୨୯ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଚିଲିକା :-> ଚିଲିକା ବ୍ଲକ୍ ଅନ୍ତର୍ଗତ ଗଙ୍ଗାଧର ପୁର କ୍ଲଷ୍ଟର୍ ଅଧୀନ ଇଚ୍ଛାପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ସୁନ୍ଦରାୟ ଙ୍କ ଅବସର ଉପଲକ୍ଷେ ଏକ ବିଦାୟ କାଳୀନ ସମ୍ଵର୍ଦ୍ଧନା ସଭା ଆଜି ଗୁରୁବାର ଵିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷକ ପ୍ରତାପ ତ୍ରିପାଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଚିଲିକା ମଣ୍ଡଳ ଶିକ୍ଷାଧିକାରୀ କୈଳାଶ ଚନ୍ଦ୍ର ଦାଶ,















