• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନବାସୀ ଙ୍କୁ ନିର୍ବାଚନ ଭେଟି…!!

Proprietor Abhimanyu Maharana by Proprietor Abhimanyu Maharana
March 16, 2024
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଭୁବନବାସୀ ଙ୍କୁ ନିର୍ବାଚନ ଭେଟି…!!
Share on FacebookShare on TwitterWhatsapp

ନଗର ପାଳ ଙ୍କ ଦ୍ଵାରା ସାଢେ଼ ୫ କୋଟି ଟଙ୍କା ବ୍ୟୟରେ ୧୦୮ ନୂତନ ପ୍ରକଳ୍ପର ଶିଳାନ୍ୟାସ

୧୬ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନ :-> ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦର ବିକାଶ ପାଇଁ ସାଢେ଼ ୫ କୋଟି ୬୩ ଲକ୍ଷ୍ୟ ଟଙ୍କାର ବିଭିନ୍ନ ପ୍ରକଳ୍ପ ର ମାରାଥନ ଶିଳାନ୍ୟାସ କରାଯାଇଛି ।୧୫ ଟି ଓ୍ବାଡରେ ସକାଳୁ ସଂନ୍ଧ୍ୟା ଯାଏ ୧୦୮ ଟି ନୂତନ ପ୍ରକଳ୍ପର ମାରାଥନ୍ ଶିଳାନ୍ୟାସ କରିଛନ୍ତି ଯୁବ ନଗରପାଳ ଶୁଭେନ୍ଦୁ କୁମାର ସାହୁ। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ରହିଛି ବିଧାୟକ ହାତ ପାଣ୍ଠିରୁ ୩୮ ଗୋଟି ପ୍ରକଳ୍ପ ପାଇଁ ୪୯ ଲକ୍ଷ ଟଙ୍କା,

ସାଂସଦ ହାତ ପାଣ୍ଠିରୁ ୫ ଗୋଟି ପ୍ରକଳ୍ପ ପାଇଁ ୨୩ ଲକ୍ଷ ଟଙ୍କା, ଜିଲ୍ଲା ଖଣିଜ ପାଣ୍ଠିରୁ ୨୫ ଗୋଟି ପ୍ରକଳ୍ପ ପାଇଁ ୬୯ ଲକ୍ଷ ଟଙ୍କା, ମିଶନ ଶକ୍ତି ମାଧ୍ୟମରେ ୧୦ ଗୋଟି ପ୍ରକଳ୍ପ ପାଇଁ ୭୦ ଲକ୍ଷ ଟଙ୍କା ଏବଂ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ୨୫ ଗୋଟି ପ୍ରକଳ୍ପ ପାଇଁ ୩ କୋଟି ୫୨ ଲକ୍ଷ ୭୦ ହଜାର ଟଙ୍କା ଯୋଜନାରେ ଟଙ୍କାରେ ୧୦୮ ଗୋଟି ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ହୋଇଛି।

ପ୍ରତି ଓ୍ବାଡରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସୂଚାରୁ ରୂପେ ସମାପନ କରିବା ପାଇଁ ମାନ୍ୟବର ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଢେଙ୍କାନାଳ ସାଂସଦ ଶ୍ରୀଯୁକ୍ତ ମହେଶ ସାହୁ ସହଯୋଗ କାମନା କରିଛନ୍ତି। ଏହି ଅବସରରେ ଭୁବନ ନଗରପାଳ ଶୁଭେନ୍ଦୁ କୁମାର ସାହୁ, ଉପ ନଗରପାଳିକା ମାନିନୀ ସାହୁ,ସମସ୍ତ କାଉନସିଲରଙ୍କ ସମେତ ଏନ୍ ଏ ସି ବିଜୁ ଜନତାଦଳ ସଭାପତି ନରେନ୍ଦ୍ର ସାହୁ, ଶିବରାମ ବେହେରା, ବିନୋଦ ବେହେରା, ଦେବେନ୍ଦ୍ର ସାହୁ ପ୍ରମୁଖ ସହଯୋଗ କରିଥିବା ବେଳେ ଭୁବନରେ ଦୃତ ଗତିରେ ବିକାଶ ହେଉଥିବାରୁ ଅଞ୍ଚଳବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version