• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟାଙ୍ଗୀ ସିଟି ୧୯୭୩-୭୫ ବ୍ୟାଚ୍ ପ୍ରଶିକ୍ଷାର୍ଥୀ ଙ୍କ ବନ୍ଧୁମିଳନ

Proprietor Abhimanyu Maharana by Proprietor Abhimanyu Maharana
February 26, 2024
in ଓଡ଼ିଶା, ଗଞ୍ଜାମ, ଦେଶ, ହୋମ୍
0
ଟାଙ୍ଗୀ ସିଟି ୧୯୭୩-୭୫ ବ୍ୟାଚ୍ ପ୍ରଶିକ୍ଷାର୍ଥୀ ଙ୍କ ବନ୍ଧୁମିଳନ
Share on FacebookShare on TwitterWhatsapp

୨୬ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଚିଲିକା :- ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ମାଧ୍ୟମିକ ପ୍ରଶିକ୍ଷଣ ବିଦ୍ୟାଳୟ ର ୧୯୭୩_୭୫ ବ୍ୟାଚ୍ ର ପ୍ରଶିକ୍ଷାର୍ଥୀ ମାନଙ୍କ ର ଏକ ବନ୍ଧୁ ମିଳନ ରବିବାର ପୂର୍ବାହ୍ନ ରେ ଭୁଷଣ୍ଡପୁର ସ୍ଥିତ ମା ଉଗ୍ରତାରା ଦେବୀଙ୍କ ପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ତାଲିମ ପ୍ରାପ୍ତ ଶିକ୍ଷକ ମାନେ ସୁଚାରୁ ରୂପେ ରାଜ୍ୟ ସରକାରଙ୍କ ଗଣ ଶିକ୍ଷା ବିଭାଗରେ କାର୍ଯ୍ୟ କରି ଅବସର ଗ୍ରହଣ କରିବା ପରେ ରବିବାର ଏହି ଅବସରରେ ମିଳିତ ହୋଇ ପାରସ୍ପରିକ ଭାବ ବିନିମୟ ଓ ଅତୀତ ଗୁରୁ -ଛାତ୍ର ଜୀବନର ମଧୁର ସ୍ମୃତି ଚାରଣ କରିଥିଲେ। ପ୍ରାକ୍ତନ ଶିକ୍ଷକ ମନୋଜ ପାତ୍ରଙ୍କ ଆହୂତ ଏହି ସମ୍ମିଳନୀରେ ପ୍ରାକ୍ତନ ଶିକ୍ଷକ ପଠାଣି ବଳବନ୍ତରାୟ ଅଧ୍ୟକ୍ଷତା କରିଥିଲେ। ପ୍ରାରମ୍ଭରେ ଦିବଂଗତ ପ୍ରଶିକ୍ଷାର୍ଥୀ କିଶୋର ନାୟକ, ରଘୁନାଥ ଜେନା, ଅଭିମନ୍ୟୁ ସାହୁ, ବ୍ରଜବନ୍ଧୁ ବାରିକ ,ବୁଲା ବାରିକ, ରାମଚନ୍ଦ୍ର ଜେନା,ଭରତ ଜାଲି, ଶଙ୍କର ବେହେରା, ଅଞ୍ଜଳି ପାତ୍ର,ବସନ୍ତ ମଞ୍ଜରୀ ମହାପାତ୍ର ଓଟାଙ୍ଗୀ ମାଧ୍ୟମିକ ପ୍ରଶିକ୍ଷଣ ବିଦ୍ୟାଳୟ ର ସ୍ବର୍ଗତ ଶିକ୍ଷକ କୃଷ୍ଣଚନ୍ଦ୍ର ମହାପାତ୍ର, ସର୍ବେଶ୍ଵର ସୁନ୍ଦରାୟ ଙ୍କ ଅମର ଆତ୍ମା ର ସଦଗତି ସକାଶେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ଏହାପରେ ବନ୍ଧୁ ମିଳନ ଅବସରରେ ଏକ ଭାବବିହ୍ଵଳ ମାହୋଲ୍ ମଧ୍ୟରେ ଉପସ୍ଥିତ ବର୍ଷୀୟାନ ଶିକ୍ଷକ ଭିକାରୀ ଚରଣ ପ୍ରଧାନ,ହରିହର ସାହୁ, ଭାଗବତ ଜାଲି, ଗୋବର୍ଦ୍ଧନ ସ୍ଵାଇଁ,ନଟବର ମହାପାତ୍ର,କାଙ୍ଗା ପାତ୍ର, ବୈରାଗୀ ଚରଣ ବେହେରା,ସୁରେନ୍ଦ୍ର ନାଥ ସାମନ୍ତରାୟ ପ୍ରମୁଖ ସେମାନଙ୍କ ର ବିଗତ କର୍ମଭୂମି ଭାବେ କାର୍ଯ୍ୟ କରିଥିବା ବିଭିନ୍ନ ବିଦ୍ୟାଳୟ ଏବଂ ବ୍ୟକ୍ତିଗତ ତଥା ପାରିବାରିକ ଅଭିଜ୍ଞତା ଓ ଅନୁଭୂତି ସମ୍ପର୍କରେ ବଖାଣି ଥିଲେ। ପ୍ରାକ୍ତନ ଶିକ୍ଷକ ତଥା ଅନୁ ନିରୀକ୍ଷକ ହରିହର ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ। ଆଗାମୀ ନଭେମ୍ବର ରେ ପରବର୍ତ୍ତୀ ସମ୍ମିଳନୀ ହେଵାର ଘୋଷଣା କରାଯାଇ ଏହି ବ୍ୟାଚ୍ ର ଅସୁବିଧା ବଶତଃ ଯୋଗଦେଇ ପାରି ନ ଥିବା ବନ୍ଧୁ ମାନଙ୍କୁ ଆଗାମୀ ସମ୍ମିଳନୀ ରେ ଯୋଗଦାନ କରିବାକୁ ଅନୁରୋଧ କରାଗଲା। ଏହାପରେ ସମସ୍ତ ଙ୍କୁ ମା ଉଗ୍ରତାରା ଦେବୀଙ୍କ ପ୍ରସାଦ ସେବନ ରେ ଆପ୍ୟାୟିତ କରା ଯାଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

April 29, 2026
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version