• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ଵୟଂ ସହାୟକ ଗୋଷ୍ଠୀ ନେତ୍ରୀ ମାନଙ୍କୁ ନେଇ ଏକ ଦିବସୀୟ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
March 21, 2024
in ଓଡ଼ିଶା, ଗଜପତି, ହୋମ୍
0
ସ୍ଵୟଂ ସହାୟକ ଗୋଷ୍ଠୀ ନେତ୍ରୀ ମାନଙ୍କୁ ନେଇ ଏକ ଦିବସୀୟ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୨୦ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଆର ଉଦୟଗିରି :-> ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ବେତାରସିଂ ଗ୍ରାମ ପଞ୍ଚାୟତ’ର ବେତାର ସିଂ ଗ୍ରାମ ସ୍ଥିତ ରାଜୀବଗାନ୍ଧି ସେବା କେନ୍ଦ୍ର ଠାରେ ଆର:କେ:ଏସ:ଏସ:. ସ୍ଵେଛାସେବୀ ଅନୁଷ୍ଠାନ ପକ୍ଷ’ରୁ ଗଜପତି ଜିଲ୍ଲା ନାବାର୍ଡ ସଂସ୍ଥା ସହାୟତାରେ ସ୍ଵୟଂ ସହାୟକ ଗୋଷ୍ଠୀ ଦଳର ନେତ୍ରୀ ମାନଙ୍କୁ ସୁଦୃଢ କରିବା ପାଇଁ ଏକ ଦକ୍ଷତା ବୃଦ୍ଧି କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି ଏକ ଦିବସୀୟ ଦକ୍ଷତା ବୃଦ୍ଧି କର୍ମଶାଳା କାର୍ଯ୍ୟକ୍ରମ’ରେ ୨୦ ଗୋଟି ସ୍ଵୟଂ ସହାୟକ ଗୋଷ୍ଠୀ’ର ୫୦ ରୁ ଉର୍ଦ୍ଧ୍ବ ଦଳର ନେତ୍ରୀ ମାନଙ୍କୁ ନେଇ ସେମାନଙ୍କ ନେତୃତ୍ବ’ର ବିକାଶ ଓ ସୁଦୃଢ଼ କରିବା ପାଇଁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ ଶିବିରରେ ବିଭିନ୍ନ ନେତୃତ୍ୱ ବିକାଶ କାର୍ଯ୍ୟକ୍ରମ ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ମହିଳା ସଶକ୍ତିକରଣ , ଦଳ ପରିଚାଳନା , ଦଳର ଦଶସୂତ୍ର କାର୍ଯ୍ୟକ୍ରମ , ଖାତାପତ୍ର ଲେଖିବା , ଋଣ ଆଦାନ ପ୍ରଦାନ , ସୁଧର ହିସାବ ଓ ସରକାର’ଙ୍କ ବିଭିନ୍ନ ବିଭାଗ ସହ ସମନ୍ଵୟ ରକ୍ଷା କରିବା ପ୍ରଭୃତି ଉପରେ ସଚେତନ କରା ଯାଇଥିଲା ।

ସେହିଭଳି ଦଳ ଦ୍ଵାରା ସେମାନଙ୍କୁ ରୋଜଗାର ଭିତ୍ତିକ କାର୍ଯ୍ୟକ୍ରମ ଗୁଡ଼ିକ ୟୁନିୟନ ବ୍ୟାଙ୍କ୍ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଗଜପତି ଠାରେ ନିଜକୁ ସ୍ୱାବଲମ୍ବୀ କରିବା ପାଇଁ ବିଭିନ୍ନ ପ୍ରକାର ଚାଷ ଯଥା :- ମହିଳା ମାନଙ୍କୁ ଛତୁଚାଷ , କୁକୁଡା ପାଳନ , ମହମବତୀ ତିଆରି , ଧୂପକାଠି ତିଆରି , ଫିନାଇଲ ତିଆରି , ସିଲାଇ , କମ୍ପୁଟର ଶିକ୍ଷା , ବିଦ୍ୟୁତ ପ୍ରଶିକ୍ଷଣ ଓ ଅନ୍ୟାନ୍ୟ ପ୍ରଭୃତି ତାଲିମ ନେଇ ନିଜେ କିପରି ରୋଜଗାର କ୍ଷମ ହୋଇ ପାରିବେ ସେ ଗୁଡ଼ିକ ଊପରେ ସଚେତନ କରାଯାଇ ସେମାନଙ୍କୁ ତାଲିମ ପ୍ରଦାନ କରା ଯାଇଥିଲା ।

ଅନ୍ୟପକ୍ଷରେ , ମହିଳା ମାନଙ୍କୁ ଆର୍ଥିକ ସାକ୍ଷରତା ସହ ବିଭିନ୍ନ ପ୍ରକାର ବୀମା ଯଥା :- ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା , ପ୍ରଧାନମନ୍ତ୍ରୀ ଜୀବନଜ୍ୟାତି ବୀମା , ଅଟଳ ପେନସନ , ଫସଲ ବୀମା , ବ୍ୟାଙ୍କ ତରଫରୁ ଦଳକୁ ଆର୍ଥିକ ସହାୟତା ସଂପର୍କରେ ବୁଝାଇ ସଚେତନ କରା ଯାଇଥିଲା ।
ଏଥିସହିତ , ଦୀର୍ଘ କାଳୀନ ଜୀବନ ଜୀବିକା ଦିଗରେ ପରିବର୍ତ୍ତନ କରିବା ପାଇଁ ବିଭିନ୍ନ ଯୋଜନା ପ୍ରସ୍ତୁତ କରିବା ଯଥା:- ଖଜୁରୀ ଗୁଡ ତିଆରି , ହଳଦୀ ଗୁଣ୍ଡ ଓ ପେପର ପ୍ଳେଟ ଅନ୍ୟାନ୍ୟ ଦୀର୍ଘ କାଳୀନ ଯୋଜନା ଉପରେ ବୁଝା ଯାଇଥିଲା ।

ଏହି କାର୍ଯ୍ୟକ୍ରମ’ରେ ଏଲଡିଏମ: ଶ୍ରୀ ମହେଶ୍ଵର ମଣ୍ଡଳ , ଜିଲ୍ଲା ନାବାର୍ଡ ଡିଡିଏମ: ଶ୍ରୀ ପ୍ରତୀକ ପଣ୍ଡା , ପ୍ରଶିକ୍ଷଣ କେନ୍ଦ୍ର’ର ନିର୍ଦ୍ଦେଶକ ଶ୍ରୀ ଶ୍ରବଣ କୁମାର ପ୍ରଧାନ , ସରପଞ୍ଚ ଶ୍ରୀମତୀ ସ୍ନେହଲତା ପ୍ରଧାନ , ସିଏଲଏଫ ସଂଯୋଜକ ଶ୍ରୀ ସଞ୍ଜୟ ବେହେର ମାଝୀ , ଏମବିକେ:-ଓଏଲ୍ଏମ:- କବିତା ରଇତ ଏବଂ ପ୍ରଶିକ୍ଷଣ କେନ୍ଦ୍ର’ର ଶ୍ରୀ ପ୍ରଦୀପ କୁମାର ଦାସ ଓ ତାଲିମଦାତା ଶ୍ରୀ ରବି ନାରାୟଣ ପାଇକରାୟ ପ୍ରମୁଖ ଉପସ୍ଥିତ ଥିଲେ । ଆର:କେ:ଏସ:ଏସ: ଅନୁଷ୍ଠାନ’ର ମୁଖ୍ୟ ତଥା ସଂପାଦକ ଶ୍ରୀ ଲକ୍ଷ୍ମୀକାନ୍ତ ପଣ୍ଡା କାର୍ଯ୍ୟକ୍ରମ’ର ଆଭିମୁଖ୍ୟ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରି ସ୍ଵାଗତ ଭାଷଣ ଦେଇଥିବା ବେଳେ ଶେଷରେ ଶ୍ରୀ ଯୀହୁଶାୟ ରଇତ ଉପସ୍ଥିତ ସମସ୍ତ’ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୋଏଡା ସେକ୍ଟର ୬୧ର ସ୍ବର୍ଣ୍ଣ କ୍ଷେତ୍ରରେ ରଥଯାତ୍ରା ଆୟୋଜନ

ନୋଏଡା ସେକ୍ଟର ୬୧ର ସ୍ବର୍ଣ୍ଣ କ୍ଷେତ୍ରରେ ରଥଯାତ୍ରା ଆୟୋଜନ

July 18, 2026
 ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ରଥଯାତ୍ରା ଆୟୋଜନ

New Delhi’s Hauz Khas Temple Celebrates 48th Rathayatra

July 18, 2026
 ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ରଥଯାତ୍ରା ଆୟୋଜନ

 ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ରଥଯାତ୍ରା ଆୟୋଜନ

July 18, 2026
ସାଂସଦ ଓ ବିଧାୟକ ଙ୍କ ମିଳିତ ଗସ୍ତ : ଅଞ୍ଚଳର ବିକାଶ, ଶିକ୍ଷା ଓ ଭିତ୍ତିଭୂମି ସମ୍ପର୍କରେ ବିଭିନ୍ନ ଘୋଷଣା ଓ ପ୍ରତିଶ୍ରୁତି

ସାଂସଦ ଓ ବିଧାୟକ ଙ୍କ ମିଳିତ ଗସ୍ତ : ଅଞ୍ଚଳର ବିକାଶ, ଶିକ୍ଷା ଓ ଭିତ୍ତିଭୂମି ସମ୍ପର୍କରେ ବିଭିନ୍ନ ଘୋଷଣା ଓ ପ୍ରତିଶ୍ରୁତି

July 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୋଏଡା ସେକ୍ଟର ୬୧ର ସ୍ବର୍ଣ୍ଣ କ୍ଷେତ୍ରରେ ରଥଯାତ୍ରା ଆୟୋଜନ

ନୋଏଡା ସେକ୍ଟର ୬୧ର ସ୍ବର୍ଣ୍ଣ କ୍ଷେତ୍ରରେ ରଥଯାତ୍ରା ଆୟୋଜନ

July 18, 2026
 ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ରଥଯାତ୍ରା ଆୟୋଜନ

New Delhi’s Hauz Khas Temple Celebrates 48th Rathayatra

July 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version