• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁଇ ଦଫା ଦାବି ପୁରଣ ପାଇଁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ଗଜପତି ଜିଲ୍ଲା ଅଗ୍ନିଶମ ବିଭାଗ କର୍ମଚାରୀ

Proprietor Abhimanyu Maharana by Proprietor Abhimanyu Maharana
February 24, 2024
in ଓଡ଼ିଶା, ଗଜପତି, ଦେଶ, ହୋମ୍
0
ଦୁଇ ଦଫା ଦାବି ପୁରଣ ପାଇଁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ଗଜପତି ଜିଲ୍ଲା ଅଗ୍ନିଶମ ବିଭାଗ କର୍ମଚାରୀ
Share on FacebookShare on TwitterWhatsapp

୨୩ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ପାରଳାଖେମୁଣ୍ଡି :- ଦୁଇ ଦଫା ଦାବି ନେଇ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି।ଏହି କ୍ରମରେ ଗଜପତି ଜିଲ୍ଲା ଅଗ୍ନିଶମ ବିଭାଗ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହୋଇଛନ୍ତି । ଏହି କାର୍ଯ୍ୟବନ୍ଦ ଆନ୍ଦୋଳନରେ ଅଗ୍ନିଶମ ବିଭାଗର ଆଗ୍ନିକ, ମୁଖ୍ୟ ଆଗ୍ନିକ, ଆଗ୍ନିକ ଗାଡିଚାଳକ ଏବଂ ଡ୍ରାଇଭର ହାବିଲଦାର ମାନେ ସାମିଲ ହୋଇଛନ୍ତି । ପୁଲିସ ସିପାହୀ ଓ ହାବିଲଦାରଙ୍କ ଭଳି ଅଗ୍ନିଶମ ସେବା ସଂସ୍ଥାର ଆଗ୍ନିକ,ମୁଖ୍ୟ ଆଗ୍ନିକ ଓ ଡ୍ରାଇଭରଙ୍କୁ ସମାନ ହାରରେ ଦରମା ପ୍ରଦାନ କରିବା ଏବଂ ଅଗ୍ନିଶମ ସେବା ସଂସ୍ଥା କର୍ମଚାରୀ ସଂଘର ସରକାରୀ ପଞ୍ଜିକରଣ କରିବା ଆଦି ଦୁଇ ଦଫା ଦାବି ନେଇ ବୁଧବାର ଠାରୁ ଅଗ୍ନିଶମ କର୍ମଚାରୀମାନେ ଅନଶନ ଆରମ୍ଭ କରିଛନ୍ତି

ବୋଲି ଆମ ଗଜପତି ଜିଲ୍ଲା ପ୍ରତିନିଧି ତାରିଣୀ ପ୍ରସାଦ ପଣ୍ଡାଙ୍କୁ ସୂଚନା ଦେଇ କହିଛନ୍ତିଯେ ଦାବି ପୂରଣ ନ ହେବା ଯାଏଁ ଅନଶନ ଜାରି ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି । ଏପରିକି ୨୦୧୯ସାଧାରଣ ନିର୍ବାଚନ ପୂର୍ବରୁ ଏଭଳି ଅନଶନ କରାଯାଇଥିଲା । ସେତେବେଳେ ସରକାର ନିର୍ବାଚନ ପରେ ଏମାନଙ୍କ ଦାବି ପୂରଣ କରିବା ନେଇ ଘୋଷଣା କରିଥିଲେ । ଏହାରି ଭିତରେ ୫ବର୍ଷ ବିତି ସାରିଥିଲେ ମଧ୍ୟ ସରକାର ଦାବି ପୁରଣ କରିବା ତ ଦୂରର କଥା ଏସଂପର୍କରେ ଆଲୋଚନା ମଧ୍ୟ କରୁନାହାନ୍ତି । ଗତ ୩ମାସ ତଳେ ଏସଂପର୍କରେ ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଆଉ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ତଥାପି ସରକାର ନିର୍ବିକାର ହୋଇ ବସିଛନ୍ତି।ତେଣୁ ସେମାନେ ଏଭଳି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି ବୋଲି କହିଛନ୍ତି ।

ତେବେ ୨୦୧୦ ମସିହା ପର୍ଯ୍ୟନ୍ତ ସମାନ ଦରମା ଓ ସମାନ ଭତ୍ତା ପାଇ ଆସୁଥିବା ଅଗ୍ନିଶମ ହାବିଲଦାର (ମୁଖ୍ୟ ଆଗ୍ନିକ) ଏବଂ ଆଗ୍ନିକ କର୍ମଚାରୀ ମାନେ ରାଜ୍ୟ ସରକାରଙ୍କ ନିକଟରେ ନିଜର ହକ୍ ପ୍ରାପ୍ୟକୁ ପାଇବା ପାଇଁ ଦୀର୍ଘ ବର୍ଷରୁ ବାରମ୍ବାର ନିବେଦନ କରି ଆସୁଥିଲେ ମଧ୍ୟ ତାହା ରାଜ୍ୟ ସରକାର କର୍ଣ୍ଣପାତ କରୁ ନାହାନ୍ତି । ବର୍ତ୍ତମାନ ଖରାଦିନ ଆସୁଥିବାରୁ ବିଭିନ୍ନ ସ୍ଥାନରେ ଅଗ୍ନିକାଣ୍ଡ ହେବାର ସମ୍ଭାବନା ବି ରହିଛି । ଏଭଳି ସ୍ଥିତିରେ ଅନଶନରେ ବସିବା ପାଇଁ ଭଲ ଲାଗୁନଥିଲେ ମଧ୍ୟ ସରକାରଙ୍କ ଅସହଯୋଗ ଯୋଗୁଁ ଏଭଳି କରିବାକୁ ବାଧ୍ୟ ହେଉଥବା ସେମାନେ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version