• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମକରଝୋଳ ପଂଚାୟତରେ ଗଞ୍ଜାମ ଜିଲ୍ଲାପାଳଙ୍କ କରୋନା ସ୍ଥିତ ସମୀକ୍ଷା ଓ ଆଲୋଚନା – ହିଂଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
July 29, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ମକରଝୋଳ ପଂଚାୟତରେ ଗଞ୍ଜାମ ଜିଲ୍ଲାପାଳଙ୍କ କରୋନା ସ୍ଥିତ ସମୀକ୍ଷା ଓ ଆଲୋଚନା – ହିଂଜିଳିକାଟୁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୯ ଜୁଲାଇ ବୁଧବାର ) ହିଞ୍ଜିଳିକାଟୁ :- ଗଞ୍ଜାମ ଜିଲ୍ଲାରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ ଉତ୍କଟ ରୂପ ଧାରଣ କରିଛି । ଜିଲ୍ଲାରେ ବିସ୍ପୋରକ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ନୂତନ ରଣନୀତି ପ୍ରସ୍ତୁତ କରି ଚାଲିଛନ୍ତି । ରାଜ୍ୟର ସର୍ବାଧିକ କରୋନା ସଂକ୍ରମିତ ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି । ମଙ୍ଗଳବାର ଜିଲ୍ଲାରେ ୨୪୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ହିଞ୍ଜିଳିକାଟୁ ଅଂଚଳର ୨ କରୋନା ଯୋଦ୍ଧା ସମେତ ୨୨ଜଣ ସଂକ୍ରମିତ ହୋଇଥିବା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଜିଲ୍ଲାରେ ଏଯାବତ ୮୬ ଜଣଙ୍କ ମୃତ୍ୟୁ ଘଟିଛି । ବର୍ତମାନ ପରିସ୍ଥିତିରେ ସଂକ୍ରମଣ ବୃଦ୍ଧିକୁ ଅନୁଧ୍ୟାନ କରି ଜିଲ୍ଲା ପ୍ରଶାସନ ସମେତ ସ୍ଥାନୀୟ ପ୍ର।।ସନ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି ।

ଏହି ପରିପେୟକ୍ଷୀରେ ବୁଧବାର ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ହିଞ୍ଜିଳି ଗ୍ରସ୍ତରେ ଆସି ମକରଝୋଳ ପଂଚାୟତକୁ ଯାଇ କୋଭିଡ଼ ସ୍ଥାନୀୟ ପ୍ର।।ସନିକ ଅଧିକାରୀ, ମନିଟରିଂ କମିଟି, ଜନ ପ୍ରତିନିଧି, ଆଶା, ଅଙ୍ଗନୱାଡ଼ି କର୍ମୀଙ୍କ ସହକୋଭତିଡ଼ ମୁକାବିଲା ସମ୍ପର୍କରେ ଆଲୋଚନା କରିଥିଲେ । ସଂପୃକ୍ତ ପଂଚାୟତରେ ଚିହ୍ନଟ ହୋଇଥିବା ସ୍ୱଳ୍ପ ଲକ୍ଷଣକାରୀ ସଂକ୍ରମିତ ବ୍ୟକ୍ତିଙ୍କୁ ପୃଥକବାସରେ ଏବଂ କୋଭିଡ଼ କେୟାର ହୋମରେ ଥିବା ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସୁବିଧା ଓ ଅନ୍ୟାନ ସୁବିଧା ସୁଯୋଗ ପ୍ରଦାନ ସମ୍ପର୍କରେ କୋଭିଡ଼ ମନିଟରିଂ କମିଟି ଓ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ଆଲୋଚନା କରିଥିଳେ । ଜିଲ୍ଲାପାଳ ପଂଚାୟତ ସ୍ତରରେ ସଚେତନତାକୁ ବ୍ୟାପକ କରିବା ସକାଶେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

(ରିପୋର୍ଟ -ଶେଷଦେବ ସାହୁ ) ପରବର୍ତି ସମୟରେ ବିଡ଼ିଓ ଡ଼ାକବାଜି ଯନ୍ତ୍ର ସହାୟତାରେ କରୋନା ଭୁତାଣୁର ଭୟାବହତା ଏବଂ କୌଣସି ଲକ୍ଷଣ ପ୍ରକାଶ ପାଇଲେ ରୋଗକୁ ନଲୁଚାଇ ଆବଶ୍ୟକ ଚିକିତ୍ସା ସକାଶେ ପ୍ରଶାସନକୁ ସହଯୋଗ କରିବା ସକାଶେ ଗ୍ରାମବାସୀଙ୍କୁ ନିବେଦନ କରିଥିଲେ । ଗ୍ରାମ ପୋଖରୀରେ ସ୍ନାନ, ଶୌଚ ନକରିବା, ଜୁଆ, କ୍ରିକେଟ ଆଦି ଗୋଷ୍ଠୀଗତ ଭାବେ ନଖେଳିବାକୁ ପରାମର୍ଶ ଦେବା ସହ ସରକାରଙ୍କ ସମସ୍ତ କୋଭିଡ଼ ନିୟମ ଓ କଟକଣାକୁ ମାନି ଚଳିବା ପାଇଁ ପରାମର୍ଶ ଦେଇଥିଲେ । କୌଣସି ପରିସ୍ଥିତିରେ ଭୟଭୀତ ନହୋଇ କିଛି ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଲେ ତୁରନ୍ତ ପଂଚାୟତ କୋଭିଡ଼ ମନିଟରିଂ କମିଟି କିମ୍ବା ସ୍ୱାସ୍ଥ୍ୟ କର୍ମୀଙ୍କୁ ଜଣାଇବାକୁ ଅନୁରୋଧ କରିଥିଲେ । ଜିଲ୍ଲାପାଳଙ୍କ ଗ୍ରସ୍ତ ସମୟରେ ବିଡ଼ିଓ ପ୍ରସନ କୁମାର ପାତ୍ର, ଆସିକା ପୁଲିସ ଉପଖଣ୍ଡ ଅଧିକାରୀ ସୂର୍ଯ୍ୟମଣି ପ୍ରଧାନ, ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ ପ୍ରମୁଖ ଉପସ୍ଥିତ ଥିଲେ । (ରିପୋର୍ଟ -ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version