• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିନିଦିନ ରେ ଅନଶନ : ଭେଟିଲେ ବିଧାୟକ ଏବଂ ତହସିଲଦାର ବିଗିଡ଼ିଲା ଅନଶନକାରୀ ଙ୍କ ସ୍ୱାସ୍ଥ୍ୟlଅବସ୍ଥା

Proprietor Abhimanyu Maharana by Proprietor Abhimanyu Maharana
March 22, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ତିନିଦିନ ରେ ଅନଶନ : ଭେଟିଲେ ବିଧାୟକ ଏବଂ ତହସିଲଦାର ବିଗିଡ଼ିଲା ଅନଶନକାରୀ ଙ୍କ ସ୍ୱାସ୍ଥ୍ୟlଅବସ୍ଥା
Share on FacebookShare on TwitterWhatsapp

୨୧ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ରାଜସୁନାଖଳା :-> ତିନିଦିନ ରେ ଏନ ଏ ସି ଦାବିରେ ଅନଶନ l ଅନଶନକାରୀ ସାମ୍ବାଦିକ ଆର୍ତତ୍ରାଣ ପ୍ରଧାନ ଙ୍କୁ ଭେଟିଲେ ରଣପୁର ବିଧାୟକ ଏବଂ ତହସିଲଦାର l ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ରାଜସୁନାଖଳା କୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ଦାବି ନେଇ ତିନିଦିନ ହେବ ଆମରଣ ଅନଶନ ଜାରି ରଖିଛନ୍ତି ସାମ୍ବାଦିକ ତଥା ସମାଜସେବୀ ଆର୍ତତ୍ରାଣ ପ୍ରଧାନ l ମଙ୍ଗଳବାର ଠାରୁ ଚାଲିଥିବା ଏହି ଅନଶନ କୁ ସ୍ଥାନୀୟ ଅଞ୍ଚଳ ର ବିଭିନ୍ନ ସ୍ବେଛାସେବୀ ସଂଗଠନ, ସାମାଜିକ କର୍ମୀ, ଯୁବବର୍ଗ, ବରିଷ୍ଠ ନାଗରିକ ସାମ୍ବାଦିକ ସମର୍ଥନ ଜଣାଇଛନ୍ତି l

ଆଜି ଦିନସାରା ଅନଶନସ୍ଥଳ ରେ ଭିଡ଼ ଲାଗି ରହିଛି l ଦିନକୁ ଦିନ ସ୍ଥାନୀୟ ଲୋକଙ୍କ ଭିତରେ ସରକାର ଙ୍କ ପ୍ରତି ଆକ୍ରୋଶ ତଥା ପ୍ରତିବାଦ ର ସ୍ୱର ମଜବୁତ ହୋଇଛି l ଗତକାଲି ବିଳମ୍ବିତ ରାତିରେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ପହଞ୍ଚି ନିର୍ବାଚନ ପରେ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ମିଳିବ ଏବଂ ଏପର୍ଯ୍ୟାୟ ଚୂଡାନ୍ତ ସ୍ଥରରେ ପହଂଚିଥିବା ସୂଚନା ଦେଇଥିଲେ l ଏବଂ 5ଟି ଅଧ୍ୟକ୍ଷ ନିର୍ବାଚନ ପରେ ଏନେଇ ଘୋଷଣା କରିବେ ବୋଲି କହିଥିଲେ ବିଧାୟକ l

ଅନଶନ କୁ ସମର୍ଥନ ସହ ସ୍ଥାନୀୟ ଲୋକଙ୍କ ସ୍ୱାର୍ଥ ପାଇଁ ଏନେଇ ସେ ଉଦ୍ୟମ ଚଳାଇଥିବା କହିଥିଲେ l ତେବେ ଜିଲ୍ଲା ପ୍ରଶାସନ ର ପ୍ରତିଶୃତି ପରେ ଯାଇ ଆମରଣ ଅନଶନ ରୁ ଉଠିବେ ବୋଲି ଅନଶନକାରୀ ଶ୍ରୀ ପ୍ରଧାନ କହିଥିଲେ l ତେବେ ବୁଧବାର ରଣପୁର ତହସିଲଦାର ପହଞ୍ଚି ଲିଖିତ ପ୍ରତିଶୃତି ଦେବେ ବୋଲି କହିଥିଲେ l ମାତ୍ର ଜିଲ୍ଲାପାଳ କିମ୍ବା ଉପ ଜିଲ୍ଲାପାଳ ପହଞ୍ଚି ପ୍ରତିଶୃତି ଦେବା ପର୍ଯ୍ୟନ୍ତ ଅନଶନ ଜାରି ରହିବ ବୋଲି କହିଥିଲେ ଶ୍ରୀ ପ୍ରଧାନ l

ତେବେ ଅନଶନକାରୀ ଶ୍ରୀ ପ୍ରଧାନ ଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରେ ଲାଗିଛି l ତାଙ୍କର ରକ୍ତଚାପ ଉଚ୍ଚ ରହିଥିବା ବେଳେ ଗ୍ଲୁକୋଜ ଲେବଲ କମିଥିବା ଡାକ୍ତର ସୂଚନା ଦେଇଛନ୍ତି l ଆଜି ଅନଶନ ସ୍ଥଳରେ ଆଞ୍ଚଳିକ ବିକାଶ ପରିଷଦ ର ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ ଙ୍କ ସମେତ ସ୍ବେଛାସେବୀ ଶାନ୍ତନୁ କୁମାର ସାହୁ ପ୍ରମୁଖ ସମର୍ଥନ ଜଣାଇ ଦୀର୍ଘ ସମୟ ଧରି ବସି ରହିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version