• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କେନ୍ଦ୍ରୀୟ ଯୋଜନାକୁ ନିଜ ନାଁରେ ସାମିଲ କରି କେବଳ ମିଛ ବାହାସ୍ପଟ ମାରୁଛନ୍ତି ରାଜ୍ୟସରକାର : ବିଜେପି

Proprietor Abhimanyu Maharana by Proprietor Abhimanyu Maharana
July 26, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
କେନ୍ଦ୍ରୀୟ ଯୋଜନାକୁ ନିଜ ନାଁରେ ସାମିଲ କରି କେବଳ ମିଛ ବାହାସ୍ପଟ ମାରୁଛନ୍ତି ରାଜ୍ୟସରକାର : ବିଜେପି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୬ ଜୁଲାଇ ରବିବାର) ଭୁବନେଶ୍ୱର :- ଭୁବନେଶ୍ୱର, ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ଖାଦ୍ୟ ସୁରକ୍ଷା ଆଇନରେ ହିତାଧିକାରୀମାନଙ୍କୁ ମାଗଣାରେ ୫ କିଲୋ ଚାଉଳ ଏବଂ ୧ କିଲୋ ଡାଲି ଯୋଗାଇଦେବାର ଘୋଷଣା କରିଛନ୍ତି । ତେବେ ଏଠି ପ୍ରଶ୍ନ ଉଠୁଛି ରାଜ୍ୟସରକାର କେଉଁମାନଙ୍କୁ ଏହି ଖାଦ୍ୟ ଯୋଗାଇବେ ? ଚଳିତ ମାସ ପ୍ରଥମ ସପ୍ତାହରେ ମୋଦି ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଦେଶର ୮୧ କୋଟି ହିତାଧିକାରୀଙ୍କୁ ନଭେମ୍ବର ପର୍ଯ୍ୟନ୍ତ ମାଗଣାରେ ୫ କିଲୋ ଚାଉଳ ଏବଂ ୧ କିଲୋ ଡାଲି ଯୋଗାଇଦେବାର ଘୋଷଣା କରିଛନ୍ତି । ଏହି ନିଷ୍ପତିକୁ କେନ୍ଦ୍ର କ୍ୟାବିନେଟରେ ଅନୁମୋଦନ ମିଳିଛି । କେନ୍ଦ୍ର ସରକାରଙ୍କ ଯୋଜନା ଓ ନିଷ୍ପତିକୁ ନିଜେ ଘୋଷଣା କରି ରାଜ୍ୟସରକାର ବାହାସ୍ପଟ ମାରୁଛନ୍ତି ବୋଲି ବିଜେପି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ଅଭିଯୋଗ କରିଛନ୍ତି । ଶ୍ରୀ ମହାପାତ୍ର କହିଛନ୍ତି ଯେ, ଦେଶରେ ଖାଦ୍ୟ ସୁରକ୍ଷା ଆଇନ ଲାଗୁ ହେବା ସମୟରେ ରାଜ୍ୟର ଜନସଂଖ୍ୟା ୪ କୋଟି ୧୯ ଲକ୍ଷ ୭୪ହଜାର ୨୧୮ ଥିଲା ।

ଏହି ଯୋଜନାରେ ଓଡିଶାରୁ ୩ କୋଟି ୨୬ ଲକ୍ଷ ୪୧ ହଜାର ୮୦୦ ଲୋକଙ୍କୁ ସାମିଲ କରାଯାଇ ସେମାନଙ୍କୁ ମାସକୁ ୫ କିଲୋ ଚାଉଳ ଦିଆଗଲା । କେନ୍ଦ୍ରସରକାର କରିଥିବା ଏହି ଯୋଜନାରେ ହିତାଧିକାରୀଙ୍କୁ ୩ ଟଙ୍କା ଦେବାକୁ ପଡୁଥିଲା ବେଳେ ରାଜ୍ୟସରକାର କେବଳ ମାତ୍ର ୨ ଟଙ୍କା ଏବଂ ହିତାଧିକାରୀଙ୍କ ଠାରୁ ୧ ଟଙ୍କା ଆଦାୟ କରି ଟଙ୍କିକିଆ ଚାଉଳ ଦେଉଛନ୍ତି ବୋଲି ଘୋଷଣା କରିଥିଲେ । କିନ୍ତୁ ଏହି ହିତାଧିକାରୀଙ୍କ ମଧ୍ୟରୁ ଅନେକଙ୍କ ମୃତ୍ୟୁ ହୋଇଥିବା କାରଣରୁ ଅନେକ ସ୍ଥାନରେ ଭୂତ ନାଁରେ ଚାଉଳ ହଡପ କରାଯାଉଛି । ମେ ୨୪ ରେ ୨୦୧୮ରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଓଡିଶାର ଜନସଂଖ୍ୟା ୪ କୋଟି ୬୦ ଲକ୍ଷରୁ ଉର୍ଦ୍ଧ୍ୱ ଦର୍ଶାଇ ହିତାଧିକାରୀଙ୍କ ସଂଖ୍ୟା ୩୩ ଲକ୍ଷରୁ ୪୪ଲକ୍ଷ ବୃଦ୍ଧି କରିବା ପାଇଁ କହିଥିଲେ । ରାଜ୍ୟସରକାର ଅକ୍ଟୋବର ୨ ତାରିଖରୁ ନିଜସ୍ୱ ଖାଦ୍ୟ ସୁରକ୍ଷା ଆଇନ ଆରମ୍ଭ କଲେ । କିନ୍ତୁ ଏହାର ତାଲିକାକୁ ଏଯାବତ ସର୍ବସାଧାରଣ ପ୍ରକାଶ କଲେ ନାହିଁ । ଏଥିରୁ ସ୍ପଷ୍ଟ ଯେ ରାଜ୍ୟସରକାର କେବଳ କେନ୍ଦ୍ରୀୟ ଯୋଜନାକୁ ହଡପ କରି ନିଜେ କରୁଛନ୍ତି ବୋଲି ଡିଣ୍ଡିମ ପିଟି ଓଡିଶାବାସୀଙ୍କୁ ବିଭ୍ରାନ୍ତି କରାଇଛନ୍ତି ।

ରାଜ୍ୟସରକାର କରୋନା ମହାମାରୀ ସମୟରେ ରାଜ୍ୟସରକାରଙ୍କ ନିଜସ୍ୱ ଖାଦ୍ୟସୁରକ୍ଷା ଯୋଜନାରେ ଯେତିକି ଲୋକ ଯୋଡିହୋଇଛନ୍ତି ସେମାନଙ୍କୁ କେନ୍ଦ୍ର ସରକାର ଚାଉଳ ଓ ଡାଲି ଯୋଗାଇଦେଇଛନ୍ତି । କେନ୍ଦ୍ରସରକାର ରାଜ୍ୟସରକାରଙ୍କ ନିଜସ୍ୱ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ଏବଂ ପ୍ରବାସୀ ଶ୍ରମିକମାନଙ୍କୁ ମାଗଣାରେ ୮ ମାସ ପାଇଁ ୫ କିଲୋ ଚାଉଳ ଓ ୧ କିଲୋ ଡାଲି ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି । ରାଜ୍ୟସରକାରଙ୍କ ୱେବସାଇଟରେ ୬ ଲକ୍ଷ ପ୍ରବାସୀ ଶ୍ରମିକ ପଂଜୀକରଣ କରିଛନ୍ତି ଏବଂ ୫ ଲକ୍ଷରୁ ଉର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଓଡିଶାକୁ ଫେରିଛନ୍ତି । ସେମାନଙ୍କୁ ମଧ୍ୟ କେନ୍ଦ୍ର ସରକାର ଚାଉଳ ଓ ଡାଲି ଯୋଗାଇ ଦେଉଛନ୍ତି । ତେବେ ରାଜ୍ୟସରକାର ଚାଉଳ ଓ ଡାଲି କାହାକୁ ଦେବେ ଏବଂ ସେମାନେ କିଏ ଏହାର ଉତର ରାଜ୍ୟସରକାର ରଖନ୍ତୁ । ରାଜ୍ୟରେ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ଖାଦ୍ୟ ପହଂଚି । ପାରୁନଥିବାବେଳେ ରାଜ୍ୟସରକାର ମିଥ୍ୟା କହି ମାଗଣାରେ ଚାଉଳ ଦେବେ କହି ବାହା ବାହା ମାରୁଛନ୍ତି ବୋଲି ଶ୍ରୀ ମହାପାତ୍ର ଅଭିଯୋଗ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

September 10, 2026
ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

ସ୍ଥାଣୁ ପାଲଟିଛି ପ୍ରଶାସନ, ଖଣ୍ଡପଡ଼ା ଅଞ୍ଚଳରେ ଅବାଧରେ ଚାଲିଛି ପଲିଥିନ କାରବାର

September 10, 2026
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version