• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଉଚ୍ଚ ନ୍ୟାୟାଳୟଙ୍କ ରାୟ : ସ୍ୱାମୀ ପାଇଁ ସ୍ତ୍ରୀ ନାଁରେ ହେବନି ଭିଜିଲାନ୍ସ ମାମଲା

Proprietor Abhimanyu Maharana by Proprietor Abhimanyu Maharana
March 9, 2024
in ଓଡ଼ିଶା, କଟକ, ଗଞ୍ଜାମ, ହୋମ୍
0
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଉଚ୍ଚ ନ୍ୟାୟାଳୟଙ୍କ ରାୟ : ସ୍ୱାମୀ ପାଇଁ ସ୍ତ୍ରୀ ନାଁରେ ହେବନି ଭିଜିଲାନ୍ସ ମାମଲା
Share on FacebookShare on TwitterWhatsapp

ସ୍ୱାମୀଙ୍କ ପାଇଁ ସ୍ତ୍ରୀ ନାମରେ ଭିଜିଲାନ୍ସ ମାମଲା ରୁଜୁ ହୋଇପାରିବ ନାହିଁ ବୋଲି ଅଦାଲତ ଏକ ରାୟରେ କହିଛନ୍ତି ।

୮ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) କଟକ :-> ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଉଚ୍ଚ ନ୍ୟାୟାଳୟ ଗୁରୁତ୍ବପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି । ସ୍ୱାମୀଙ୍କ ପାଇଁ ସ୍ତ୍ରୀ ନାମରେ ଭିଜିଲାନ୍ସ ମାମଲା ରୁଜୁ ହୋଇପାରିବ ନାହିଁ ବୋଲି ଅଦାଲତ ଏକ ରାୟରେ କହିଛନ୍ତି । ଆବେଦନକାରିଣୀ ଇ. ସ୍ୱର୍ଣ୍ଣଲତାଙ୍କ ସ୍ୱାମୀଙ୍କ ନାମରେ ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାମଲା ରୁଜୁ ହୋଇଥିଲା । ଭିଜିଲାନ୍ସ ସ୍ୱର୍ଣ୍ଣଲତାଙ୍କ ନାମରେ ମଧ୍ୟ ମାମଲା ରୁଜୁ କରିଥିଲେ । ଏହା ବିରୋଧରେ ସେ ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ । ବିଚାରପତି ଶିବ ଶଙ୍କର ମିଶ୍ର ଏହି ମାମଲାରେ ରାୟ ପ୍ରକାଶ କରି ଆବେଦନକାରିଣୀଙ୍କ ବିରୋଧରେ ରୁଜୁ ଭିଜିଲାନ୍ସ ମାମଲାକୁ ରଦ୍ଦ କରିଦେଇଛନ୍ତି ।

ଅଦାଲତ କହିଛନ୍ତି, ସ୍ତ୍ରୀ ତାଙ୍କ ସ୍ୱାମୀଙ୍କୁ ସମ୍ପତ୍ତି ବଢ଼଼ାଇବା ଲାଗି କୌଣସି ପ୍ରକାର ପ୍ରୋତ୍ସାହିତ କରିବାର ପ୍ରମାଣ ନାହିଁ। ଜଣେ ଗୃହିଣୀ ସ୍ୱାଭାବିକ ଭାବେ ନିଜ ସ୍ୱାମୀଙ୍କ ଇଚ୍ଛାକୁ ସମ୍ମାନ ଜଣାଇଥାନ୍ତି । ସ୍ୱାମୀ ତାଙ୍କ ସ୍ତ୍ରୀଙ୍କ ନାମରେ ସ୍ଥାବର ଅସ୍ଥାବର ସମ୍ପତ୍ତି କିଣିବାକୁ ଚାହୁଁଥିବେ ତାହେଲେ ସେ ତାଙ୍କ ଇଚ୍ଛା ବିରୋଧରେ ଯାଇ ମନାକରିପାରିବେ ନାହିଁ । ଏଭଳି କ୍ଷେତ୍ରରେ ପତ୍ନୀଙ୍କୁ ଏହି ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଦାୟୀ କରାଯାଇ ପାରିବ ନାହିଁ ବୋଲି ଉଚ୍ଚ ନ୍ୟାୟାଳୟ ମତ େଦଇଛନ୍ତି । ଯଦି ସମ୍ପତ୍ତି ଠୁଳ କରିବା ପାଇଁ ପତ୍ନୀଙ୍କୁ ଦାୟୀ କରାଯିବ ତେବେ ମୁଖ୍ୟ ଅଭିଯୁକ୍ତଙ୍କ ପରିବାରର ଅନ୍ୟ ସଦସ୍ୟଙ୍କ ନାଁରେ କାହିଁକି ମାମଲା ରୁଜୁ କରାଯିବ ନାହିଁ ବୋଲି ଅଦାଲତ ପ୍ରଶ୍ନ କରିଛନ୍ତି ।

ଏହି ମାମଲାରେ ଆବେଦନକାରିଣୀଙ୍କ ନାମରେ ଭିଜିଲାନ୍ସ ମାମଲା ରୁଜୁ ହୋଇପାରିବ ନାହିଁ ବୋଲି ଅଦାଲତ ଆଦେଶରେ ସ୍ପଷ୍ଟ କରିଛନ୍ତି। ବ୍ରହ୍ମପୁର ଭିଜିଲାନ୍ସ ସେଲ ଆବେଦନକାରିଣୀଙ୍କ ସ୍ୱାମୀଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ମାମଲା ରୁଜୁ କରିଥିଲା । ଏହି ମାମଲାରେ ଆବେଦନକାରିଣୀ ତଥା ତାଙ୍କ ସ୍ତ୍ରୀଙ୍କ ନାମକୁ ଭିଜିଲାନ୍ସ ଯୋଡ଼ିଥିଲା. ତାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ କ୍ରିମିନାଲ ପ୍ରୋସିଡିଂ ମଧ୍ୟ କରାଯାଇଥିଲା । ଏହାକୁ ରଦ୍ଦ ପାଇଁ ଆବେଦନକାରିଣୀ ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆବେଦନକାରିଣୀଙ୍କ ପକ୍ଷରୁ ଆଇନଜୀବୀ ବିଷ୍ଣୁ ପ୍ରସାଦ ପ୍ରଧାନ ମାମଲା ପରିଚାଳନା କରୁଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version