• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ଗଜପତିଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ କାଜୁ ବାଡ଼ ମାଲିକଙ୍କ ଧାରଣା ଓ ଆନ୍ଦୋଳନ

Proprietor Abhimanyu Maharana by Proprietor Abhimanyu Maharana
February 23, 2024
in ଓଡ଼ିଶା, ଗଜପତି, ଦେଶ, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ଗଜପତିଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ କାଜୁ ବାଡ଼ ମାଲିକଙ୍କ ଧାରଣା ଓ ଆନ୍ଦୋଳନ
Share on FacebookShare on TwitterWhatsapp

୨୨ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ପାରଳାଖେମୁଣ୍ଡି :- ନ୍ୟାୟ ଦାବି କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଗଜପତି ଜିଲ୍ଲାର କାଜୁ ବାଡ଼ ମାଲିକ । ଗଜପତି ଜିଲ୍ଲାର କାଶୀନଗର ବ୍ଲକ ଅନ୍ତର୍ଗତ ଖାଣ୍ଡବା ଅଞ୍ଚଳରେ ଥିବା କାଜୁ ବାଡକୁ ନେଇ ଆଦିବାସୀ ଏବଂ ଅଣଆଦିବାସୀଙ୍କ ମଧ୍ୟରେ ଦେଖାଦେଇଛି ବିବାଦ । ସେନେଇ ମଙ୍ଗଳବାର କାଜୁ ବାଡ ମାଲିକମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି । ଜାମିନବିହୀନ ଗିରଫ ପରୱାନାକୁ କାର୍ଯ୍ୟକାରୀ କରିବା ସହ ତୁରନ୍ତ ୱାରେଣ୍ଟିମାନଙ୍କୁ ଗିରଫ କରିବା ଦାବି ନେଇ ସେମାନେ ଆନ୍ଦୋଳନ କରିଛନ୍ତି । ଗୋଟିଏ ନିର୍ଦ୍ଧିଷ୍ଟ ଆଦିବାସୀ ଗୋଷ୍ଠୀ ତାଙ୍କର ଅମଳ ହେଉଥିବା କାଜୁ ବାଦାମ ଫସଲକୁ ଜୋର ଜବରଦସ୍ତି ନେଇଯାଉଛନ୍ତି । ଫଳରେ କାଜୁ ଫସଲ ମାଲିକଙ୍କ ପୈତୃକ ଜମି ହୋଇ ମଧ୍ୟ ସେମାନଙ୍କୁ ଫସଲ ମିଳୁନଥିବା ଅଭିଯୋଗ କରିଛନ୍ତି ।

ଗଜପତି ଜିଲ୍ଲା କାଶୀନଗର ଥାନା ଅନ୍ତର୍ଗତ ଖାଣ୍ଡବା ଅଞ୍ଚଳରେ ଥିବା କାଜୁ ବାଡକୁ ନେଇ ଆଦିବାସୀ ଏବଂ ଅଣଆଦିବାସୀଙ୍କ ମଧ୍ୟରେ ଦୀର୍ଘ ଦିନ ହେଲା ବିବାଦ ଲାଗି ରହିଥିଲା । ଫଳରେ କାଜୁ ବାଡ ମାଲିକମାନେ ବିଭିନ୍ନ ପ୍ରକାରର ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି । ସେମାନଙ୍କ କହିବା ଅନୁଯାୟୀ, ଏହାର ପ୍ରତିବାଦ କଲେ ସେମାନଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଉଛି । ଏହାକୁ ନେଇ ଅନେକ ଥର ପ୍ରଶାସନ ଶାନ୍ତି କମିଟି ମାଧ୍ୟମରେ ସମାଧାନ କରିବାକୁ ଚେଷ୍ଟା ମଧ୍ୟ କରିଛନ୍ତି ।

ହେଲେ ଜୋର ଜବରଦସ୍ତି କରୁଥିବା ନିର୍ଦ୍ଧିଷ୍ଟ ଗୋଷ୍ଠୀ କୌଣସି ସହଯୋଗ କରୁନାହାନ୍ତି । ବାଧ୍ୟ ହୋଇ ଅଦାଲତର ଆଶ୍ରୟ ନେବା ପରେ ଅଦାଲତ ଏଭଳି ବିଶୃଙ୍ଖଳାକାରୀଙ୍କ ବିରୁଦ୍ଧରେ ଜାମିନବିହୀନ ଗିରଫ ପରୱାନା ଜାରି କରିଛନ୍ତି । କୋର୍ଟଙ୍କ ନିର୍ଦ୍ଦେଶ ଥିଲେ ମଧ୍ୟ ସେମାନେ ଖୋଲାରେ ବୁଲିବା ସହିତ ସେହିଭଳି ହଇରାଣ କରୁଥିବା ଅଭିଯୋଗ କରାଯାଇଛି । ସେହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରି ସେମାନଙ୍କୁ ଗିରଫ କରିବା ପାଇଁ ଦାବି କରି ଅଣଆଦିବାସୀ ମାନେ ଧାରଣା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version