• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ : ଭାଗ ନେଉଛନ୍ତି ୨୩ ଟି ଜିଲ୍ଲାର ପ୍ରାୟ ୧୨୦ ହସ୍ତଶିଳ୍ପ କାରିଗର

Proprietor Abhimanyu Maharana by Proprietor Abhimanyu Maharana
February 23, 2024
in ଓଡ଼ିଶା, ମନୋରଞ୍ଜନ, ମହାନଗର, ହୋମ୍
0
ରାଜ୍ୟ ସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ : ଭାଗ ନେଉଛନ୍ତି ୨୩ ଟି ଜିଲ୍ଲାର ପ୍ରାୟ ୧୨୦ ହସ୍ତଶିଳ୍ପ କାରିଗର
Share on FacebookShare on TwitterWhatsapp

୨୩ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର :-> ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ଆଜି ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସ୍ତରୀୟ ହସ୍ତତନ୍ତ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଛନ୍ତି । ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ରୀମତୀ ପ୍ରଶତି ଛୋଟରାୟ, ଉତ୍କଳିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ କଲ୍ୟାଣୀ ପଟ୍ଟନାୟକ ଏବଂ ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀ ସରୋଜ କୁମାର ପଟେଲ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଏହି ଅବସରରେ ପଦ୍ମଶ୍ରୀ ବିନୋଦ ମହାରଣାଙ୍କୁ ସମ୍ମାନିତ କରାଯାଇଥିଲା ।

ହସ୍ତଶିଳ୍ପ କାରିଗରମାନଙ୍କ ଉତ୍ପାଦିତ ସାମଗ୍ରୀଗୁଡ଼ିକର ବିକି୍ରବଟାର ସହାୟତା ନିମନ୍ତେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ମାଧ୍ୟମରେ ଚଳିତ ବର୍ଷ ଏହି ରାଜ୍ୟସ୍ତରୀୟ ପ୍ରଦର୍ଶନୀ ଭୁବନେଶ୍ୱରସ୍ଥ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆ, ୟୁନିଟ୍‌-୩ଠାରେ ଆୟୋଜିତ ହୋଇଛି । ଏହି ପ୍ରଦର୍ଶନୀରେ ୨୩ ଗୋଟି ଜିଲ୍ଲାର ପ୍ରାୟ ୧୨୦ ଜଣ ହସ୍ତଶିଳ୍ପ କାରିଗରୀଙ୍କୁ ବିନାଦେୟରେ ଷ୍ଟଲ ପ୍ରଦାନ କରାଯାଇଛି । ଅଂଶଗ୍ରହଣ କରୁଥିବା ଜିଲ୍ଲାଗୁଡ଼ିକରେ ମଧ୍ୟରେ କେନ୍ଦୁଝର, ଯାଜପୁର, ବାଲେଶ୍ୱର, ବରଗଡ଼,

ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, କଟକ, ନବରଙ୍ଗପୁର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, ବଲାଙ୍ଗିର, ବୌଦ୍ଧ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, ନୂଆପଡ଼ା ଓ ଭଦ୍ରକ ରହିଛନ୍ତି । ଓଡ଼ିଶାର ହସ୍ତଶିଳ୍ପର ନିଜସ୍ୱ ସ୍ୱତନ୍ତ୍ର ପରିଚୟ ରହିଛି । ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ୫୧ଟି ହସ୍ତଶିଳ୍ପକୁ ଆଧାର କରି ୧,୬୦,୦୦୦ରୁ ଊଦ୍ଧ୍ୱର୍ କାରିଗରମାନେ ବିଭିନ୍ନ ସାମଗ୍ରୀ ଉତ୍ପାଦନ କରୁଛନ୍ତି । ହସ୍ତଶିଳ୍ପ କଳାକୃତି ପାଇଁ ଆମ ରାଜ୍ୟ ଓଡ଼ିଶା ବହୁସଂଖ୍ୟାରେ ଜାତୀୟ ପୁରସ୍କାର ପାଇବାର ଗୌରବ ଅର୍ଜନ କରିଛି ।

ଅଦ୍ୟାବଧି ୧୯୩ ଜଣ ହସ୍ତଶିଳ୍ପୀ ଜାତୀୟ ପୁରସ୍କାର ପାଇଥିବାବେଳେ ତନ୍ମଧ୍ୟରୁ ୫ ଜଣ ପଦ୍ମ ପୁରସ୍କାର, ୧୩ ଜଣ ଶିଳ୍ପଗୁରୁ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି । ଏତଦ୍‌ବ୍ୟତୀତ ୩୪୨ ଜଣ ହସ୍ତଶିଳ୍ପୀ ରାଜ୍ୟସ୍ତରୀୟ ପୁରସ୍କାର ଗ୍ରହଣ କରିଛନ୍ତି । ଓଡ଼ିଶା ସରକାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ହସ୍ତଶିଳ୍ପର ବିକାଶ ପାଇଁ ବିଭିନ୍ନ ପ୍ରୋତ୍ସାହନ ପ୍ରଦାନ କରୁଛନ୍ତି । ବଜାର ସହାୟତା ପାଇଁ ପ୍ରଦର୍ଶନୀମାନ ଆୟୋଜନ କରାଯାଉଛି ।

କାରିଗର, ସ୍ୱୟଂ ସହାୟକ ଗୋଷ୍ଠୀ, ଶୀର୍ଷ ଅନୁଷ୍ଠାନ ଓ ସମବାୟ ସମିତିମାନଙ୍କୁ ଦକ୍ଷତା ବୃଦ୍ଧି, କାରିଗରୀ କୌଶଳ ବୃଦ୍ଧି ତାଲିମ, ଉନ୍ନତ ମାନର ଯନ୍ତ୍ରପାତି, ବ୍ୟାଙ୍କ ଋଣ ସହାୟତା, ଭିତ୍ତିଭୂମିର ବିକାଶ, ନମୁନା ବିକାଶ, ପ୍ରଦର୍ଶନୀ ମାଧ୍ୟମରେ ବଜାୟ ସହାୟତା ଇତ୍ୟାଦି ଯୋଗାଇ ଦିଆଯାଉଛି । ଏଥି ସହିତ ହସ୍ତଶିଳ୍ପ ସାମଗ୍ରୀ ପାଇଁ ଅନ୍‌ଲାଇନ୍‌ ମାର୍କେଟିଂର ବ୍ୟବସ୍ଥା କରାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version