• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧଳାପଥର ପଞ୍ଚାୟତରେ “ଆମ ଓଡ଼ିଶା ନବୀନ ଓଡ଼ିଶା” ପଞ୍ଚାୟତ ସଚେତନତା କାର୍ଯ୍ୟକ୍ରମ ବିଫଳ

Proprietor Abhimanyu Maharana by Proprietor Abhimanyu Maharana
February 23, 2024
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ହୋମ୍
0
ଧଳାପଥର ପଞ୍ଚାୟତରେ “ଆମ ଓଡ଼ିଶା ନବୀନ ଓଡ଼ିଶା” ପଞ୍ଚାୟତ ସଚେତନତା କାର୍ଯ୍ୟକ୍ରମ ବିଫଳ
Share on FacebookShare on TwitterWhatsapp
  • ଗଣମାଧ୍ୟପ୍ରତିନିଧି ଓ଼ ସ୍ଥାନୀୟ ଲୋକମାନଙ୍କୁ ସୂଚନା ନାହିଁ 

୨୨ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ବୋଲଗଡ଼ :- ବୋଲଗଡ଼ ବ୍ଲକ ଅନ୍ତର୍ଗତ ଧଳାପଥର ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗୁରୁବାର ଦିନ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସରପଞ୍ଚ ନାରାୟଣ ସାହୁଙ୍କ ଅଧ୍ୟକ୍ଷତାରେ ଓ଼ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ କରରୁଣାକର ସୁବୁଦ୍ଧିଙ୍କ ଆବାହକତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବରେ ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ ଡ଼ଃ ରତିକାନ୍ତ ମିଶ୍ର ଓ଼ ସମ୍ମାନୀତଅତିଥିଭାବେ ସମିତି ସଭ୍ୟ ବିଜୟ କୁମାର ସୁବୁଦ୍ଧି, ବୋଲଗଡ ବ୍ଲକ ମିଶନ ଶକ୍ତି ଅଧକ୍ଷା ଅତିଥି ଭାବେ ଯୋଗଦେଇ ସରକାରଙ୍କ ବିଭିନ୍ନ ପ୍ରକାର ଯୋଜନା ଗୁଡିକ ଉପରେ ସଚେତନତା କରାଇଥିଲେ। ଫଳରେ ଛୋଟଛୋଟ ପିଲାଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ମହିଳା ଗୋଷ୍ଠୀ, ଅଙ୍ଗନୱାଡ଼ି କର୍ମୀ ଓ଼ ସ୍ୱାସ୍ଥ୍ୟ କର୍ମୀମାନଙ୍କ ଦ୍ଵାରା ଷ୍ଟଲ ଖୋଲାଯାଇଥିଲା। ଶିକ୍ଷିତ ବେକାର ଯୁବକଯୁବତୀମାନଙ୍କୁ ଆତ୍ମ ନିର୍ଭରଶୀଳ କରିବା ପାଇଁ ରାଜ୍ୟ ସରକାରଙ୍କ ନୂଆ ଯୋଜନା ସ୍ଵୟଂମ ଉପରେ ମୁଖ୍ୟଅତିଥି ଡ଼ଃ ମିଶ୍ର ପରାମର୍ଶ ଦେଇଥଲେ।ସମାଜ ସେବୀ ଭାଗିରଥି ଦାଶ ସଭା ପରିଚ।ଳନା କରିବା ସହିତ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ମତବ୍ୟକ୍ତ କରିଥିଲେ।ଏହି ସଚେତନତା ଶିବିରରେ ପ୍ରସାର ଓ଼ ପ୍ରସାର ଅଭାବ ଯୋଗୁଁ ଯୁବଗୋଷ୍ଠୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ଼ ସ୍ଥାନୀୟ ଜନସାଧାରଣମାନେ ଯୋଗଦେଇ ପରି ନ ଥିଲେ ।ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ବିଫଳ ଘଟିଅଛି ! ରାଜ୍ୟ ସରକାରଙ୍କ ଆମ ଓଡିଶା ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ କୁ ପ୍ରସାର ଓ଼ ପ୍ରଚାର କୁ ଗୁରୁତ୍ୱ ଦେଉଥିବା ବେଳେ ଧଳାପଥର ଗ୍ରାମପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କରୁଣାକର ସୁବୁଦ୍ଧି ଏହାକୁ ବେଖାତିର କରିଅଛନ୍ତି ! ଖୋର୍ଦ୍ଧା ଜିଲ୍ଲାପାଳ ଏହାକୁ ଗୁରୁତର ସହ ଅନୁଧ୍ୟାନ କରି ତଦନ୍ତ କରିବାକୁ ବୁଦ୍ଧିଜୀବୀ ଓ଼ ଜନ ସାଧାରଣମାନେ ଦୃଢ଼ ଦାବୀ କରିଅଛନ୍ତି ! ଯୁବ ଓଡିଶା କଲ୍ୟାଣ ପରିଶେଷରେ କାର୍ଯ୍ୟନିର୍ବାହୀ ଅଧିକାରୀ କରୁଣାକର ସୁବୁଦ୍ଧି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

June 27, 2026
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

June 27, 2026
ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

June 27, 2026
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version