• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଟିମ୍ ଗଠିତ : ସ୍ବଚ୍ଛ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିଚାଳନା ପାଇଁ ପ୍ରଶାସନର ପ୍ରସ୍ତୁତି

Proprietor Abhimanyu Maharana by Proprietor Abhimanyu Maharana
March 19, 2024
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାରେ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଟିମ୍ ଗଠିତ : ସ୍ବଚ୍ଛ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିଚାଳନା ପାଇଁ ପ୍ରଶାସନର ପ୍ରସ୍ତୁତି
Share on FacebookShare on TwitterWhatsapp

୧୮ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ପାରଳାଖେମୁଣ୍ଡି :->  ଗଜପତି ଜିଲ୍ଲାରେ ଆଗାମୀ ସାଧାରଣ ନିର୍ବାଚନ ନିମନ୍ତେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗଜପତି ଜିଲ୍ଲାରେ ୪ ଲକ୍ଷ ୫୯ ହଜାର ୨୨୮ ଭୋଟର ରହିଥିବାବେଳେ ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୨୪ ହଜାର ୪୦୫ ପୁରୁଷ ଓ ୨ ଲକ୍ଷ ୩୪ ହଜାର ୭୯୯ ଜଣ ମହିଳା ଭୋଟର ରହିଛନ୍ତି ଓ ତୃତୀୟ ଲିଙ୍ଗ-୨୪ ଜଣ ରହିଛନ୍ତି। ଏହାସହିତ ୨୫୪୦ ଜଣ ବରିଷ୍ଠ ନାଗରିକ,୧୦୩୭୬ ଭିନ୍ନକ୍ଷମ ଭୋଟର ରହିଛନ୍ତି । ଜିଲ୍ଲାରେ ନିର୍ବାଚନ ଆଚରଣବିଧି ଲାଗୁ ହେବା ସହିତ ଏହାକୁ ତଦାରଖ କରିବା ପାଇଁ ବିଭିନ୍ନ ଟିମ୍ ଗଠନ କରାଯାଇଛି।

ନିର୍ବାଚନକୁ ସଚ୍ଛ, ଅବାଧ ଓ ଶାନ୍ତିପୂର୍ଣ୍ଣ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲାପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ନିର୍ବାଚନ ନିମନ୍ତେ ଜିଲ୍ଲାରେ ୫୭୩ ଟି ମତଦାନ କେନ୍ଦ୍ର କରାଯାଇଛି ବିଶେଷ କରି ମୋହନା ନିର୍ବାଚନ ମଣ୍ଡଳୀରେ ୨୯୭ ବୁଥ ଓ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୨୭୬ ବୁଥ ରହିଛି , ଏହା ସହିତ ବୟସ୍କ ଭୋଟର ଓ ଭିନ୍ନକ୍ଷମ ଭୋଟରମାନେ କିପରି ସୁବିଧାରେ ନିଜର ମତଦାନକରିବେ ସେ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।

ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଗଜପତି ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାରଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଓ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଳାପରିଷଦ ଗଜପତି ଡ଼.ଗୁଣନିଧି ନାୟକ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ଡେପୁଟୀ କଲେକ୍ଟର ଶ୍ରୀ କମଳକାନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version