• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଜି ପୁଣି ଓଡ଼ିଶାରେ ୧୩୭୬ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ – ଆଉ ୧୦ଜଣଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି,ଗଞ୍ଜାମରୁ ୬ ଜଣଙ୍କ ମୃତ୍ୟୁ,ଖୋର୍ଦ୍ଧାରୁ ୨, ଗଜପତି ୧ଜଣେ ଓ ସୁନ୍ଦରଗଡ଼ରୁ ୧ଜଣେ ମୃତ୍ୟୁ ହୋଇଛି ।

Proprietor Abhimanyu Maharana by Proprietor Abhimanyu Maharana
July 26, 2020
in Uncategorized, ଓଡ଼ିଶା, କରୋନା, ଦେଶ, ରାଜନୀତି
0
ଆଜି ପୁଣି ଓଡ଼ିଶାରେ ୧୩୭୬ଜଣ ନୂଆ  କରୋନା ପଜିଟିଭ୍ ଚିହ୍ନଟ – ଆଉ ୧୦ଜଣଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି,ଗଞ୍ଜାମରୁ ୬ ଜଣଙ୍କ ମୃତ୍ୟୁ,ଖୋର୍ଦ୍ଧାରୁ ୨, ଗଜପତି ୧ଜଣେ ଓ ସୁନ୍ଦରଗଡ଼ରୁ ୧ଜଣେ ମୃତ୍ୟୁ ହୋଇଛି ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୬ ଜୁଲାଇ ରବିବାର) ବରଗଡ଼ :- ଆଜି ପୁଣି ଓଡ଼ିଶାରେ ୧୩୭୬ଜଣ ନୂଆ  କରୋନା ପଜିଟିଭ୍ ଚିହ୍ନଟ ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୯୧୭ ଓ ସ୍ଥାନୀୟ ଅଞ୍ଚଳରୁ ୪୫୯ ସଂକ୍ରମିତ ଥିବା ସୂଚନା ରହିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୩୮୯କୁ ବୃଦ୍ଧି । ଆଜି ଗଞ୍ଜାମରୁ ସର୍ବାଧିକ ୪୮୪, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ବରରୁ ୨୯, ବରଗଡ଼ରୁ ୭, ଭଦ୍ରକରୁ ୧୦, ବଲାଙ୍ଗୀରରୁ ୧୯, ବୌଦ୍ଧରୁ ୮, କଟକରୁ ୭୫, ଅନୁଗୁଳରୁ ୫, ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୧୫, ଗଜପତିରୁ ୭୪, ଜଗତସିଂହପୁରରୁ ୧୧, ଯାଜପୁରରୁ ୮, ଝାରସୁଗୁଡ଼ା ଜିଲ୍ଲାରୁ ୬, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୧୦୩,

ଖୋର୍ଦ୍ଧା ଜିଲ୍ଲାରୁ ୧୮୭, କୋରାପୁଟ ଜିଲ୍ଲାରୁ ୭, ମାଲକାନଗିରି ଜିଲ୍ଲାରୁ ୧୫, ମୟୂରଭଞ୍ଜ ଜିଲ୍ଲାରୁ ୨୨, ନବରଙ୍ଗପୁର ଜିଲ୍ଲାରୁ୨୧, ନୟାଗଡ଼ ଜିଲ୍ଲାରୁ ୩୦, ନୂଆପଡ଼ା ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୯୧ , ରାୟଗଡ଼ା ଜିଲ୍ଲାରୁ ୪୫, ସମ୍ବଲପୁର ଜିଲ୍ଲାରୁ ୧୭, ସୁବର୍ଣ୍ଣପୁର ଜିଲ୍ଲାରୁ ୫ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩୩ କରୋନା ପଜିଟିଭ୍ ଚିହ୍ନଟ୧୫,୯୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ୯୨୮୭ରେ ପହଞ୍ଚିଛି । ଆଉ ୧୦ଜଣଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧିଆଜି ଗଞ୍ଜାମରୁ ସର୍ବାଧିକ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ଖୋର୍ଦ୍ଧାରୁ ୨, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ସଂକ୍ରମତିଙ୍କ ମୃତ୍ୟୁ ହୋଇଛି । (ରିପୋର୍ଟ /ରାମକୃଷ୍ଣ ରଥ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version