• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଉତ୍କଳ ଗୌରବ ମଧୁସୂଦନ ଓ ନାଟ୍ୟକାର ଅସୀମ ବସୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

Proprietor Abhimanyu Maharana by Proprietor Abhimanyu Maharana
July 30, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଉତ୍କଳ ଗୌରବ  ମଧୁସୂଦନ ଓ ନାଟ୍ୟକାର ଅସୀମ ବସୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୩୦ ଜୁଲାଇ ଗୁରୁବାର) ଭୁବନେଶ୍ୱର :- ଆଜି ପୂର୍ବାହ୍ନରେ ଉତ୍କଳ ଗୌରବ ମଧୁସୂଦନ ଦାସ ଓ ନାଟ୍ୟକାର ଅସୀମ ବସୁଙ୍କ ପୂର୍ଣ୍ଣାବାୟବ ପ୍ରତିମୂର୍ତ୍ତିର ଅନାବରଣ କରାଯାଇଛି । ଭୁବନେଶ୍ୱରସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷଠାରେ ଏହି କାର୍ଯ୍ୟକ୍ରମକୁ ଭର୍ଚୁଆଲ ଭାବେ ଆୟୋଜନ କରାଯାଇଥିଲା । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏହି ପ୍ରତିମୂର୍ତ୍ତିଗୁଡିକୁ ସୁଇଚ୍‌ ଟି ପି ଅନାବରଣ କରିଥିଲେ । ଏହି ଅବସରରେ ଭିଡିଓ ବାର୍ତ୍ତା ଦେଇ ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ କହିଥିଲେ ଯେ, ଉତ୍କଳ ଗୌରବ ମଧୁସୂଦନ ଓଡ଼ିଆ ଜାତିର ଅସ୍ମିତା ପାଇଁ ଯେଉଁ ତ୍ୟାଗ ଓ ସଂଘର୍ଷ କରିଯାଇଛନ୍ତି ତାକୁ କୌଣସି ଓଡିଆ କେବେ ବି ଭୁଲି ପାରିବ ନାହିଁ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଓ ଓଡ଼ିଆର ସ୍ୱାଭିମାନ ସକାଶେ ତାଙ୍କ ଅବଦାନ ଥିଲା ଅତୁଳନୀୟ ।

ସେହିପରି ନାଟ୍ୟକାର, ନିର୍ଦ୍ଦେଶକ, ଲେଖକ ଶ୍ରୀ ଅସୀମ ବସୁ ଥିଲେ ଜଣେ ଲବ୍ଧ ପ୍ରତିଷ୍ଠ କଳାକାର । ଓଡ଼ିଆ ମଞ୍ଚ ନାଟକ ଓ ମଞ୍ଚ କଳାକୁ ସେ ଏକ ନୂତନ ଦିଗ ଦେଇ କଳା ଜଗତରେ ବେଶ୍‌ ସୁନାମ ଅର୍ଜନ କରି ପାରିଥିଲେ । ଏହି ଦୁଇ ମହାନ୍‌ ବ୍ୟକ୍ତିତ୍ୱଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତା’ର ପ୍ରତିଶୃତି ରକ୍ଷା କରିଛି ବୋଲି କହିଥିଲେ । ଏହି ଦୁଇଟି ପ୍ରତିମୂର୍ତ୍ତି ମଧ୍ୟରୁ ମଧୁବାବୁଙ୍କ ପ୍ରତିମୂର୍ତ୍ତି କଟକ ବିଡାନାସୀ ନିକଟସ୍ଥ ମଧୁ-ସେତୁ ପାଖରେ ସ୍ଥାପିତ କରାଯାଇଥିବା ବେଳେ ଅସୀମ ବସୁଙ୍କ ପ୍ରତିମୂତ୍ତି ଭୁବନେଶ୍ୱରସ୍ଥିତ ରବିନ୍ଦ୍ର ମଣ୍ଡପ ପରିସରରେ ସ୍ଥାପନ କରାଯାଇଛି ।

ଏହି ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମରେ ଭୁବନେଶ୍ୱର (ମଧ୍ୟ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର (ଉତ୍ତର)ର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ବିଭାଗୀୟ ପ୍ରମୁଖ ସଚିବ ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ, ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ବିଜୟ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ପରେ ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ ମଧୁବାବୁଙ୍କ ପ୍ରତିମୂର୍ତ୍ତିର ମୂର୍ତ୍ତିକାର ଶ୍ରୀ ଜୟ କୁମାର ଦାସ ଓ ଅସୀମ ବସୁଙ୍କ ପ୍ରତିମୂର୍ତ୍ତିର ମୂର୍ତ୍ତିକାର ଶ୍ରୀ ସରୋଜ କୁମାର ଭଞ୍ଜକୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନୀତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱର୍ଗତ ଅସୀମ ବସୁଙ୍କ ପନିୀ ଗୀତା ବସୁ, ଝିଅ ଅତସୀ ବସୁ ଓ ଭାସ୍ପତି ବସୁ ଏବଂ ପୁଅ ଗୌତମ ବସୁ ଉପସ୍ଥିତ ଥିଲେ । ଏହି ଅବସରରେ ମନ୍ତ୍ରୀ, ସଚିବ, ନିର୍ଦ୍ଦେଶକ ଓ ଅନ୍ୟାନ୍ୟ ବ୍ୟକ୍ତି ବିଶେଷଙ୍କ ଭିଡିଓ ବାର୍ତ୍ତାକୁ ପ୍ରଦର୍ଶନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026
ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version