• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଡଚଣାରେ ଅପାରଗ ନେତୃତ୍ବ ପରିବର୍ତ୍ତନ ପାଇଁ। ସାଂଗଠନିକ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
March 30, 2024
in ଓଡ଼ିଶା, କଟକ, ଯାଜପୁର, ରାଜନୀତି, ହୋମ୍
0
ବଡଚଣାରେ ଅପାରଗ ନେତୃତ୍ବ ପରିବର୍ତ୍ତନ ପାଇଁ। ସାଂଗଠନିକ ବୈଠକ
Share on FacebookShare on TwitterWhatsapp

1. ଛ ଛ ଥର ବିଧାୟକ ଅମର ପ୍ରସାଦ ଶତପଥୀ ବିକାଶ ନାଁ ରେ କେତେ ଜଣ ହାତ ଗଣତି ଠିକାଦାର ଙ୍କୁ ଧରି ବଡ଼ଚଣା ର ବିକାଶକୁ ହରିଲୁଟ କରିବାରେ ଲାଗିଛନ୍ତି

2. ଆମ ଓଡିଶା ଓ ନବୀନ ଓଡିଶା କାର୍ଯ୍ୟକ୍ରମ ବଡ଼ଚଣା ରେ ସଫଳ ହେଲା ନାହିଁ

3. ରଥ ପରିକ୍ରମା ପାଇଁ ଆସିଥିବା ଦୁଇ ଲକ୍ଷ ଟଙ୍କା କୁ ଲୋକ ମାନଙ୍କୁ ନ ଦେଇ ହରି ଲୁଟ କରିବା ପାଇଁ କେବଳ ବିଧାୟକ ଦାୟି

୨୯ ମାର୍ଚ୍ଚ ୨୦୨୪ (ଓଡ଼ିଆ ତାଜ଼ା ନ୍ୟୁଜ) କଟକ :-> ସାଙ୍ଗଠନିକ ବୈଠକ ଆଳରେ ବଡ଼ଚଣା ବିଧାୟକଙ୍କୁ ଖୋଲା ବିରୋଧ କଲେ ପାଞ୍ଚ ହଜାରରୁ ଉର୍ଦ୍ଧ ବିଜୁ ପ୍ରେମୀ ବଡ଼ଚଣା ବିଜୁ ଜନତା ଦଳ ପକ୍ଷରୁ ଆଜି ଖଇରା ମେଳଣ ପଡିଆରେ ଏକ ସାଙ୍ଗଠନିକ ବୈଠକ କରାଯାଇ ବଡ଼ଚଣା ବିଧାୟକ ଙ୍କୁ ଖୋଲା ଖୋଲି ବିରୋଧ କରି ଥିବାର ଦେଖିବାକୁ ମିଳିଛି, ଛ ଛ ଥର ବିଧାୟକ ଅମର ପ୍ରସାଦ ଶତପଥୀ ବିକାଶ ନାଁ ରେ କେତେ ଜଣ ହାତ ଗଣତି ଠିକାଦାର ଙ୍କୁ ଧରି ବଡ଼ଚଣା ର ବିକାଶକୁ ହରିଲୁଟ କରିବାରେ ଲାଗିଛନ୍ତି, ମୁଖ୍ୟମନ୍ତ୍ରୀ ଙ୍କ ନାରାକୁ ବଡ଼ଚଣା ର 43 ଗୋଟି ପଂଚାୟତ କାର୍ଯକାରୀ ନ କରି କେବଳ ଖଇରା ପଞ୍ଚାୟତ ରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ କରିବା ବ୍ୟତୀତ ଅନ୍ୟ 42ଟି ପଞ୍ଚାୟତ ରେ ଏହା କରା ଗଲା ନାହିଁ,

ଆମ ଓଡିଶା ଓ ନବୀନ ଓଡିଶା କାର୍ଯ୍ୟକ୍ରମ ବଡ଼ଚଣା ରେ ସଫଳ ହେଲା ନାହିଁ, ରଥ ପରିକ୍ରମା ପାଇଁ ଆସିଥିବା ଦୁଇ ଲକ୍ଷ ଟଙ୍କା କୁ ଲୋକ ମାନଙ୍କୁ ନ ଦେଇ ହରି ଲୁଟ କରିବା ପାଇଁ କେବଳ ବିଧାୟକ ଦାୟି, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗଣେଶ୍ୱର ବରାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ, ପ୍ରଥମେ ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଫୋଟୋ ଚିତ୍ରରେ ମାଲ୍ୟାର୍ପଣ କରି ସଭା କାର୍ଯ୍ୟ ଆରମ୍ଭ କରାଯାଇ ଥିଲା, ଏଥିରେ ବିଜେଡିର ବହୁ ପଦାଧିକାରୀ ସହ ପାଞ୍ଚ ହଜାର ରୁ ଉର୍ଦ୍ଧ ବିଜୁ ପ୍ରେମୀ ଉପସ୍ଥିତ ଥିଲେ,

ଚଳିତ ନିର୍ବାଚନ 2024 ପାଖେଇ ଆସୁଥିବା ବେଳେ ଏହି ସଭାରେ ବିଧାୟକଙ୍କ ନେତୃତ୍ୱ କୁ ଖୋଲା ଖୋଲିଭାବେ ବିରୋଧ କରି ଆଜି ଏହି ସଭା ଅନୁଷ୍ଠିତ ହୋଇଛି, ନୂଆ ନେତୃତ୍ୱକୁ ସ୍ୱାଗତ କରି ବିଜେଡି ମୁଖ୍ୟ ମାନ୍ୟବର ନବୀନ ପଟ୍ଟନାୟକଙ୍କୁ ଏକ ବାର୍ତ୍ତା ଦେବାପାଇଁ ଏହି ସଭା ଅନୁଷ୍ଠିତ ହୋଇଛି,ଏଥିରେ ପୂର୍ବତ୍ତନ ବ୍ଲକ ଅଧ୍ୟକ୍ଷ କୈଳାଶ ଚନ୍ଦ୍ର ରାଉତ, ପ୍ରହଲ୍ଲାଦ ନନ୍ଦ,ଇତିଶ୍ରୀ ସାମଲ,ଉପାଧ୍ୟକ୍ଷ ବିଚିତ୍ରା ନନ୍ଦ ମହାପାତ୍ର,ରାଜ୍ୟ ଯୁବବିଜେଡି ଯୁବ ଯୁଗ୍ମ ସମ୍ପାଦକ ଆଶିଷ ରଞ୍ଜନ ଚୌଧୁରୀ, ଜିଲ୍ଲା ଉପସଭାପତି ଅମର କୁମାର ମହାନ୍ତି,ଜିଲ୍ଲା ପରିଷଦ ଜୟଶ୍ରୀ ମଲ୍ଲିକ,ସସ୍ମିତା ମହାନ୍ତି, ଦମୟନ୍ତୀ ସାମଲ ,ସେକ ଅବଦୁଲ ଗନ୍ନି, ପ୍ରମୋଦ ଜେନା, ବିଚିତ୍ରା ନନ୍ଦ ଜେନା,ଧନେଶ୍ୱର ବେହେରା, ସଞ୍ଜୟ ଖୁଣ୍ଟିଆ,

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

September 7, 2026
ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version