• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୬୭ ତମ ଅଲ ଇଣ୍ଡିଆ ରେଲୱେ ଟି-ଟ୍ୱେଣ୍ଟି ପୁରୁଷ କ୍ରିକେଟ୍ ଚାମ୍ପିଅନସିପ୍ (ଏଲିଟ୍ ପୁଲ୍-ଏ) ୨୦୨୩-୨୪ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
March 31, 2024
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ସୁବର୍ଣ୍ଣପୁର, ହୋମ୍
0
୬୭ ତମ ଅଲ ଇଣ୍ଡିଆ ରେଲୱେ ଟି-ଟ୍ୱେଣ୍ଟି ପୁରୁଷ କ୍ରିକେଟ୍ ଚାମ୍ପିଅନସିପ୍ (ଏଲିଟ୍ ପୁଲ୍-ଏ) ୨୦୨୩-୨୪ ଉଦଘାଟିତ
Share on FacebookShare on TwitterWhatsapp

୩୦ ମାର୍ଚ୍ଚ ୨୦୨୪ (ଓଡ଼ିଆ ତାଜ଼ା ନ୍ୟୁଜ) ଖୋର୍ଦ୍ଧା-ଜଟଣୀ :-> ଇଷ୍ଟକୋଷ୍ଟ ରେଲୱେ ସ୍ପୋର୍ଟସ ଆସୋସିଏସନ, ଖୋର୍ଦ୍ଧାରୋଡ଼ ଦ୍ୱାରା ଆୟୋଜିତ ପୁଲ୍-ଏ ର ୬ଟି ରେଳ ଜୋନ୍ ମଧ୍ୟରେ ୧୫ ଟି ଲିଗ୍ ମ୍ୟାଚ୍ ଅନୁଷ୍ଠିତ ହେବ। ଇଷ୍ଟକୋଷ୍ଟ ରେଲୱେ ସ୍ପୋର୍ଟସ ଆସୋସିଏସନ, ଖୋର୍ଦ୍ଧାରୋଡ଼ ଦ୍ୱାରା ଆୟୋଜିତ ୬୭ ତମ ଅଲ ଇଣ୍ଡିଆ ରେଲୱେ ଟି – ଟ୍ୱେଣ୍ଟି ପୁରୁଷ କ୍ରିକେଟ୍ ଚାମ୍ପିୟନଶିପ (ଏଲିଟ୍ ପୁଲ୍-ଏ) ୨୦୨୩-୨୪, ରେଲୱେ ଷ୍ଟାଡିୟମରେ ଉଦ୍ଘାଟିତ ହୋଇଯାଇଛି। ଖୋର୍ଦ୍ଧାରୋଡ଼ ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଏଚ୍ ଏସ ବାଜୱା,ଏହି ଟୁର୍ନାମେଣ୍ଟକୁ ଉଦ୍ଘାଟନ କରିଛନ୍ତି।

ଖୋର୍ଦ୍ଧାରୋଡ଼ ମହିଳା କଲ୍ୟାଣ ସଂଗଠନର ସଭାନେତ୍ରୀ, ଶ୍ରୀମତୀ ଗୁର୍ ସିମ୍ରନ୍ କୌର, ପୂର୍ବତଟ ରେଳ କ୍ରୀଡ଼ା ସଙ୍ଗଠନ, ଭୁବନେଶ୍ୱରର ସାଧାରଣ ସମ୍ପାଦକ,ଶ୍ରୀ ଅଜୟ କୁମାର ସାମଲ, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଇନଫ୍ରା)ଶ୍ରୀ ସୁଭ୍ର ଜ୍ୟୋତି ମଣ୍ଡଳ,କ୍ରୀଡା ଅଧିକାରୀ ତଥା ବରିଷ୍ଠ ମଣ୍ଡଳ ବିତ୍ତ ପ୍ରବନ୍ଧକ, ଖୋର୍ଦ୍ଧାରୋଡ଼, ଶ୍ରୀ ହିମାଦ୍ରି ଭୂଷଣ ବିଶ୍ଵାଳ, ଶାଖା ଅଧିକାରୀ ଏବଂ ଖୋର୍ଦ୍ଧାରୋଡ଼ ମହିଳା କଲ୍ୟାଣ ସଂଗଠନର ସଦସ୍ୟ ମାନେ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ମୋଟ ୬ଟି ରେଲୱେ ଜୋନ୍ ଯଥା ଦକ୍ଷିଣ ପୂର୍ବ ରେଲୱେ,ପୂର୍ବ ତଟ ରେଲୱେ, ଉତ୍ତର ପୂର୍ବ ରେଲୱେ,ନର୍ଥ ଫ୍ରଣ୍ଟିୟର ରେଲୱେ, ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ରେଳବାଇ ଏବଂ ମେଟ୍ରୋ ରେଳ କୋଲକାତା, ଏହି ଏଲିଟ୍ ପୁଲ୍-ଏ ଲିଗ୍ ମ୍ୟାଚରେ ଅଂଶଗ୍ରହଣ କରୁଛନ୍ତି। ଚଳିତ ମାସ ୩୦ ତାରିଖରୁ ଆସନ୍ତା ମାସ ୪ ତାରିଖ ପର୍ଯ୍ୟନ୍ତ ୬ଟି ଜୋନ୍ ମଧ୍ୟରେ ମୋଟ ୧୫ଟି ଲିଗ୍ ମ୍ୟାଚ୍ ଅନୁଷ୍ଠିତ ହେବ। କିଛି ଲିଗ୍ ମ୍ୟାଚ୍ ଖୋର୍ଦ୍ଧାରୋଡ଼ ରେଲୱେ ଷ୍ଟାଡିୟମରେ ଏବଂ କେତେକ ଲିଗ୍ ମ୍ୟାଚ୍ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବ।

ଏହି ଅବସରରେ ଯୋଗଦେଇ ଶ୍ରୀ ଏଚ୍ ଏସ ବାଜୱା ସେମାନଙ୍କର ସୁସ୍ଥ ଅଂଶଗ୍ରହଣ ପାଇଁ ସମସ୍ତ ଦଳକୁ ତାଙ୍କର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ ଖେଳାଳିଙ୍କ ସୁବିଧା ପାଇଁ ଡିଭିଜନ ବିସ୍ତୃତ ବ୍ୟବସ୍ଥା କରିଛି। ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ଟୁର୍ନାମେଣ୍ଟ ପାଇଁ ଖେଳାଳି ଏବଂ ଦର୍ଶକଙ୍କ ପାଇଁ ଅଧିକ ସୁବିଧା ଯୋଗାଇବା ପାଇଁ ଷ୍ଟାଡିୟମରେ ବିକାଶମୂଳକ କାର୍ଯ୍ୟ ଚାଲିଛି। ଭାରତୀୟ ରେଳବାଇ, ବିଭିନ୍ନ ଜୋନର ୨୭ଟି ଦଳ ପାଇଁ ୪ଟି ବିଭିନ୍ନ ସ୍ଥାନରେ ଯଥା, ଖୋର୍ଦ୍ଧାରୋଡ଼ ରେ ପୁଲ୍-ଏ, ପ୍ରୟାଗରାଜ ରେ ପୁଲ୍-ବି, କପୁରତଲାରେ ପୁଲ୍-ସି ଏବଂ ଖଡଗପୁରରେ ପୁଲ୍–ଡି ପାଇଁ ବିଭିନ୍ନ ଲିଗ୍ ମ୍ୟାଚ୍ ଆୟୋଜନ କରୁଛି।

ଆଜିର ପ୍ରଥମ ଲିଗ୍ ମ୍ୟାଚ୍ ପୂର୍ବ ତଟ ରେଲୱେ ଏବଂ ଦକ୍ଷିଣ ପୂର୍ବ ରେଲୱେ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ପୂର୍ବତଟ ରେଲୱେ ଏହି ମ୍ୟାଚକୁ ୧୨ ରନରେ ଜିତିଥିଲା। ଇଷ୍ଟକୋଷ୍ଟ ରେଳବାଇର ଶ୍ରୀ ଗିରିଜା ପି ରାଉତ୍ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ହୋଇଥିଲେ। ଖୋର୍ଦ୍ଧାରୋଡ ମଣ୍ଡଳର ବରିଷ୍ଠ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ,ଶ୍ରୀ ଅନିଲ କୁମାର ଏସ୍,ମ୍ୟାନ୍ ଅଫ୍ ଦି ମ୍ୟାଚ୍ ଟ୍ରଫିକୁ ପ୍ରଦାନ କରିଥିଲେ। ଟୁର୍ନାମେଣ୍ଟର ସମସ୍ତ ମ୍ୟାଚ୍ କ୍ରୀଡା ସଚିବ ମହମ୍ମଦ ଜାକିରୁଦ୍ଦିନ ତଥା ଇଷ୍ଟକୋଷ୍ଟ ରେଳ ସ୍ପୋର୍ଟସ ଆସୋସିଏସନର ସଦସ୍ୟ ମାନଙ୍କ ଦ୍ୱାରା ଅନୁଷ୍ଠିତ ହେଉଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

August 1, 2026
ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

August 1, 2026
ଖୋ ଖୋ ବୈଷୟିକ କାର୍ଯ୍ୟକର୍ତ୍ତା ଙ୍କୁ ସମ୍ବର୍ଦ୍ଧନା

ଖୋ ଖୋ ବୈଷୟିକ କାର୍ଯ୍ୟକର୍ତ୍ତା ଙ୍କୁ ସମ୍ବର୍ଦ୍ଧନା

August 1, 2026
ମହିଳା ମାନେ କେବଳ ଲାଭାର୍ଥୀ ନୁହେଁ ବିକାଶ ପ୍ରକ୍ରିୟା ର କର୍ଣ୍ଣଧାର ହୁଅନ୍ତୁ : ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ମହିଳା ମାନେ କେବଳ ଲାଭାର୍ଥୀ ନୁହେଁ ବିକାଶ ପ୍ରକ୍ରିୟା ର କର୍ଣ୍ଣଧାର ହୁଅନ୍ତୁ : ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

August 1, 2026
ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

August 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version