• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
March 7, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୬ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର  :-> ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ  ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ  ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ସମେତ  ଅନ୍ୟ ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣକରିଥିଲେ । ବେଠକରେ ୨୦୨୩-୨୪ ଆର୍ଥିକ ବର୍ଷରେ ଫେବୃୟାରୀ ୨୦୨୪ ଶେଷ ସୁଦ୍ଧା ବିଭିନ୍ନ ବିଭାଗ ତଥା ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ସଂପର୍କରେ ଅର୍ଥ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଥିଲା । ବଜେଟ୍ରେ ଆର୍ଥିକ ଆବଣ୍ଟନ ଅନୁସାରେ ବିଭିନ୍ନ ବିଭାଗର ଗତବର୍ଷ ଫେବୃୟାରୀ ମାସ ଶେଷତୁଳନାରେ ଚଳିତ ବର୍ଷଫେବୃୟାରୀ ମାସ ଶେଷ ସୁଦ୍ଧା ବ୍ୟୟରେ ଉଲ୍ଲେଖନୀୟ ବୃଦ୍ଧିଘଟିଥିବା ଜଣାଯାଇଛି । ବୈଠକରେ ମୁଖ୍ୟଶାସନସଚିବ ବିଭିନ୍ନ ବିଭାଗର କାର୍ଯ୍ୟ ଅଗ୍ରଗତି ସଂପର୍କରେ ଅନୁଧ୍ୟାନ କରି ଆବଶ୍ୟକ ପରାମର୍ଶ ଦେଇଥିଲେ।

ବୈଠକରୁ ଜଣାଯାଇଛି ଯେ, ରାଜସ୍ୱ ଆଦାୟ କ୍ଷେତ୍ରରେ ମୁଖ୍ୟତଃଜିଏସଟି, ଭୂରାଜସ୍ୱ, ଯାନଟିକସ,ଇଡିର ଭଲ ପ୍ରଦର୍ଶନ ଯୋଗୁଁ ୨୦୨୪ ଫେବୃଆରୀ ସୁଦ୍ଧା ନିଜ ସ୍ୱଟିକ ସରାଜସ୍ୱରେ ଗତବର୍ଷ ତୁଳନାରେ ୧୮% ବୃଦ୍ଧି ଘଟିଛି ।ସେହିପରି ମୁଖ୍ୟତଃ ଖଣି ରାଜସ୍ୱ ଏବଂ ପ୍ରାପ୍ତଲାଭାଂ ଶରେ ଅଭି ବୃଦ୍ଧି ଯୋଗୁଁ ୨୦୨୪ ଫେବୃଆରୀ ସୁଦ୍ଧା ଅଣଟିକସ ରାଜସ୍ୱରେ ପୂର୍ବବର୍ଷର ସମାନ ଅବଧିତୁଳନାରେ ୨୦% ବୃଦ୍ଧିଘଟିଛି । ୨୦୨୪ ଫେବୃଆରୀ ସୁଦ୍ଧା ମୋଟ ରାଜସ୍ୱ ଆଦାୟଗତ ବର୍ଷ ତୁଳନାରେ ୨୩.୪୨% ବୃଦ୍ଧିପାଇଛି ।

ବୈଠକର ପ୍ରାରମ୍ଭରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ଗତ ମାସରେ ବିଭିନ୍ନ ବିଭାଗର ଉଲ୍ଲେଖନୀୟ କାର୍ଯ୍ୟ ସଫଳତା ସଂପର୍କରେ ଉପସ୍ଥାପନ  କରିଥିଲେ । ଗତ ଫେବୃୟାରୀ ମାସରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୨୧ ଟି ଜିଲ୍ଲାରେ ଲକ୍ଷ୍ମୀ ବସ ସେବାର ଶୁଭାରମ୍ଭ କରାଯାଇଥିବା ସହ ୧୩  ଜିଲ୍ଲାରେ ୨୦ ଟି ଆମ ବସଷ୍ଟାଣ୍ଡ ଲୋକାର୍ପଣ କରାଯାଇଛି ।  ୨୦୨୩-୨୪ ବର୍ଷରେ ୨୫.୬୩  ଲକ୍ଷ ଏକର ରବି ଫସଲ କରାଯାଇଛି, ଯାହାକି ଧାର୍ଯ୍ୟ ଲକ୍ଷ୍ୟର ୯୧  ପ୍ରତିଶତ । ରାଜ୍ୟରେ ପ୍ରଥମ ଥର କରି ମତ୍ସ୍ୟ ପ୍ରାଣୀ ସମାବେଶ  ଓଡିଶା -୨୦୨୪  ଅନୁଷ୍ଠିତ ହୋଇଛି, ଯାହାକି କୃଷକମାନଙ୍କର ଆର୍ଥିକ ଅଭିବୃଦ୍ଧିକୁ ବହୁଗୁଣିତ କରିବ । ବୟନଶିଳ୍ପ ଓ ହସ୍ତଶିଳ୍ପ ଓ ହସ୍ତତନ୍ତ ବିଭାଗରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା ପ୍ରଣୟନ କରାଯାଇଛି ।

ଉଚ୍ଚ ଶିକ୍ଷା ବିଭାଗ ଓ ଜେଏନୟୁ ସହିତ ଓଡିଆ ଭାଷାରେ ଅଧ୍ୟୟନ ଓ ଗବେଷଣା ପାଇଁ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ବିଭିନ୍ନ ରାଜ୍ୟରେ ୭ ଟି ଓଡିଆ ଚେୟାର ପ୍ରତିଷ୍ଠା ହେବା ପାଇଁ ଅନୁମୋଦନ, ନୂଆ-ଓ ସ୍କଲାରସିପ୍ ଲାଗୁ ଏବଂ ୭୫୦ ଶଯ୍ୟା ବିଶିଷ୍ଟ ବାଗଚୀ –ଶ୍ରୀ ଶଙ୍କରା କର୍କଟ ଚିକିତ୍ସା ଓ ଗବେଷଣା କେନ୍ଦ୍ର ଲୋକାର୍ପଣ ହୋଇଛି । ଜନତା ମୈଦାନ ଠାରେ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ ହେବା, ଗ୍ରାମୀଣ ଯୁବକଙ୍କୁ ଆର୍ଥିକ ସହାୟତା ପ୍ରଦାନ ଉଦ୍ଦେଶ୍ୟରେ ସ୍ୱୟମ୍ ଯୋଜନା ଲାଗୁ, ରାଜ୍ୟରେ ଆମ ବ୍ୟାଙ୍କ ଯୋଜନାରେ ବ୍ୟାଙ୍କି ସୁବିଧା ନଥିବା ୨୦୦୦  ଗ୍ରାମ ପଂଚାୟତରେ ସିଏସପି ଆଉଟଲେଟ୍ ଖୋଲିବା ଆଦି ବିଭିନ୍ନ ବିଭାଗର  ଉଲ୍ଲେଖନୀୟ କାର୍ଯ୍ୟ ସଫଳତା  ସଂପର୍କରେ ବୈଠକରେ ଉପସ୍ଥାପନା କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

August 22, 2026
୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

August 22, 2026
ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି ଏବଂ ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି ଏବଂ ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

August 22, 2026
100% Women Operators Power Vedanta Aluminium Lanjigarh’s Control Rooms

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି ବେଦାନ୍ତର ୧୦୦% ମହିଳା ଅପରେଟର

August 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ

August 22, 2026
୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

August 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version