• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୪ ତମ ମା ଅଁଳାଇ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ : କଲ୍ୟାଣପୁର ଚମ୍ପିୟାନ ଓ ପାନବରଜ ରନର୍ସ ଅପ

Proprietor Abhimanyu Maharana by Proprietor Abhimanyu Maharana
February 25, 2024
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ହୋମ୍
0
୨୪ ତମ ମା ଅଁଳାଇ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ : କଲ୍ୟାଣପୁର ଚମ୍ପିୟାନ ଓ ପାନବରଜ ରନର୍ସ ଅପ
Share on FacebookShare on TwitterWhatsapp

୨୪ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଖୋର୍ଦ୍ଧା :-> ଖୋର୍ଦ୍ଧା ବ୍ଲକ ଟାଙ୍ଗିଆପଡା ପଞ୍ଚାୟତ ଅନ୍ତର୍ଗତ ଉଇଲକିଶନ ନଗର ଗ୍ରାମରେ ଚାଲିଥିବା ୨୪ ତମ ମା ଅଁଳାଇ କ୍ରିକେଟ ତୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଛି।ଆଜି ଫାଇନାଲ ରେ ଗାଦିବ୍ରହ୍ମ କ୍ରିକେଟ କ୍ଲବ କଲ୍ୟାଣପୁର ଓ ବାବା ବାଲୁଙ୍କେଶ୍ୱର କ୍ରିକେଟ କ୍ଲବ ପାନବରଜ ମଧ୍ୟରେ ହୋଇଥିଲା । ପ୍ରଥମେ ଟସ ଜିତି କଲ୍ୟାଣପୁର ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଧାରିତ ୧୭ ଓଭର ଖେଳି ୮ ଉଇକେଟ ହରାଇ ୨୪୧ ରନ ସଂଗ୍ରହ କରିଥିଲେ । କଲ୍ୟାଣପୁର ପକ୍ଷରୁ ସତ୍ୟବ୍ରତ ରାଉତରାୟ ସର୍ବାଧିକ ୯୨ ରନ କରିଥିବା ବେଳେ ପାନବରଜ ପକ୍ଷରୁ କରନଦୀପ ପଟ୍ଟନାୟକ ୪ ଇଭର ବୋଲିଂ କରି ୪୩ ରନ ବ୍ୟୟ କରି ୩ ଟି ଉଇକେଟ ପାଇଥିଲେ ଜବାବରେ ପାନବରଜ ଦଳ ୧୭ ଖେଳି ୯ ଉଇକେଟ ହରାଇ ୧୯୧ ରନ ସଂଗ୍ରହ କରିଥିଲେ ।

ଫଳରେ କଲ୍ୟାଣପୁର ଦଳ ୫୧ ରନରେ ଜିତି ଚମ୍ପିୟାନ ହୋଇଥିଲେ । ମୁଖ୍ୟ ଅତିଥି ରୂପେ ସମାଜସେବୀ ତଥା ପାଣ୍ଡଵ ଜେନା ଫାଉଣ୍ଡେସନ ର ଅଧ୍ୟକ୍ଷ ଡ଼ଃ ସନ୍ତୋଷ ଜେନା ଏବଂ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତି ବିନତି ଜେନା ଅନ୍ୟତମ ଅତିଥି ପାଇକତିଗିରିଆ ସମବାୟ ସମିତି ସଭାପତି ଶ୍ରୀଯୁକ୍ତ ପ୍ରଶାନ୍ତ ସାହୁ,ପୂର୍ବତନ ୱାର୍ଡ ସଭ୍ୟ ତୁଷାରକାନ୍ତ ବିଶ୍ଵାଳ,ଆକାଶ କୁମାର ବିଶ୍ବାଳ, ନିର୍ମଳକାନ୍ତ ବିଶ୍ଵାଳ,ସୁଦର୍ଶନ ବିଶ୍ଵାଳ ଯୋଗ ଦେଇ ବିଜେତା ଓ ଉପ ବିଜେତା ଦଳ ଟ୍ରଫି ପ୍ରଦାନ ସହିତ ଏହି ଖେଳ ଦ୍ୱାରା ଗାଁ ଗାଁ ମଧ୍ୟରେ ଭାଇଚାରା ଭାବ ସୃଷ୍ଟି ହୁଏ ବୋଲି କହିଥିଲେ ।

ଭାଷ୍ୟକାର ପ୍ରଶାନ୍ତ ନାଟୁଆ, ମଞ୍ଚ ପରିଚାଳନା ସତ୍ୟନାରାୟଣ ସୁନ୍ଦରାୟ, ମ୍ୟାଚ ପରିଚାଳନା ଚନ୍ଦ୍ରକାନ୍ତ ବିଶ୍ଵାଳ, ଅସିତ ଶତପଥି କରିଥିବା ବେଳେ ସ୍କୋରବୋର୍ଡ ଦାୟିତ୍ୱ ରେ ପ୍ରକାଶ ସାହୁ,ପୂର୍ବତନ ନାଏବ ସରପଞ୍ଚ ଆକାଶ କୁମାର ବିଶ୍ଵାଳ,,ପ୍ରମୁଖ ଯୋଗ ଦେଇ ପିଲାଙ୍କୁ ଉତ୍ସାହିତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଏହି ଟୁର୍ଣ୍ଣାମେଣ୍ଟ କୁ କୃଷ୍ଣଚନ୍ଦ୍ର ସାହୁ, ଓମ ପ୍ରକାଶ ପ୍ରଧାନ,ଆଶିଷ କୁମାର ବିଶ୍ଵାଳ,ସଞ୍ଜୀବ ବିଶ୍ୱାଳ,ଆଶୀର୍ବାଦ ସାହୁ, ରଶ୍ମିରଞ୍ଜନ ସାହୁ,ସୂର୍ଯ୍ୟକାନ୍ତ ସାମନ୍ତରାୟ, ଆଲୋକ ପ୍ରଧାନ, ରାଜେଶ ବାରିକ, ଧର୍ମେନ୍ଦ୍ର ବିଶ୍ଵାଳ, ଅରୁଣ ପ୍ରଧାନ,ବବୁଲ ପ୍ରଧାନ,ଜନାର୍ଦ୍ଦନ ବିଶ୍ୱାଳ, ଆଦିତ୍ୟ ବିଶ୍ଵାଳ,ପାପୁନି ବିଶ୍ଵାଳ, ଚନ୍ଦନ ବିଶ୍ଵାଳ ଶିବ ପ୍ରସାଦ ସେଠି ପ୍ରମୁଖ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version