• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅରେଞ୍ଜ ହୁଇଲ୍ସ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ଼ ପକ୍ଷରୁ ଭୁବନେଶ୍ୱରଠାରେ ଅତ୍ୟାଧୁନିକ କ୍ଲିନିକ୍ ଉଦ୍‌ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
March 23, 2024
in ଓଡ଼ିଶା, ଖୋର୍ଦ୍ଧା, ପୁରୀ
0
ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ସହ ବିବାର ନୂଆ ସମର୍ କଲେକ୍ସନର ଶୁଭାରମ୍ଭ
Share on FacebookShare on TwitterWhatsapp

୨୨ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର :-> ଶ୍ରବଣ ସମ୍ପର୍କିତ ସ୍ୱାସ୍ଥ୍ୟସେବା ଶିଳ୍ପରେ ଏକ ଅଗ୍ରଣୀ ସଂସ୍ଥା ଓ ସିଗନିଆ ଶ୍ରବଣ ଯନ୍ତ୍ରର ଏକ ସ୍ୱୀକୃତିପ୍ରାପ୍ତ ବିତରକ ଭାବେ ପ୍ରତିଷ୍ଠିତ ଅରେଞ୍ଜ ହୁଇଲ୍ସ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ଼ର ନୂତନ ଶ୍ରବଣ ଓ ସ୍ପିଚ୍ କ୍ଲିନିକ୍ ଭୁବନେଶ୍ୱରଠାରେ ଉଦ୍‌ଘାଟିତ ହୋଇଯାଇଛି । ଅତ୍ୟାଧୁନିକ ଜ୍ଞାନକୌଶଳ ସହିତ ଉଚ୍ଚ ପ୍ରଶିକ୍ଷିତ ପେସାଦାରଙ୍କୁ ନେଇ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରଠାରେ ଅବସ୍ଥିତ ଏହି ନୂତନ କ୍ଲିନିକ୍ ବ୍ୟାପକ ଭାବେ ଶ୍ରବଣ ସମ୍ପର୍କିତ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାକୁ ସମ୍ପୁର୍ଣ୍ଣ ରୂପେ ପ୍ରସ୍ତୁତ ଅଛି । ଶ୍ରବଣ ସମ୍ପର୍କିତ ସମସ୍ୟା ଦିଗରେ ଉନ୍ନତମାନର ସେବା ଯୋଗାଇ ଦେବା ଓ ସ୍ଥାନୀୟ ଅଂଚଳରେ ଶ୍ରବଣ ସମ୍ପର୍କିତ ସୁସ୍ଥତା ସଂକ୍ରାନ୍ତରେ ସଚେତନତା ସୃଷ୍ଟି କରିବା ଉପରେ କମ୍ପାନୀ ବିଶେଷ ରୂପେ ଧ୍ୟାନ ଦେଉଛି ।

କମ୍ପାନୀ ପକ୍ଷରୁ ଏହାର କ୍ଲିନିକ୍‌ରେ ବିଭିନ୍ନ ପ୍ରକାର ସେବା ଯଥା ଶ୍ରବଣ ଆକଳନ, ସ୍ପିଚ୍ ଥେରାପୀ, ଶ୍ରବଣ ଯନ୍ତ୍ର ଫିଟିଙ୍ଗସ୍ ଏବଂ ପରାମର୍ଶ ପ୍ରଦାନ ଭଳି ସେବା ଯୋଗାଇ ଦିଆଯିବ । ଅରେଞ୍ଜ ହୁଇଲ୍ସ ଶ୍ରବଣ ବାଧିତ ବ୍ୟକ୍ତିଙ୍କ ପାଇଁ ସହାୟକ ପରିବେଶ ସୃଷ୍ଟି କରିବାକୁ ପ୍ରତିବଦ୍ଧ ରହିବା ସହିତ ଲୋକମାନଙ୍କୁ ସେମାନଙ୍କ ସ୍ୱତନ୍ତ୍ର ଆବଶ୍ୟକତା ଅନୁରୂପ ବ୍ୟକ୍ତିଗତ ସେବା ଯୋଗାଣକୁ ସୁନିଶ୍ଚିତ କରିବା ଦିଗରେ କାର୍ଯ୍ୟ କରୁଛି । ସିଗନିଆ ଶ୍ରବଣ ଯନ୍ତ୍ରର ଏକ ସ୍ୱୀକୃତିପ୍ରାପ୍ତ ବିତରକ ଭାବେ ଅରେଞ୍ଜ ହୁଇଲ୍ସ ଶ୍ରବଣ ଯନ୍ତ୍ର କ୍ଷେତ୍ରରେ ଗୁଣବତା ଓ ନୂତନତ୍ୱକୁ ବଜାୟ ରଖିବା ପାଇଁ ପ୍ରତିବଦ୍ଧ ରହିଛି । ସିଗନିଆ ଏହାର ଅତ୍ୟାଧୁନିକ ଶ୍ରବଣ ସମ୍ପର୍କିତ ସମାଧାନ ପ୍ରଦାନ ଓ ଆକର୍ଷକ ଡିଜାଇନ୍ ସହିତ ଉନ୍ନତମାନର ଜ୍ଞାନକୌଶଳ ଦ୍ୱାରା ଗ୍ରାହକଙ୍କ ଅନୁଭବକୁ ଅତ୍ୟୁତମ କରିବା ପାଇଁ ବେଶ ପରିଚିତ ।

ଏହି ଅବସରରେ ଅରେଞ୍ଜ ହୁଇଲ୍ସ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ଼ର ନିର୍ଦ୍ଦେଶକ ଅଭିଶେକ ଓ ସିଦ୍ଧାନ୍ତ କହିଛନ୍ତି ଯେ, “ଆମେ କମ୍ପାନୀର ସଂପ୍ରସାରଣ ସହିତ ଭୁବନେଶ୍ୱର ଭଳି ଏକ ବିକଶିତ ସହରରେ ଶ୍ରବଣ ସମ୍ପର୍କିତ ସ୍ୱାସ୍ଥ୍ୟସେବା ପ୍ରଦାନ କରୁଥିବାରୁ ବେଶ ଆନନ୍ଦିତ ଅନୁଭବ କରୁଛୁ । ଉଚ୍ଚମାନର ଶ୍ରବଣ ସମ୍ପର୍କିତ ସ୍ୱାସ୍ଥ୍ୟ ସେବା ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଶ୍ରବଣ ଯନ୍ତ୍ର ମାଧ୍ୟମରେ ଲୋକମାନଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଆମ କ୍ଲିନିକ୍‌ର ମୁଖ୍ୟ ଉଦ୍ଦେଶ୍ୟ । ଉନ୍ନତମାନର ଯୋଗାଯୋଗ ବ୍ୟବସ୍ଥା ମାଧ୍ୟମରେ ଶ୍ରବଣ ବାଧିତ ବ୍ୟକ୍ତିମାନଙ୍କୁ ସାମାନ୍ୟ ଜୀବନ ଅତିବାହିତ କରିବା ନିମନ୍ତେ ସକ୍ଷମ କରିବା ଉପରେ ଆମେ ବିଶେଷ ରୂପେ ଗୁରୁତ୍ୱ ଦେଉଛୁ ।”

ଫେବୃଆରୀ ୪ ତାରିଖରେ ଆୟୋଜିତ କ୍ଲିନିକ୍‌ର ଉଦ୍‌୍‌ଘାଟନୀ ସମାରୋହରେ ସ୍ୱାସ୍ଥ୍ୟ ସେବା ଜଗତର ଖ୍ୟାତାନାମ ବ୍ୟକ୍ତି, ସ୍ଥାନୀୟ ଜନ ପ୍ରତିନିଧି ଏବଂ ସିଗନିଆର ପ୍ରତିନିଧି ମଧ୍ୟ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବ୍ୟକ୍ତିମାନଙ୍କୁ କ୍ଲିନିକ୍‌ରେ ଉପଲବ୍ଧ ବିଭିନ୍ନ ସୁବିଧାଗୁଡ଼ିକ ବୁଲି ଦେଖିବା ସହିତ କ୍ଲିନିକ୍‌ରେ କାର୍ଯ୍ୟ କରୁଥିବା ଟିମ୍ ସଦସ୍ୟଙ୍କ ସହିତ ଆଲୋଚନା ଏବଂ ଏଠାରେ ଉପଲବ୍ଧ ଅତ୍ୟାଧୁନିକ ଶ୍ରବଣ ଯନ୍ତ୍ରଗୁଡ଼ିକ ବିଷୟରେ ଅଧିକ ଜାଣିବାର ସୁଯୋଗ ମିଳିଥିଲା । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

March 18, 2026
କଟକ ଜିଲ୍ଲା ଅବକାରୀ ବିଭାଗର ଚଢାଉ : ଜବତ ହେଲା ବିପୁଳ ପରିମାଣର ଅଫିମ, ଗଞ୍ଜେଇ

କଟକ ଜିଲ୍ଲା ଅବକାରୀ ବିଭାଗର ଚଢାଉ : ଜବତ ହେଲା ବିପୁଳ ପରିମାଣର ଅଫିମ, ଗଞ୍ଜେଇ

March 18, 2026
ବିଡାନାସୀ ବରିଷ୍ଠ ନାଗରିକଙ୍କ ପାଇଁ ସୁରକ୍ଷା ସଚେତନତା ସଭା

ବିଡାନାସୀ ବରିଷ୍ଠ ନାଗରିକଙ୍କ ପାଇଁ ସୁରକ୍ଷା ସଚେତନତା ସଭା

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version