• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀ ଶ୍ରୀ ଦେବ ଶିଳ୍ପୀ ବିଶ୍ଵକର୍ମାଙ୍କ ଜୀର୍ଣ୍ଣୋଦ୍ଧାର ମନ୍ଦିର ଓ ନୂତନ ବିଗ୍ରହ ପ୍ରତିଷ୍ଠା

Proprietor Abhimanyu Maharana by Proprietor Abhimanyu Maharana
April 2, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଶ୍ରୀ ଶ୍ରୀ ଦେବ ଶିଳ୍ପୀ ବିଶ୍ଵକର୍ମାଙ୍କ ଜୀର୍ଣ୍ଣୋଦ୍ଧାର ମନ୍ଦିର ଓ ନୂତନ ବିଗ୍ରହ ପ୍ରତିଷ୍ଠା
Share on FacebookShare on TwitterWhatsapp

୧ ଏପ୍ରିଲ, ୨୦୨୪ ( ଓଡିଶା ତାଜା ନ୍ୟୁଜ ) ହିଞ୍ଜିଳିକାଟୁ  :->  ହିଞ୍ଜିଳିକାଟୁ ପୌରାଞ୍ଚଳ ବରାହୀ ପାହାଡ଼ ପାଦ ଦେଶରେ ପୂଜା ପାଉଥିବା ଶ୍ରୀ ଶ୍ରୀ ଦେବ ଶିଳ୍ପୀ ବିଶ୍ଵକର୍ମାଙ୍କ ଜୀର୍ଣ୍ଣୋଦ୍ଧାର ମନ୍ଦିର ଓ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ସୋମବାର ଏକ ଭବ୍ୟ ଓ ଆଧ୍ୟାତ୍ମିକ ପରିବେଶରେ ସମ୍ପନ୍ନ ହୋଇଛି। ପୂର୍ବଖଣ୍ଡ ତାଲୁକା ବିଶ୍ଵକର୍ମା ମନ୍ଦିର ଉନ୍ନୟନ ଟ୍ରଷ୍ଟ, ହିଞ୍ଜିଳିକାଟୁ ତରଫରୁ ଗତ ଗୁରବାର ଠାରୁ ଆରମ୍ଭ ହୋଇଥିବା ୫ ଦିନାତ୍ମକ ପ୍ରତିଷ୍ଠା ମହୋତ୍ସବରେ ପ୍ରାତଃ ଜଳଯାତ୍ରା, ଦୀକ୍ଷା, ଅଙ୍କୁରା ରୋପଣ, ବନଯାଗ, ରତ୍ନମୁଦ, ନାମଯଜ୍ଞାରମ୍ଭ, କର୍ମାରମ୍ଭ, ଶାଲା ସଂସ୍କାର, ଅଗ୍ନି ସ୍ଥାପନ,

ଧାନ୍ୟାଧିବାସ, ବିଗ୍ରହ ଓ ପ୍ରାସାଦ ଅଧିବାସ, ମହାସ୍ନାନ, ରାତ୍ର ଜୀବନ୍ୟାସ, ଦେବତା ନଗର ଭ୍ରମଣ, ସିଂହାସନାରୋହଣ, ଧ୍ଵଜ ଭ୍ରମଣ, ନାମଯଜ୍ଞ ସମାପନ,ଦଧିଭାଣ୍ଡ ଭଞ୍ଜନ ଓ ପୂର୍ଣ୍ଣାହୁତି ଆଦି ପୂଜାର୍ଚ୍ଚନା ରୀତିନୀତି ଅନୁସାରେ ଆୟୋଜିତ ହୋଇଥିଲା। ମହୋତ୍ସବ ପ୍ରାରମ୍ଭରୁ ସୁରମ୍ୟ ମନ୍ଦିର ସହିତ ଦେବଶିଳ୍ପୀ ଶ୍ରୀ ଶ୍ରୀ ବିଶ୍ଵକର୍ମାଙ୍କ ସୁରମ୍ୟ, ଚିତ୍ତାକର୍ଷକ ଓ ଦିବ୍ୟ ପ୍ରତିମାକୁ ପଦ୍ମ ପୁଷ୍ପ ଓ ଅନ୍ୟାନ୍ୟ ସୁଗନ୍ଧିତ ପୁଷ୍ପ ମାଲ୍ୟରେ ସୁସଜ୍ଜିତ କରାଯାଇଥିଲା । ଦେବ ଶିଳ୍ପୀ ବିଶ୍ଵକର୍ମାଙ୍କ ଦିବ୍ୟ ପ୍ରତିମାକୁ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ ଓ ପୂଜାର୍ଚ୍ଚନା କରି କୃପା ଲାଭ କରିଥିଲେ।

ଏକ ଆଧ୍ୟାତ୍ମିକ ଓ ଚଳ ଚଞ୍ଚଳ ପରିବେଶ ମଧ୍ୟରେ ସ୍ଥାନୀୟ ସହରବାସୀଙ୍କ ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳରୁ ବିଶ୍ଵକର୍ମା ସମାଜର ସହସ୍ରାଧିକ ସଦସ୍ୟ କାର୍ଯ୍ୟକ୍ରମ ପ୍ରାରମ୍ଭରୁ ସମାପନ ପର୍ଯ୍ୟନ୍ତ ଐକ୍ୟବଦ୍ଧ ଭାବେ ସମସ୍ତ କାର୍ଯ୍ୟ ପରିଚାଳନା ଓ ସହଯୋଗ କରିଥିଲେ। ସୁନ୍ଦର ମାଧବ ବେଦ ଓ କର୍ମକାଣ୍ଡ ବିଦ୍ୟାଳୟର ମୂଖ୍ୟ ପୁରୋହିତ ପଣ୍ଡିତ ଶଙ୍କର୍ଷଣ ପାଠୀ ଓ ସହଯୋଗୀ ସମସ୍ତ ଦେବନୀତି ସମ୍ପନ୍ନ କରିଥିଲେ। କର୍ତ୍ତା ଭାବେ ରାଜଶ୍ରୀ କୃଷ୍ଣ ମହାରଣା,ରାଜଶ୍ରୀ କୃଷ୍ଣଚନ୍ଦ୍ର ମହାରଣା, ରାଜଶ୍ରୀ ତ୍ରିନାଥ ମହାରଣା,

ରାଜଶ୍ରୀ ନରସିଂହ ମହାରଣା, ରାଜଶ୍ରୀ ସିମାଞ୍ଚଳ ମହାରଣା ଓ ରାଜଶ୍ରୀ ଦୁଃଖିଶ୍ୟାମ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ। ମନ୍ଦିର ଉନ୍ନୟନ ଟ୍ରଷ୍ଟ ସଭାପତି ସୀମାଞ୍ଚଳ ମହାରଣା, ତାଳୁକା ଓ ଗଞ୍ଜାମ ଜିଲ୍ଲା ସଭାପତି ଅଜୟ କୁମାର ମହାରଣା ଓ ସମ୍ପାଦକ ପ୍ରମୋଦ କୁମାର ମହାରଣାଙ୍କ ସମେତ ଅନ୍ୟାନ୍ୟ ସଦସ୍ୟ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ ଓ ପରିଚାଳନା କରିଥିଲେ।ସହସ୍ରାଧିକ ଭକ୍ତ ଓ ଶ୍ରଦ୍ଧାଳୁ ମାଙ୍ଗଲ୍ୟ ଯଜ୍ଞରେ ଯୋଗ ଦେଇ ଭଗବତ୍ କୃପା ଲାଭ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

April 29, 2026
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

April 29, 2026
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version