• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ଠାରୁ ବଳିଲା ଥଣ୍ଡା ଓ ଜ୍ୱର ଆତଙ୍କ ମାସକରେ ୩୦ରୁ ଉର୍ଦ୍ଧ୍ୱ ମୃତ

Proprietor Abhimanyu Maharana by Proprietor Abhimanyu Maharana
July 29, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
କରୋନା ଠାରୁ ବଳିଲା ଥଣ୍ଡା ଓ ଜ୍ୱର ଆତଙ୍କ  ମାସକରେ ୩୦ରୁ ଉର୍ଦ୍ଧ୍ୱ ମୃତ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୯ ଜୁଲାଇ ବୁଧବାର ) ହିଞ୍ଜିଳିକାଟୁ :- ସାରା ଦେଶରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ ଆତଙ୍କ ଖେଳାଇ ଦେଇଛି । ରାଜ୍ୟର ସର୍ବାଧିକ କରୋନା ସଂକ୍ରମିତ ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି । କରୋନାକୁ ପ୍ରତିହିତ କରିବା ଲାଗି ସରକାର ଓ ପ୍ରଶାସନ ପକ୍ଷରୁ ବହୁ କଟକଣା ଜାରି କରାଯାଇଛି । ହେଲେ ଗତ ମାର୍ଚ୍ଚ ମାସ ଠାରୁ ଗଞ୍ଜାମ ଜିଲ୍ଲାର ମେରୁଦଣ୍ଡ ଦେହାଲାଇ ଦେଇଛି ମହାମାରୀ କରୋନା । କରୋନାର ଭୟାବହତା ହିଞ୍ଜିଳିକାଟୁ ଅଂଚଳରେ ମଧ୍ୟ ଦେଖିବାକୁ ମିଳିଛି । ସ୍ଥାନୀୟ ଅଂଚଳରେ ପ୍ରତ୍ୟହ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏଭଳି ଦୁର୍ଦ୍ଦିନ ସମୟରେ ସ୍ଥାନୀୟ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରମାଂଚଳବାସୀ ଙ୍କୁ ଜ୍ୱର , କାଶ ଓ ଥଣ୍ଡା ଭଳି ସାଧାରଣ ରୋଗର ଉଚିତ ଚିକିତ୍ସା ନମିଳିବାରୁ ବହୁ ରୋଗୀଙ୍କ ଅକାଳରେ ଜୀବନ ଚାଲି ଯାଇଥିବା ଜଣାପଡ଼ିଛି । ଗ୍ରୀଷ୍ମଋତୁ ପରେ ବର୍ଷାଋତୁର ଆଗମନ ସାଙ୍ଗକୁ ମୌସୁମୀ ପ୍ରବେଶ ଫଳରେ ସ୍ଥାନୀୟ ଅଂଚଳରେ ଜ୍ୱର, କାଶ ଓ ଥଣ୍ଡା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି ।

ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟର ୨ଡ଼ାକ୍ତରଙ୍କ ସମେତ ୬ କର୍ମଚାରୀଙ୍କ ପଜିଟିଭ ଚିହ୍ନଟ ପରେ ସାଧାରଣ ରୋଗୀଙ୍କ ଚିକିତ୍ସାରେ ବାଧା ସୃଷ୍ଟି ହୋଇଛି । ଅନ୍ୟପକ୍ଷରେ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ ମୁତାବକ ବିନା ପ୍ରେସକ୍ୱୁୟସନରେ ରୋଗୀଙ୍କୁ ଔଷଧ ପ୍ରଦାନ ନକରାଯିବା ଲାଗି ତାଗିଦ କରାଯାଇଛି । ଫଳରେ ଏଭଳି ରୋଗୀ ମାନେ ଆବଶ୍ୟକ ସମୟରେ ଉଚିତ ଚିକିତ୍ସା ସେବା ପାଇନପାରି ସ୍ଥାନୀୟ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳରେ ୩୦ରୁ ଉର୍ଦ୍ଧ୍ୱ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅସମର୍ଥୀତ ସୁତ୍ରରୁ ଜଣାପଡ଼ିଛି । ଏଭଳି ମୃତ୍ୟୁର ସଠିକ ତଥ୍ୟ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ କିମ୍ବା ସ୍ଥାନୀୟ ପ୍ରଶାସନ ନିକଟରେ ଉପଲବ୍ଧ ନଥିବା ଜଣାପଡ଼ିଛି ।

ସ୍ଥାନୀୟ ଡ଼ାକ୍ତରଖାନାରେ ଏଭଳି ରୋଗୀଙ୍କ ତାଲିକା ନାହିଁ କିମ୍ବା ସନ୍ଦିଗ୍ଧ କରୋନା ମୃତ୍ୟୁ ଗଣତିରେ ଏମାନେ ନଥିବା ଜଣାପଡ଼ିଛି । କରୋନା ମହାମାରୀ ଆତଙ୍କ ଖେଳିଥିବା ବେଳେ ଜ୍ୱର, କାଶ ଓ ଥଣ୍ଡା ହେବା ମାତ୍ରେ ସାଧାରଣ ରୋଗୀଟି କରୋନା ଚିନ୍ତା କରି ଅଜଣା ଭୟ ଘାରୁଛି । କିଛି କ୍ଷେତ୍ରରେ ଏଭଳି ରୋଗୀ ମାନେ କରୋନା ସନ୍ଦେହ ପ୍ରକାଶ ପରି ରୋଗକୁ ଲୁଚାଉଥିବାର ନଜିର ରହିଛି । ଏ ନେଇ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ବରିଷ୍ଟ ଚିକିତ୍ସକ ଡ଼ାକ୍କତର ମାଧବ କୁମାର ସାହୁଙ୍କ ସହ ଯୋଗଯୋଗ କରିବାରୁ ସେ କହିଛନ୍ତି ଡ଼ାକ୍ତରଖାନାକୁ ଯେଉର୍ ସମୟରେ ବି କେହି ରୋଗୀ ଚିକିତ୍ସା ସକାଶେ ଆସିଛନ୍ତି ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇଛି । (ରିପୋର୍ଟ -ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version