୟାଗଡ ଜିଲ୍ଲାର ସମସ୍ତ ବିଧାୟକମାନଙ୍କୁ ନେଇ ଏକ ଭର୍ଚୁଆଲ ମିଟିଙ୍ଗ ଆଜି ସଂଦ୍ଧ୍ୟା ୭ଟା ସମୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ସତ୍ୟନାରାୟଣ ପ୍ରଧାନ, ରମେଶ ଚନ୍ଦ୍ର ବେହେରା,ଅରବିନ୍ଦ ଢାଲି, ଜିତୁ ମିତ୍ର , ଅନନ୍ତ ନାରାୟଣ ଜେନା, ରାଜ କିଶୋର ସାହୁ, ପ୍ରଶାନ୍ତ ଜଗଦେବ ଏବଂ ସୁଶାନ୍ତ ରାଉତ ଯୋଗ ଦେଇଥିଲେ ।

ସମସ୍ତ କରେନା ଯୋଗଦ୍ଧା ଯଥା ଡାକ୍ତର, ପୋଲିସ , ନର୍ସ, ଅଙ୍ଗନବାଡି କର୍ମୀ, ଆଶା କର୍ମୀ , ସାମ୍ବାଦିକ ଏବଂ ଜନ୍ରତିନିଧି ମାନଙ୍କୁ ସମ୍ମାନିତ କରାିବ । ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲା ର ସମସ୍ତ ବିଧାୟକ ମାନେ ନେତୃତ୍ୱ ନେଇ ନିଜ ନିଜ ନିର୍ବାଚନ ମଣ୍ଡଳୀର, ୨୮ଦିନ ପୂର୍ବରୁ କରୋନାରୁ ଆରୋଗ୍ୟ ଲାଭ କରିଥିବା, ମଧୁମେହ ଓ ରକ୍ତଚାପ ଥିବା ଏବଂ ୨୦ ରୁ ୫୫ ବର୍ଷ ବୟସ ମଧ୍ୟରେ ବ୍ୟକ୍ତିମାନଙ୍କୁ ଉତ୍ସାହିତ କରି ପ୍ଲାଜମା ଦାନ କରିବା ପାଇଁ ମନ୍ତ୍ରୀ ଡ. ଅରୁଣ ସାହୁ ପ୍ରସ୍ତାବ ଦେଇଥିଲେ । ଅନ୍ୟ ସମସ୍ତ ବିଧାୟକମାନେ ଗଠନ ମୂଳକ ଆଲୋଚନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ଆଜିଠୁ ହରିରାଜପୁର ପଞ୍ଚୁ୍‌ଦୋଳ ଆତସବାଜିରେ କମ୍ପିବ ମେଳଣ ପଡିଆ

March 10, 2026

March 9, 2026
୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ଆଜିଠୁ ହରିରାଜପୁର ପଞ୍ଚୁ୍‌ଦୋଳ ଆତସବାଜିରେ କମ୍ପିବ ମେଳଣ ପଡିଆ

March 10, 2026
ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version