• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣା : ମୃତ ସୌମ୍ୟ ଶେଖର ଙ୍କ ପତ୍ନୀ ଙ୍କ ସାକ୍ଷ୍ୟ ଗ୍ରହଣ

Proprietor Abhimanyu Maharana by Proprietor Abhimanyu Maharana
February 13, 2024
in ଅପରାଧ, ଓଡ଼ିଶା, ବଲାଙ୍ଗିର, ହୋମ୍
0
ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣା :  ମୃତ ସୌମ୍ୟ ଶେଖର ଙ୍କ ପତ୍ନୀ ଙ୍କ ସାକ୍ଷ୍ୟ ଗ୍ରହଣ
Share on FacebookShare on TwitterWhatsapp

୧୨ ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ପାଟଣାଗଡ଼ :-> ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା ସାକ୍ଷୀ ମାନଙ୍କ ବୟାନ ରେକର୍ଡ଼ କରାଯାଉଛି । ଏହି ମାମଲା ରେ ୬୮ ଜଣ ସାକ୍ଷୀ ଥିବା ବେଳେ ଆଜି ଅତିରିକ୍ତ ଜିଲ୍ଲା ଓ ଦୋରାଜର୍ଜ ରେ ୫୧ ନମ୍ବର ସାକ୍ଷୀ ଭାବେ ମୃତ ସୌମ୍ୟଶିଖର ଙ୍କ ପତ୍ନୀ ରୀମାରାଣୀ ସାହୁ ଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି । ଏଥିପାଇଁ ସେ କୋର୍ଟ ରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ହୋଇଥିଲେ । ପାର୍ସଲ ବୋମା ଘରକୁ ପହଞ୍ଚିବା ,

ଏହାପରେ ବିସ୍ଫୋରଣ ପରେ ଯାହା ସବୁ ତାଙ୍କ ଆଖି ଆଗରେ ଘଟିଯାଇଥିଲା ତାକୁ ମାନ୍ୟବର ଜର୍ଜ ଙ୍କ ପାଖରେ ଦୃଢତା ର ସହ କହିବା ବେଳେ ସେ ଭାବ ବିହ୍ୱ।ଳ ହୋଇ ପଡିଥିଲେ । ଏଥି ସହ ବିପକ୍ଷ ଓକିଳ ଙ୍କ ପ୍ରତିଉତ୍ତୋର ର ଜବାବ ମଧ୍ୟ ଦେଇଥିଲେ ।ଏପର୍ଯ୍ୟନ୍ତ ୫୧ ଜଣ ସାକ୍ଷୀ ଙ୍କ ବୟାନ ରେକର୍ଡ ସରିଯାଇଥିବା ବେଳେ ବର୍ତ୍ତମାନ ସରକାରୀ କର୍ମଚାରୀ ମାନଙ୍କ ସାକ୍ଷ୍ୟ ବୟାନ ବାକିଥିବା ସହ ଛତିଶଗଡ଼ ,ଗୁଜୁରାଟ ,

ବମ୍ବେ ର ତିନିଜଣ କର୍ମଚାରୀ ଙ୍କ ମଧ୍ୟ ସାକ୍ଷ୍ୟ ବୟାନ ବାକି ରହିଛି ବୋଲି ସରକାରୀ ଓକିଲ ଆଶିଷ କୁମାର ଚନ୍ଦନ ଙ୍କ ଠାରୁ ଜଣାପଡିଛି । ଅପରପକ୍ଷ ରେ ଏହି ମାମଲା ର ମୂଖ୍ୟ ଅଭିଯୁକ୍ତ ପୁଞ୍ଜି ଲାଲ୍ ମେହେର ଙ୍କୁ ଆଜି ବଲାଙ୍ଗିର ଜେଲରୁ କଡା ସୁରକ୍ଷା ବଳୟ ରେ ପାଟଣାଗଡ କୋର୍ଟ କୁ ଅଣାଯାଇଥିଲା ।ତାଙ୍କ ସହିତ ତାଙ୍କ ଓକିଲ ପ୍ରମୋଦ କୁମାର ମିଶ୍ର ଆସିଥିବା ଦେଖିବାକୁ ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version