• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତ୍ରିଦିବସୀୟ ପତଞ୍ଜଳି ଯୋଗ ଓ ଧ୍ୟାନ ଶିବିର ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
March 19, 2024
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ହୋମ୍
0
ତ୍ରିଦିବସୀୟ ପତଞ୍ଜଳି ଯୋଗ ଓ ଧ୍ୟାନ ଶିବିର ଉଦଯାପିତ
Share on FacebookShare on TwitterWhatsapp

୧୮ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର  :->  ରାଧାକୃଷ୍ଣ ଯୋଗଶାଳା ଓ ଲିଙ୍ଗରାଜ ବିହାର ୱେଲ୍ଫେୟାର ଆସୋସିଏସନ୍ ସହଯୋଗରେ ଭୁବନେଶ୍ୱର ଲିଙ୍ଗରାଜ ବିହାର ଦୁର୍ଗା ମଣ୍ଡପ ପଡ଼ିଆରେ ଏକ ତ୍ରିଦିବସୀୟ ପତଞ୍ଜଳି ଯୋଗ ଓ ଧ୍ୟାନ ଶିବିର ଆୟୋଜିତ ହୋଇ ଯାଇଛି । ଆଜି ଶିବିରର ଉଦଯାପନୀ ଦିବସରେ ଏଗାର କୁଣ୍ଡୀୟ ପ୍ରାତଃ ଯଜ୍ଞ ଓ ମଙ୍ଗଳାଚରଣ ରାଷ୍ଟ୍ର ବନ୍ଦନା ଗାନ ସହ ଯୋଗ ସାଧନା ଆରମ୍ଭ ହୋଇଥିଲା ।

ଏକ ଭବ୍ୟ ଓ ଦିବ୍ୟ ବାତାବରଣ ମଧ୍ୟରେ ଯୋଗ ବିଶାରଦ ତଥା ପତଞ୍ଜଳି ଯୋଗପୀଠ ଓଡ଼ିଶା ରାଜ୍ୟ ପ୍ରଭାରୀ ଶ୍ରୀଯୁକ୍ତ ସୁଧାଂଶୁ ଅଧିକାରୀଙ୍କ ପ୍ରତ୍ୟକ୍ଷ ମାର୍ଗଦର୍ଶନରେ ଯୋଗ ଓ ଧ୍ୟାନ ଶିବିରର ଅନ୍ତିମ ଦିନର ସାଧନା ସମାପନ ହୋଇଥିଲା । ଏହି ଅବସରରେ ସେ ଆମ ସମସ୍ତଙ୍କର ଦୈନନ୍ଦିନ ଜୀବନରେ ଯୋଗ, ଯଜ୍ଞ ଓ ଧ୍ୟାନର ମହତ୍ତ୍ଵ ଉପରେ ଆଲୋକପାତ କରିଥିଲେ । ଏକ ସଙ୍ଗୀତମୟ ବାତାବରଣ ମଧ୍ୟରେ ଉପସ୍ଥିତ ଯୋଗାଭ୍ୟାସୀମାନେ ଏହି ଶିବିରକୁ ଖୁବ୍ ଉପଭୋଗ କରିଥିଲେ ।

ମାମି ମମତା ମହାନ୍ତି, ମଧୁସ୍ମିତା ସେଠୀ ଓ ନମିତା ମିଶ୍ର ମଞ୍ଚ ଉପରେ ଗୀତା ପାଠ କରିଥିଲେ ।ପତଞ୍ଜଳି ଯୋଗପୀଠ ହରିଦ୍ଵାର ଆନୁକୁଲ୍ୟରେ ଆୟୋଜିତ ହୋଇଥିବା ଏହି ତ୍ରିଦିବସୀୟ ଯୋଗ ଶିବିରରେ ପାଞ୍ଚ ଶହରୁ ଉର୍ଦ୍ଧ୍ବ ଯୋଗାଭ୍ୟାସୀ ଯୋଗ ଦେଇଥିଲେ । ରାଧାକୃଷ୍ଣ ଯୋଗ କେନ୍ଦ୍ର ପରିଚାଳିକା ଶ୍ରୀମତୀ ମାମି ମମତା ମହାନ୍ତି, ସୁଜାତା ରାଓ, ବିଜୟଲକ୍ଷ୍ମୀ ବେହେରା ଓ ଅନ୍ୟ ସହଯୋଗୀ ଭଉଣୀମାନେ ଶିବିରର ସମସ୍ତ ଆୟୋଜନରେ ସହଭାଗୀ ହୋଇଥିଲେ ।

ଶିବିରାର୍ଥୀଙ୍କ ପାଇଁ ନିଃଶୁଳ୍କ ବୈଦ୍ୟ ପରାମର୍ଶ ସହ ଆକ୍ୟୁପ୍ରେସର୍ ବ୍ୟବସ୍ଥା କରାଯାଇଥିଲା । ଏହି ତ୍ରିଦିବସୀୟ ଯୋଗ ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଅକ୍ଷୟ ଚୌଧୁରୀ, ଶିଖା ନାୟକ, ଏନ୍ କେ ମିଶ୍ର , ଏନ୍ କେ ତ୍ରିପାଠୀ ପ୍ରମୁଖ ସହଯୋଗ କରିଥିଲେ । ଆଗାମୀ ଯୋଗ ଶିବିର ମାର୍ଚ୍ଚ ୨୯ ରୁ ଆରମ୍ଭ ହୋଇ ୩୧ ପର୍ଯ୍ୟନ୍ତ ବିଜେବି ନଗର ସ୍ଥିତ ବକ୍ସି ଜଗବନ୍ଧୁ ଯୋଗ କେନ୍ଦ୍ର ବିଡିଏ ପାର୍କରେ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version