• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବଡଚଣା ପୋଲିସ ଦ୍ୱାରା ଚଣ୍ଡିଖୋଲ ଠାରୁ ହରିଣ ସିଙ୍ଗ ଜବତ – ଜଣେ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
March 17, 2024
in ଅପରାଧ, ଓଡ଼ିଶା, ଯାଜପୁର, ହୋମ୍
0
ବଡଚଣା ପୋଲିସ ଦ୍ୱାରା ଚଣ୍ଡିଖୋଲ ଠାରୁ ହରିଣ ସିଙ୍ଗ ଜବତ – ଜଣେ ଗିରଫ
Share on FacebookShare on TwitterWhatsapp

୧୬ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ବଡଚଣା :-> ବଡଚଣା ପୋଲିସ ଦ୍ୱାରା ଚଣ୍ଡିଖୋଲ ଠାରୁ ହରିଣ ସିଙ୍ଗ ଜବତ କରିବା ସହିତ ଜଣକୁ ଗିରଫ କରିଛି। ଘଟଣାରୁ ପ୍ରକାଶ ଯେ ଚଣ୍ଡିଖୋଲ ଠାରେ ହରିଣ ସିଙ୍ଗ ବିକାକିଣା ହୋଇଥିବା ବିଶେଷ ସୁତ୍ରରୁ ଖବର ପାଇ ବଡଚଣା ଥାନା ଅଧିକାରୀ ଶରତଚନ୍ଦ୍ର ପାତ୍ର ଓ ଚଣ୍ଡିଖୋଲ ଫାଣ୍ଡି ଅଧିକାରୀ ଜହର ଆବେଦିନ ରାତି ୯ଟା ସମୟରେ ଚଣ୍ଡିଖୋଲ ନିକଟସ୍ଥ ଦୁର୍ଗା ମଣ୍ଡପ ନିକଟରେ ପହଞ୍ଚି ଚଢାଉ କରିଥିଲେ।

ଘଟଣା ସ୍ଥଳରୁ ହରିଣ ସିଙ୍ଗ ଜବତ କରିବା ସହ ଜଣକୁ ଧରିଥିଲେ। ଉକ୍ତ ବେପାରୀ ହେଲେ କେନ୍ଦ୍ରାପଡା ଜିଲ୍ଲାର ଆଳି ଅଞ୍ଚଳର ରଜନୀ କାନ୍ତ ସିଂ ସେ ଚଣ୍ଡିଖୋଲ ଠାରେ ଭଡା ଘରେ ରହିଆସୁଥିଲେ। ପରେ ଆସାମୀକୁ ବୈରୀ ଜଙ୍ଗଲ ବିଭାଗକୁ ହସ୍ତାନ୍ତର କରିଥିବା ଜଣାପଡିଛି। ବୈରୀ ରେଞର ହିମାଂଶୁ ଶେଖର ପୃଷ୍ଟି ପ୍ରକାଶ କରିଛନ୍ତି ଯେ ଜଙ୍ଗଲ ବିଭାଗ ଆଇନ୍ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

Actress Ms. Sreeleela Unveils Kalyan Jewellers’ First Showroom in Rayagada

September 10, 2026

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଭବ୍ୟ ସମାପନ, ପ୍ରତିଷ୍ଠିତ ପୁରସ୍କାର ପ୍ରଦାନ ସମାରୋହ ସହିତ ସୃଜନ ଅନୁଷ୍ଠାନର ଶିଳ୍ପୀମାନଙ୍କ ଦ୍ୱାରା ମନୋମୁଗ୍ଧକର ପ୍ରସ୍ତୁତି “ମାଟି”

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସନ୍ଧ୍ୟା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

Actress Ms. Sreeleela Unveils Kalyan Jewellers’ First Showroom in Rayagada

September 10, 2026
ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

ଅଭିନେତ୍ରୀ ଶ୍ରୀଲୀଳାଙ୍କ ଦ୍ୱାରା ରାୟଗଡ଼ାରେ କଲ୍ୟାଣ ଜୁଏଲର୍ସର ପ୍ରଥମ ସୋ’ରୁମ ଉନ୍ମୋଚିତ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version