• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟାଟା ଷ୍ଟିଲ ପକ୍ଷରୁ ଡମଶାଳ ନାଳ ସଫେଇ କାର୍ଯ୍ୟକ୍ରମ ଆୟୋଜିତ – ବିଶ୍ୱ ଜଳ ଦିବସ ୨୦୨୪

Proprietor Abhimanyu Maharana by Proprietor Abhimanyu Maharana
March 23, 2024
in ଓଡ଼ିଶା, ଯାଜପୁର, ହୋମ୍
0
ଟାଟା ଷ୍ଟିଲ ପକ୍ଷରୁ ଡମଶାଳ ନାଳ ସଫେଇ କାର୍ଯ୍ୟକ୍ରମ ଆୟୋଜିତ – ବିଶ୍ୱ ଜଳ ଦିବସ ୨୦୨୪
Share on FacebookShare on TwitterWhatsapp

୨୨ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ସୁକିନ୍ଦା :-> ଟାଟା ଷ୍ଟିଲ ପକ୍ଷରୁ ବିଶ୍ୱ ଜଳ ଦିବସ ଅବସରରେ ସ୍ଥାନୀୟ ଡମଶାଳ ନାଳଠାରେ ଏକ ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । କମ୍ପାନୀର ସୁକିନ୍ଦା, ସାରୁଆବିଲ ଓ କମର୍ଦ୍ଦା କ୍ରୋମାଇଟ୍ ଖଣିର କର୍ମଚାରୀମାନେ ଏକାଠି ହୋଇ ଶୁକ୍ରବାର ସକାଳୁ ନାଳ ପରିସରର ଅଳିଆ ଆବର୍ଜନା ଉଠାଇବା ସହ ନାଳର ସ୍ୱଚ୍ଛତା ପାଇଁ ଜଳ ସ୍ରୋତର ଦୁଇ ପାଖ ଝାଡୁ ଦ୍ୱାରା ପରିଷ୍କାର କରିଥିଲେ । ଜଳ ତଥା ପରିବେଶ ସଂରକ୍ଷଣ ଉପରେ ସଚେତନତା ସୃଷ୍ଟି କରିବା ସହ ଡମଶାଳ ନାଳକୁ କିପରି ପ୍ରଦୂଷଣ ମୁକ୍ତ କରାଯାଇ ପାରିବ, ସେ ଦିଗରେ ଟାଟା ଷ୍ଟିଲର କର୍ମଚାରୀମାନେ ଏହି ଅଭିନବ ପ୍ରୟାସ କରିଥିଲେ ।

ନାଳ ଚାରିପାଖେ ପଡ଼ିଥିବା ପ୍ଲାଷ୍ଟିକ, ଜରି, କାଚ ବୋତଲ ଓ ଅନ୍ୟାନ୍ୟ ବର୍ଜ୍ୟବସ୍ତୁ ସବୁକୁ ଝାଡୁ ଦ୍ୱାରା ଓ ହାତରେ ଗୋଟାଇବା ସହ ବଡ଼ ବ୍ୟାଗ୍ ମାଧ୍ୟମରେ ସେ ସବୁକୁ ଏକାଠି କରିଥିଲେ । କର୍ମଚାରୀ ମାନଙ୍କ ଏହି ସ୍ୱେଚ୍ଛାସେବୀ ଉପକ୍ରମରେ ଖୁସି ପ୍ରକାଶ କରି ଟାଟା ଷ୍ଟିଲର (ଏଫ୍ ଏ ଏମ୍ ଡି) ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ପଙ୍କଜ ସତିଜା କହିଛନ୍ତି ଯେ, ଜଳ ଉତ୍ସ ପରି ପ୍ରାକୃତିକ ସମ୍ପଦ ଗୁଡ଼ିକର ରକ୍ଷଣା ବେକ୍ଷଣ ତଥା ସଂରକ୍ଷଣ ଆମ ସମସ୍ତଙ୍କ ପାଇଁ ନିତାନ୍ତ ଜରୁରୀ । ଜନ ମାନସ ତଥା ସମଗ୍ର ପୃଥିବୀବାସୀଙ୍କ ପାଇଁ ଏହା ଅତ୍ୟନ୍ତ ଆବଶ୍ୟକୀୟ ସମ୍ପଦ ହୋଇଥିବା ବେଳେ ଏବେ ଠାରୁ ଆମେ ଏହାର ସଂରକ୍ଷଣ ଦିଗ ପ୍ରତି ଧ୍ୟାନ ଦେବା ଆବଶ୍ୟକ ।

ଆମ ଆଖପାଖରେ ଥିବା ଜଳାଶୟ ଗୁଡ଼ିକର ସଠିକ୍ ସଞ୍ଚାଳନ ପାଇଁ ଆମ ପ୍ରତିବଦ୍ଧତା ଆଗକୁ ମଧ୍‌ଯ ଏପରି ଜାରି ରହିବ । ସଫେଇ ଅଭିଯାନ ପରେ ପରେ କମ୍ପାନୀର କର୍ମଚାରୀମାନେ ସ୍ଥାନୀୟ ସ୍କୁଲ ପିଲାମାନଙ୍କୁ ନେଇ ଏକ ସଚେତନତା ଅଧିବେଶନ ମଧ୍ୟ ଆୟୋଜନ କରିଥିଲେ । ଏଥିରେ ବିଶୁଦ୍ଧ ଜଳ ଉପରେ ଗୁରୁତ୍ୱାରୋପ କରାଯିବା ସହ ଦୀର୍ଘସ୍ଥାୟୀ ଜଳ ପରିଚାଳନା ତଥା ଜଳ ସମ୍ପଦ ସଂରକ୍ଷଣ ଉପରେ ବିଭିନ୍ନ ଆଲୋଚନା କରାଯାଇଥିଲା । କାର୍ଯ୍ୟକ୍ରମରେ ପ୍ରାୟ ପଚାଶରୁ ଉର୍ଦ୍ଧ୍ୱ କର୍ମଚାରୀ ଭାଗନେଇଥିବା ବେଳେ, ଏଫ୍ ଏ ଏମ୍ ଡି ଖଣି ପରିଚାଳନା ମୁଖ୍ୟ ଶମ୍ଭୁନାଥ ଝା, ସୁକିନ୍ଦା ଖଣି ମୁଖ୍ୟ ଦେବରାଜ ତିୱାରୀ, କମର୍ଦ୍ଦା ଓ ସାରୁଆବିଲ ଖଣି ମୁଖ୍ୟ ନବୀନ ଶ୍ରୀବାସ୍ତବ ପ୍ରଶାସନିକ ମୁଖ୍ୟ ଗୌତମ ଚକ୍ରବର୍ତ୍ତୀ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ସଫଳ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version