• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
March 11, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
Share on FacebookShare on TwitterWhatsapp

୧୧ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ନୟାଗଡ ଜିଲ୍ଲା :-> ଜାତୀୟ ଆଇନ ସେବା ପ୍ରାଧିକାରଣଙ୍କ ନିର୍ଦେଶମତେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ  ୬ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ  ବାବଦକୁ  ୨୨, ୪୦, ୦୦୦ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା ।

ସେହିପରି  ୮୨ ଟି ଦେୱାନୀ  ମାମଲା ଫଇସଲା କରାଯାଇଥିଲା।  ଏନ. ଆଇ. ଆକ୍ଟ କେସ ୦୧ ଟି ଏବଂ ବିବାହଜନିତ ୦୫ ଟି ମାମଲା ଫଇସଲା କରାଯାଇଥିଲା । ବ୍ଯାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା ୧୮୩ ଜଣ ଋଣ ଗ୍ରହିତାଙ୍କଠାରୁ Rs. ୭୬,୧୩,୨୦୫ଟଙ୍କା ଦେବା ପାଇଁ ରାଜିନାମା ସ୍ବାକ୍ଷରିତ କରାଯାଇଥିଲା । ଅନ୍ଯାନ୍ଯ ଫୌଜଦାରୀ ୧୦୨ ଟି ମାମଲା ଫଇସଲା କରାଯାଇ Rs. ୫୬୦୦ ଟଙ୍କା ଆଦାୟ କରଯାଇଥିଲା । 

୨୯ଟି ପ୍ରାକ  ବିଜୁଳି ମାମଲା ଫଇସଲା କରାଯାଇ ୪,୬୩,୦୨୪.୮୧ଟଙ୍କା ଆଦାୟ କରଯାଇଥିଲା । ସେହିପରି  ୩୯୯୫ ଟି ରାଜସ୍ୱ ମାମଲା ଫଇସଲା କରାଯାଇ ୧୨,୬୧,୦୯୫ ଟଙ୍କା ଆଦାୟ କରଯାଇଥିଲା । ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ ଶ୍ରୀଯୁକ୍ତ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ  ଜିଲ୍ଲା ଓ ଦୌରା ଜଜ ଲିଲି ସେନାପତି, ବରିଷ୍ଠ ଦେୱାନି ଅଦାଲତ ବିଚାରପତି ସତ୍ୟବ୍ରତ ରଣା ,

ଉପଖଣ୍ଡ ଫୌଜଦାରୀ  ବିଚାରପତି  ସୌଭାଗ୍ୟ ରଞ୍ଜନ ପ୍ରଧାନ, ଜେ.ଏମ. ଏଫ.ସି ସାବିତ୍ରୀ ଦାସ, ଜେ.ଏମ. ଏସ.ସି ରାକେଶ କୁମାର ସାହୁ ଏବଂ ସମୃଦ୍ଧି ସାଗରିକା ବାରିକ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିବା ବେଳେ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ଶୃତିସ୍ନିଗ୍ଧା ଦାସ , ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବିଶେଷ କୁମାର ସାହୁ, ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରାଜଜ  ( ମହିଳା ଅଦାଲତ)  ଡଃ ରୀନତି ମିଶ୍ର ଏବଂ ସିଭିଲ କୋର୍ଟ ରେଜିଷ୍ଟ୍ରାର ଡଃ ନିଶାକର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ  ଆସନ୍ତା ତା ୧୧.୦୫.୨୦୨୪ ରିଖ  ଦ୍ଵିତୀୟ  ଶନିବାର ପୁନଶ୍ଚ ଅନୁଷ୍ଠିତ ହେବାକୁ ଯାଉଅଛି ବୋଲି ପ୍ରାଧିକରଣ ର ସଚିବ ଶ୍ରୀ ବିଶେଷ କୁମାର ସାହୁ ଜନ ସାଧାରଣ ଙ୍କୁ ସୂଚନା  ଦେବା ସହ ଏହାର ସୁଫଳ  ନେବାକୁ ପରାମର୍ଶ ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version