• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଛତ୍ରପଡ଼ାରେ ଅଷ୍ଟପ୍ରହର ନାମ ଯଜ୍ଞ

Proprietor Abhimanyu Maharana by Proprietor Abhimanyu Maharana
March 18, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଛତ୍ରପଡ଼ାରେ ଅଷ୍ଟପ୍ରହର ନାମ ଯଜ୍ଞ
Share on FacebookShare on TwitterWhatsapp

୧୮ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ବେଗୁନିଆ/ସିକୋ :-> ବେଗୁନିଆ ବ୍ଲକ ଛତ୍ରପଡ଼ା ଗ୍ରାମରେ ବିରାଜିତ ଶ୍ରୀ ଶ୍ରୀ ତ୍ରିନାଥ ଦେବ ମନ୍ଦିର ପ୍ରାଙ୍ଗଣରେ ଅଷ୍ଟପ୍ରହରୀ ନାମ ଯଜ୍ଞ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ରୀତିନୀତି ଅନୁଯାୟୀ ଯମୁନା ବାରଣଦି କାର୍ଯ୍ୟ ସମାପନ କରାଯାଇ ରବିବାର ସକାଳେ ନାମ ମହାଯଜ୍ଞ ଆରମ୍ଭ କରାଯାଇଥିଲା ।

ଏଥିରେ ଗୋପାଳପୁର , ସଅଁପୁର, ସାନକିଲୋ, ଶଗଡଭଗା, ଡୋଭା, ଛତ୍ରପଡ଼ା ଆଦି  ଗ୍ରାମର ସଂକୀର୍ତ୍ତନ  ଦଳ  ଯୋଗ ଦେଇଥିଲେ। ଯଜ୍ଞ ମଣ୍ଡପକୁ ବିଭିନ୍ନ ରଙ୍ଗୀନ ଆଲୋକ ମାଳାରେ ସୁସଜ୍ଜିତ କରାଯାଇଥିଲା । ନାମ ସଂକୀର୍ତ୍ତନ, ହରିବୋଲ, ହୁଳହୁଳି ଶବ୍ଦରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା ।

ସନ୍ଧ୍ୟାରେ ଆଖପାଖ ଅଞ୍ଚଳରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ର ଭିଡ ଦେଖିବାକୁ ମିଳିଥିଲା। ସୋମବାର ସକାଳେ ନାମ ଯଜ୍ଞ ଉଦଯାପନ କରାଯାଇ ନଗର କୀର୍ତ୍ତନ ଦହି ଖେଳ ଆଦି  କରାଯାଇଥିଲା। ଛତ୍ରପଡା କଳିଙ୍ଗ କ୍ଲବ ର ସମସ୍ତ ସଭ୍ୟ ମାନେ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026
କବି ଗୋଦାବରୀଶ ମହାପାତ୍ର ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ

କବି ଗୋଦାବରୀଶ ମହାପାତ୍ର ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ

October 2, 2026
ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

October 2, 2026
ପୌରାଞ୍ଚଳର ବିଜେଡି ନେତା ଓ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର

ପୌରାଞ୍ଚଳର ବିଜେଡି ନେତା ଓ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026
କବି ଗୋଦାବରୀଶ ମହାପାତ୍ର ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ

କବି ଗୋଦାବରୀଶ ମହାପାତ୍ର ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ

October 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version