• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବାର୍ଦ୍ଧକ୍ୟ ଭତ୍ତା ର ଟଙ୍କା ଫେରି ପାଇଲେ ରାଧିକା : ଟଙ୍କା ହଡପ କରିଥିବା ଲୋକ କିଏ ?

Proprietor Abhimanyu Maharana by Proprietor Abhimanyu Maharana
July 28, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବାର୍ଦ୍ଧକ୍ୟ ଭତ୍ତା ର ଟଙ୍କା ଫେରି ପାଇଲେ ରାଧିକା : ଟଙ୍କା ହଡପ କରିଥିବା ଲୋକ କିଏ   ?
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୮ ଜୁଲାଇ ମଙ୍ଗଳବାର ) ବରଗଡ଼ :– ଖାତା ନଂ – ୧୦୩ ୧୯ ରେ ୨୦୧୯ ମସିହା ଅଗଷ୍ଟ ମାସରୁ ବାର୍ଦ୍ଧକ୍ୟ ଭତ୍ତା ର ସମୁଦାୟ ୭ ହଜାର ଟଙ୍କା ହଡପ କରିବା ଖବର ପ୍ରକାଶିତ ହେବା ପରେ ତର ବରିଆ ଭାବେ ପାଇକମାଲ ବିଡିଓ ସୁରେନ୍ଦ୍ର ମେହେର, ଏ ବିଡିଓ ଶ୍ରୀ ଭୀଷ୍ମଦେବ ମାଝୀ,ଏସ୍ ଇ ଓ ଶ୍ରୀ ରମେଶ ଚନ୍ଦ୍ର ସେଠି ପାଇକମାଲ ବ୍ଲକ ଅଧିନସ୍ତ ବୁକୁରାମୁଣ୍ତା ଗ୍ରାମ ପଞ୍ଚାୟତର ଲହଙ୍ଗେର ଗ୍ରାମ କୁ ଯାଇ ହିତାଧିକାରୀ ଆଦିବାସୀ ମହିଳା ସ୍ବର୍ଗତ ରାଜ କୁମାର ସିଂ ବରିହା ଙ୍କ ଧର୍ମପତ୍ନୀ ଶ୍ରୀ ମତୀ ରାଧିକା ବରିହାଙ୍କୁ ୭ ହଜାର ଟଙ୍କା ପ୍ରଦାନ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି ।

ଶ୍ରୀମତୀ ରାଧିକା ବରିହାଙ୍କୁ ଟଙ୍କା ଦେବା ବେଲେ ଗ୍ରାମ ବାସୀ ମାନେ ଉପସ୍ଥିତ ଥିଲେ । ରାଧିକା ଙ୍କୁ ଟଙ୍କା ଦେଇଥିବା ବେଳେ ବାର୍ଦ୍ଧକ୍ୟ ଭତ୍ତା ର ଖାତା ଦିଆ ଯାଇନାହିଁ । ଶ୍ରୀମତୀ ରାଧିକା ଦସ୍ତଖତ ଦେଇ ଜାଣିଥିବା ବେଳେ ତାଙ୍କ ଖାତାରେ ଟିପ ଚିହ୍ନ ପକାଇ ସମୁଦାୟ ଟଙ୍କା ଉଠା ଯାଇଛି ତେଣୁ ଗ୍ରା:ପ କର୍ତ୍ତୃପକ୍ଷ ରାଧିକା ବରିହା ଙ୍କ ନାମରେ ନୂତନ ଖାତା ତିଆରି କରି ଦେବାର ମସୁଧା କରିଛନ୍ତି । ସରକାରୀ ସ୍ତରରେ ଏ ଟଙ୍କା ହଡପ ହୋଇଥିବା ବେଳେ ଏବେ କାର୍ଯ୍ୟାନୁଷ୍ଠାନ ପାଇଁ ଏଭଲି ଯୋଜନା ତିଆରି ହୋଇଛି ।

କରୋନା ମହାମାରୀ ଲକ ଡାଉନ କୁ ଦେଖି କେନ୍ଦ୍ର ସରକାର ବାର୍ଦ୍ଧକ୍ୟ ବିଧବା ଭତ୍ତା ୪ ମାସର ୨ ହଜାର ଟଙ୍କା ଲେଖାଏଁ ଅଗ୍ରୀମ ଦେଇଥିବା ବେଳେ ଏବେ ପ୍ରଶ୍ନ ଉଠିଛି ସମସ୍ତ ହିତାଧିକାରୀଙ୍କ ପାଖରେ ଏ ଟଙ୍କା ପହଞ୍ଚିଛି ନା ବାଟରେ ହଡପ ହୋଇଛି । ତେବେ ବାର୍ଦ୍ଧକ୍ୟ ଭତ୍ତା ହଡପ କରିଥିବା ଅଧିକାରୀ ଙ୍କ ବିରୁଦ୍ଧରେ ଦୃଢ ପଦକ୍ଷେପ ନେବା ପାଇଁ ବୁକୁରାମୁଣ୍ତା ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ଜଗନ୍ନାଥ ଛତ୍ରିଆ ଦାବି କରିଛନ୍ତି । ପଦ୍ମପୁର ର ପୂର୍ବତନ ବିଧାୟକ ଶ୍ରୀ ପ୍ରଦୀପ ପୁରୋହିତ ଘଟଣା ର ତଦନ୍ତ କରି ଦୃଢ ପଦକ୍ଷେପ ନେବା ପାଇଁ ଟ୍ବିଟ୍ ଜରିଆରେ ମୁଖ୍ୟମନ୍ତ୍ରୀ ଓ 5T ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । (ସତ୍ୟନାରାୟଣ ପ୍ରଧାନ, ବରଗଡ଼)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version