• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନ ଶିକ୍ଷକଙ୍କୁ କ୍ଷମା ମାଗିଲେ ନକଲି କଣ୍ଟ୍ରାକ୍ଟର

Proprietor Abhimanyu Maharana by Proprietor Abhimanyu Maharana
February 23, 2024
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ହୋମ୍
0
ପ୍ରଧାନ ଶିକ୍ଷକଙ୍କୁ କ୍ଷମା ମାଗିଲେ ନକଲି କଣ୍ଟ୍ରାକ୍ଟର
Share on FacebookShare on TwitterWhatsapp

୨୨ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ବୋଲଗଡ :- ବୋଲଗଡ ଶିକ୍ଷାବ୍ଲକ ଅନ୍ତର୍ଗତ ସଂପୁର ଗ୍ରାମସ୍ଥିତ ଚତୁର୍ଭୁଜ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁଙ୍କୁ ମାଡ଼ ମାରିବା ମହଙ୍ଗା ପଡିଲା ନକଲି କଣ୍ଟ୍ରାକ୍ଟରଙ୍କୁ l ସୂଚନା ଅନୁସାରେ ଉକ୍ତ ବିଦ୍ୟାଳୟରେ 5ଟ ରୂପାନ୍ତରଣ କାର୍ଯ୍ୟ କରିଥିବା ନକଲି କଣ୍ଟ୍ରାକ୍ଟର ସତ୍ୟରଞ୍ଜନ ରାଉତରାୟ ଦିନେ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁଙ୍କ କାର୍ଯ୍ୟାଳୟରେ ପ୍ରବେଶ କରି ଏକ କାଗଜ ବଢ଼ାଇଲେ ଏବଂ କାଗଜର ଲେଖା ନ ପଢି ଆଖି ବୁଝି ସେଥିରେ ଦସ୍ତଖତ କରିବାକୁ ଧମକ ଦେଖାଇଲେ l ପ୍ରଧାନ ଶିକ୍ଷକ ଶ୍ରୀ ସ୍ୱାଇଁ ତାଙ୍କୁ କାର୍ଯ୍ୟାଦେଶ ଦେଖାଇବାକୁ କହିବାରୁ ସେ ପ୍ରଧାନ ଶିକ୍ଷକଙ୍କୁ ନାଲି ଆଖି ଦେଖାଇ ଆଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହିତ ସେ କାଗଜରେ ଦସ୍ତଖତ ନ କଲେ ଘର ଭିତରେ ଚାବି ପକାଇ ଦିଆସିଲ ମାରି ଜୀବନରେ ମାରିଦେବା ପାଇଁ ଧମକ ଦେଇଥିଲେ l ପ୍ରଧାନ ଶିକ୍ଷକ ନିଜର ଜୀବନ ରକ୍ଷା ପାଇଁ ବାହାରକୁ ଯିବା ଉଦ୍ୟତ ହେବା ବେଳେ ତାଙ୍କୁ ନକଲି କଣ୍ଟ୍ରାକ୍ଟର ଶ୍ରୀ ରାଉତରାୟ ମାଡ଼ ମାରିଥିଲେ lତେଣୁ ପ୍ରଧାନ ଶିକ୍ଷକ ଏନେଇ ବୋଲଗଡ ଥାନାରେ ଉକ୍ତ ନକଲି କଣ୍ଟ୍ରାକ୍ଟର ଶ୍ରୀ ରାଉତରାୟଙ୍କ ନାମରେ ଏତେଲା ଦେଇଥିଲେ l ବୋଲଗଡ ଥାନା ପୋଲିସ ବାହିନୀ ବିଦ୍ୟାଳୟକୁ ଆସି ଘଟଣା ସମ୍ପର୍କରେ ତଦନ୍ତ କରିଥିଲେ l ଆଜି ବୋଲଗଡ ଥାନା ଅଧିକାରିଣୀ ସ୍ନିଗ୍ଧାମୟୀ ବରାଳ ଉଭୟ ପକ୍ଷଙ୍କୁ ଥାନାକୁ ଡକାଇଥିଲେ l ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁ ଓ଼ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା ବିନୋଦିନୀ ଦତ୍ତ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟମାନଙ୍କ ସହ ଥାନାକୁ ଯାଇଥିଲେ l ଥାନା ପରିସର ମଧ୍ୟରେ ଥାନା ଅଧିକାରିଣୀ ଓ ଅନ୍ୟ ପୋଲିସ ଏବଂ ପରିଚାଳନା କମିଟିର ସଭ୍ୟମାନଙ୍କ ଉପସ୍ଥିତିରେ ନକଲି କଣ୍ଟ୍ରାକ୍ଟର

ସତ୍ୟରଞ୍ଜନ ରାଉତରାୟ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁଙ୍କୁ ଗୋଡ଼ଧରି କ୍ଷମା ପ୍ରାର୍ଥନା କରିବା ସହିତ ନିଜର ଭୁଲ ସ୍ବୀକାର କରି ଏଭଳି ଭୁଲ ଭବିଷ୍ୟତ ନ କରିବା ପାଇଁ ସମସ୍ତଙ୍କୁ ନେହୁରା ହୋଇଥିଲେ ! ସେଠାରେ ଉପସ୍ଥିତ ବିଦ୍ୟାଳୟ ପରିଚାଳନା କମିଟିର ସଭାମାନେ ଏହାର ସମାଧାନ କରିଥିଲେ ! ଏନେଇ ନକଲି କଣ୍ଟ୍ରାକ୍ଟର ଶ୍ରୀ ରାଉତରାୟ ଭବିଷ୍ୟତରେ ପ୍ରଧାନ ଶିକ୍ଷକଙ୍କ ନିକଟରେ ଏପରି ଗୁଣ୍ଡାଗିରି ଏବଂ ଦବଙ୍ଗ ଗିରି କଲେ ଆଇନ ଅନୁସାରେ ଦଣ୍ଡିତ ହେବେ ବୋଲି ଲିଖିତ ପ୍ରତିଶୃତି ଦେଇଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version