• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଯୋଗିମୁଣ୍ଡାରେ ନବନିର୍ମାଣ କୃଷକ ସଂଗଠନ ଓ ଜିଲ୍ଲା କୃଷକ ମହାସଂଘ ତରଫରୁ ସିଂହାସନ ଖାଲିକର ବିରାଟ ଚାଷୀ ସମାବେଶ 

Proprietor Abhimanyu Maharana by Proprietor Abhimanyu Maharana
March 17, 2024
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ଯୋଗିମୁଣ୍ଡାରେ ନବନିର୍ମାଣ କୃଷକ ସଂଗଠନ ଓ ଜିଲ୍ଲା କୃଷକ ମହାସଂଘ ତରଫରୁ ସିଂହାସନ ଖାଲିକର ବିରାଟ ଚାଷୀ ସମାବେଶ 
Share on FacebookShare on TwitterWhatsapp

କୃଷି ଓ କୃଷକ ମାନଙ୍କ ପାଇଁ ସରକାର ନିର୍ଦୟ ହେଉଛନ୍ତି : ନବନିର୍ମାଣ କୃଷକ ସଂଗଠନ ।

କୃଷକ ନେତା ଜତି ପ୍ରଧାନ ଙ୍କୁ ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବାକୁ କୃଷକ ସଂଗଠନ ପକ୍ଷରୁ ନିଷ୍ପତ୍ତି ।

୧୭ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ପାଟଣାଗଡ :-> ପାଟଣାଗଡ ବ୍ଲକ ଯୋଗିମୁଣ୍ଡା ସାପ୍ତାହିକ ବଜାରଠାରେ ନବନିର୍ମାଣ କୃଷକ ସଂଗଠନ ଓ ଜିଲ୍ଲା କୃଷକ ମହାସଂଘ ପକ୍ଷରୁ ସିଂହାସନ ଖାଲିକର ମହାସମାବେଶ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଂଗଠନର କର୍ମକର୍ତ୍ତା ମାନେ ଆଗାମୀ ଦିନେରେ ଚିଷୀଙ୍କ ସରକାର ହେଲେ ଓଡ଼ିଶାର ପରିବର୍ତ୍ତନ ହେବାସହ ଚାଷୀଙ୍କ ପାଇଁ ଉପକାର ହେବବୋଲି କହିଥିଲେ । ଏପରିକି ପାଟଣାଗଡ ନିର୍ବାଚନ ମଣ୍ଡଳୀରୁ ବିଧାୟକ ପ୍ରାର୍ଥୀ ଭାବେ ଚାଷୀନେତା ଜତି ପଧାନ ଙ୍କୁ ବିଧାନସଭାକୁ ପଠାଇବା ପାଇଁ ଅନୁରୋଧ କରିଥିଲେ ।

ଜିଲ୍ଲା କୃଷକ ମହାସଂଘର ସଭାପତି ଜତି ପଧାନଙ୍କ ନେତୃତ୍ବରେ ଚାଷୀ ମାନେ ଯୋଗିମୁଣ୍ଡା ପେଟ୍ରୋଲ ପମ୍ପ ଠାରୁ ଏକଶୋଭାଯାତ୍ରାରେ ବାହାରି ସପ୍ତାହିକ ବଜାର ଠାରେ ପହଞ୍ଚିଥିଲେ । ଓଡ଼ିଶା ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର,ରାଜ୍ୟ ସୁଚନା ଅଧିକାର ମଞ୍ଚର ରାଜ୍ୟ ଆବାହକ ପ୍ରଦୀପ ପଧାନ, ଜିଲ୍ଲା କୃଷକ ମହାସଂଘ ସମ୍ପାଦକ ସୈ।ମେନ୍ଦ୍ର ପରିଛା, ସୋନପୁର ନବନିର୍ମାଣ କୃଷକ ସଂଗଠନର ଚାଷୀ ନେତ୍ରୀ ସୋନାଲି ବିଶି, ଓଡ଼ିଶା ନବ ନିର୍ମାଣ କୃଷକ ସଂଗଠନର ରାଜେନ୍ଦ୍ର ମିଶ୍ର,

ଜିଲ୍ଲା କୃଷକ ମହାସଂଘର ଆବାହକ ମଧୁସୂଦନ ଖେତୀ ଓ ଦିଲ୍ଲୀରୁ ଆସିଥିବା ଦୁଇ ଜଣ ଚାଷୀ ନେତା ରାହୁଲ ସୁକ୍ଳା ଓ ସୁଦାମ ଯାଦବ ପ୍ରମୁଖ ଯୋଗଦେଇ ରାଜ୍ୟ ସରକାର ହୁଅନ୍ତୁ ବା କେନ୍ଦ୍ର ସରକାର ସବୁବେଲେ ଚାଷୀଙ୍କ ପ୍ରତୀ ଅଣଦେଖା କରିଚାଲିଛନ୍ତି । ଏପରିକି ପାଟଣାଗଡ ନିର୍ବାଚନ ମଣ୍ଡଳୀରେ ଚାଷୀଙ୍କ ସ୍ଥିତ ଆହୁରୀ ସଙ୍ଗୀନ । ଗତ ୭୪ ବର୍ଷ ଭିତରେ ପାଟଣାଗଡ ନିର୍ବାଚନ ମଣ୍ଡଳୀରୁ ଦଲିୟ ନେତାମାନେ ବିଧାୟକ ହୋଇଛନ୍ତି । କିନ୍ତୁ ଆଜି ଯାଏଁ ଚାଷୀଙ୍କର କୈାଣସି ସମସ୍ୟାର ସମାଧାନ ପାଇଁ ଆନ୍ତରିକତା ଦେଖାଇ ନାହାନ୍ତି । ଖାଦ୍ୟାଭାବ ଓ କାମଧନ୍ଦାର ଅଭାବ ଯୋଗୁଁ ହଜାର ହଜାର ଚାଷୀ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି ‌ ।

ରାଜ୍ୟ ସରକାରଙ୍କ ଚାଷୀ ବାରୋଧି ମନୋଭାବ ଓ ସ୍ଥାନୀୟ ବିଧାୟକଙ୍କ ଉଦାସିନତା ଯୋଗୁଁ ଅଞ୍ଚଲର ଚାଷୀ ମାନଙ୍କର ସମସ୍ୟା ଦିନକୁଦିନ ଉକ୍ତଟ ରୁପ ଧାରଣ କରୁଛି । ଯାହାଫଲରେ ଚାଷୀ ମାନଙ୍କର ଅର୍ଥନୀତିକ ମେରୁଦଣ୍ଡ ଭାଙ୍ଗିଯାଇଛି । ଏହିସବୁ ସମସ୍ୟାର ସମାଧାନ ପାଇଁ ଚାଷୀ ଓ ଗ୍ରାମବାସୀ ଏକହୋଇ ଚାଷୀଙ୍କ ସମସ୍ୟାକୁ ଦୁରକରିବାପାଇ ରାଜ୍ୟରେ ଚାଷୀ ସରକାର ଗଠନ କରିବାପାଇଁ ନିର୍ବାଚନ ମଣ୍ଡଳୀରୁ ଚାଷୀ ନେତା ଶ୍ରୀ ପଧାନକୁ ବିଧାନସଭାକୁ ପଠାଇବାକୁ ଆହ୍ୱାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉକ୍ତ ନିର୍ବାଚନମଣ୍ଡଳୀର ହଜାର ହଜାର ସଂଖ୍ୟାରେ ମହିଳା ପୁରୁଷ ଚାଷୀ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

March 9, 2026
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version