• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସଭା ସାଂସଦ ମାନସ ରଂଜନ ମଙ୍ଗରାଜ ଙ୍କ ଚିଲିକା ନିର୍ବାଚନ ମଣ୍ଡଳୀରେ ତୋଫାନୀ ଗ୍ରସ୍ତ

Proprietor Abhimanyu Maharana by Proprietor Abhimanyu Maharana
February 17, 2024
in ଓଡ଼ିଶା, ଗଞ୍ଜାମ, ଦେଶ, ହୋମ୍
0
ରାଜ୍ୟସଭା ସାଂସଦ ମାନସ ରଂଜନ ମଙ୍ଗରାଜ ଙ୍କ ଚିଲିକା ନିର୍ବାଚନ ମଣ୍ଡଳୀରେ ତୋଫାନୀ ଗ୍ରସ୍ତ
Share on FacebookShare on TwitterWhatsapp

୧୭ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଚିଲିକା :- ସାଂସଦ ମାନସ ରଂଜନ ମଙ୍ଗରାଜ ସକାଳ ୧୧ ଘଟିକା ସମୟରେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ପହଞ୍ଚି ମୁକ୍ତା ଯୋଜନାରେ ଐତିହାସିକ ମାମୁଁ ଭଣଜାର ପାହାଡ଼ ପାଦଦେଶରେ ପାର୍କ ଓ ମୁକ୍ତାକାଶ ବ୍ୟାୟାମ ଶାଳା , ଚିଲିକା କୂଳରେ ଦେୟମୁକ୍ତ ଶୌଚାଳୟ, ଚଲାପଥ ସହ ଅନ୍ୟାନ୍ୟ ପ୍ରକଳ୍ପ ଲୋକାର୍ପଣ କରିଥିଲେ। ବାଣପୁର ବ୍ଳକର ମିଶନ ଶକ୍ତି ଗୃହ ଉଦ୍ ଘାଟନ ସହ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ଚଲାପଥ ସତ୍ ସଙ୍ଗ ବିହାର ଠାରୁ ଗାଲୁଆ ଛକ ପର୍ଯ୍ୟନ୍ତ, ଭେଣ୍ଡିଗ ଜୋନ୍,

କମ୍ୟୁନିଟ ସେଣ୍ଟର, ବଡ଼ ହନ୍ତୁଆଡ ମସଜିଦ ସାମ୍ନାରେ ଖୋଲା ସ୍ଥାନର ଉନ୍ନତିକରଣ ଉଦ୍ ଘାଟନ ଆଦର୍ଶ ଶ୍କଶାନ ଓ ଆଦର୍ଶ ପାର୍କ ଭିତି ପ୍ରସ୍ତର ସ୍ଥାପନ ନାଚୁଣୀ ଗ୍ରାମପଞ୍ଚାୟତର ସାଂସଦ ଙ୍କ ନିଜସ୍ଵ ପାଣ୍ଠିରୁ ୪ ଟି ରୋଡ଼ ଉଦ୍ ଘାଟନ କରିଥିଲେ ଏଥି ସହିତ ନିର୍ବାଚନ ମଣ୍ଡଳୀର ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ସଂପର୍କରେ କର୍ମୀମାନଙ୍କ ସହ ଆଲୋଚନା କରିଥିଲେ। ଏଥିରେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ର ବିଜେଡି ସଭାପତି ଜୟନ୍ତ କୁମାର ସ୍ଵାଇଁ, ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, ଉପାଧ୍ୟକ୍ଷ ଭଗବାନ ପ୍ରଧାନ ,

ଯୁବ ସଂଗଠକ ସନ୍ତୋଷ ପାଇକରାୟ ସମସ୍ତ କାଉନସିଲର,ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ବିକ୍ରମ କେଶରୀ ଜେନା, ଏନଏସି ସଭାପତି ଉମାକାନ୍ତ ଲାଠି, ଖୋର୍ଦ୍ଧା ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପିନାଥ ମହାରଣା, ସାଂସଦ ପ୍ରତିନିଧି ମାନସ ପ୍ରଧାନ, ରାମଚନ୍ଦ୍ର ପ୍ରଧାନ, ପ୍ରକାଶ ସୁବୁଦ୍ଧି, ପବିତ୍ର ହରିଚନ୍ଦନ, ଅକ୍ଷୟ କୁମାର ସାହୁ, ଅନିଲ କୁମାର ବରାଳ ଚିଲିକା ବ୍ଳକ ଯୁବ ଉପସଭାପତି ପ୍ରମୁଖ ଙ୍କ ସହ ବିଜୁ ଜନତା ଦଳ ର ବହୁ କର୍ମୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇଣ୍ଡିଆନ ଆଇଡୋଲ ସିଜିନ ୧୬ ର ବିଜେତା – ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ ଆଇଡୋଲ ସିଜିନ ୧୬ ର ବିଜେତା – ଜ୍ୟୋତିର୍ମୟୀ ନାୟକ

July 26, 2026
ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

July 26, 2026
ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

ଫୁଲନଖରା ନିଆଳି ମାଧବ ୬୦ ନମ୍ୱର ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି : ୪ ଲେନ ରାସ୍ତା ପାଇଁ ଦାବୀ

July 26, 2026
୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

୭୦ତମ ପୁଣ୍ୟତିଥିରେ ପୁଣ୍ୟ ଶ୍ଳୋକ ଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇଣ୍ଡିଆନ ଆଇଡୋଲ ସିଜିନ ୧୬ ର ବିଜେତା – ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ ଆଇଡୋଲ ସିଜିନ ୧୬ ର ବିଜେତା – ଜ୍ୟୋତିର୍ମୟୀ ନାୟକ

July 26, 2026
ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

ବିନା ଉଦଘାଟନରେ ୨ଟି ଓଭରବ୍ରିଜ କାର୍ଯ୍ୟକ୍ଷମ

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version