• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପିରେ ଯୋଗ ଦେଲେ : ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନ ଅଧ୍ୟକ୍ଷା – ବିଜୁ ଜନତା ଦଳର ସଦସ୍ୟା ସନ୍ଧ୍ୟାବତୀ ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
April 4, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବିଜେପିରେ ଯୋଗ ଦେଲେ : ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନ ଅଧ୍ୟକ୍ଷା – ବିଜୁ ଜନତା ଦଳର ସଦସ୍ୟା ସନ୍ଧ୍ୟାବତୀ ପ୍ରଧାନ
Share on FacebookShare on TwitterWhatsapp

 ବିଜୁ ମହିଳା ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀମତୀ ଲିଙ୍କନ ସୁବୁଦ୍ଧିଙ୍କ ନିଜ ସମର୍ଥକଙ୍କ ସହିତ ବିଜେପିରେ ଯୋଗ ଦେଲେ

 ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ନୂତନ ସଦସ୍ୟଙ୍କୁ ସ୍ୱାଗତ ଜଣାଇଲେ

୩ ଏପ୍ରିଲ, ୨୦୨୪ ( ଓଡିଶା ତାଜା ନ୍ୟୁଜ ) ଭୁବନେଶ୍ୱର :->  ଓଡ଼ିଶାର ବିକାଶ ପାଇଁ ବିଜେପି ଲଢ଼େଇ କରିବ । ରାଜ୍ୟର ପ୍ରତ୍ୟେକ ପ୍ରାନ୍ତରୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ବିଭିନ୍ନ ରାଜନୈତିକ ଦଳ, ସାମାଜିକ ସଂଗଠନର ସଦସ୍ୟ, ପ୍ରତିଷ୍ଠିତ ବ୍ୟକ୍ତିବିଶେଷମାନେ ବିଜେପିରେ ଯୋଗଦାନ କରୁଛନ୍ତି । ରାଜ୍ୟର ମାଁ ଓ ଭଉଣୀମାନେ ସଚେତନ ହୋଇଛନ୍ତି । ମହିଳା ସଶକ୍ତୀକରଣରେ ପ୍ରଧାନମନ୍ତ୍ରୀ ମୋଦଜୀଙ୍କ ପ୍ରତିବଦ୍ଧତା ପାଇଁ ରାଜ୍ୟର ମାଁ ଓ ଭଉଣୀମାନେ ବିଜେପିରେ ଯୋଗ ଦେଉଛନ୍ତି । ଯାହାକୁ ଦେଖି ମନେହେଉଛି ନାରୀଶକ୍ତି ଜାଗରଣ ଆରମ୍ଭ ହୋଇଛି । ଏଥର ଲୋକେ ନିର୍ବାଚନ ଲଢ଼ିବେ, ଓଡିଶାରେ ବିଜେପିର ଡବଲ ଇଂଜିନ ସରକାର ଗଠନ କରିବେ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ହାତ ମୁଠାକୁ ସୁଦୃଢ଼ କରିବା ପାଇଁ ୮୯୮୦୮୦୮୦୮୦ ନମ୍ବରରେ ଡାୟାଲ କରି ବିଜେପିର ସଦସ୍ୟ ହୁଅନ୍ତୁ ବୋଲି ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବ ଅବସରରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।

ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନ ଅଧ୍ୟକ୍ଷା ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟା ଶ୍ରୀମତୀ ସନ୍ଧ୍ୟାବତୀ ପ୍ରଧାନ ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗ ଦେଇଛନ୍ତି । ତାଙ୍କ ସହ ପୂର୍ବତନ ଡେଲାଙ୍ଗ ବ୍ଲକ ଚେୟାରମ୍ୟାନ ସୁଷମା ସେଠୀ, ଭାଇସ ଚେୟାରମ୍ୟାନ ରମାମଣୀ ପ୍ରଧାନ, ପୂର୍ବତନ ସରପଂଚ କେଳୁଚରଣ ସେଠୀ, ଗୋପିନାଥ ବେହେରା, ପୂର୍ବତନ ୱାର୍ଡମେମ୍ବର ହରମୋହନ ପ୍ରଧାନ, ସନ୍ଧ୍ୟାରାଣୀ ମହାପାତ୍ର, ରିଜା କିଶୋର ଶିକ୍ଷା, ରାଜ କିଶୋର ସ୍ୱାଇଁ, ଅଶୋକ ବେହେରା, ଦଇତାରି ପରିଡା, ଲିଙ୍ଗରାଜ ରଥ, ଏମଡି ମୋଜାବୁଲ, ଦିଜାମ୍ବର ବେହେରା, ଅଜୟ ମାର୍ଥା, ଏମଡି ମୁସଲିମ, ସୂରିଆ ବେହେରା, ଏମଡି କଲିମ, କ୍ଷେତ୍ରମଣି ମଲ୍ଲିକ, କାଳୁଚରଣ ପାଇକରାୟ, ଅଶୋକ ପ୍ରଧାନ, ଗୌରୀସ୍ୱୟମ୍ ହରିଚନ୍ଦନ, ସୁରେନ୍ଦ୍ର ବଳିୟାରସିଂହ, ଭିମସେନ ପ୍ରଧାନ, ବଳରାମ ଖଟେଇ, ଏମଡି ଇରସଦ, ସୌମ୍ୟରଞ୍ଜନ ଶାହାଣି,

ଗୋବିନ୍ଦ ମହନ୍ତ ଓ ପ୍ରେମାନନ୍ଦ ପ୍ରଧାନ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ସେହିପରି ବିଜୁ ମହିଳା ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀମତୀ ଲିଙ୍କନ ସୁବୁଦ୍ଧିଙ୍କ ନିଜ ସମର୍ଥକଙ୍କ ସହିତ ବିଜେପିରେ ଯୋଗ ଦେଇଛନ୍ତି । ଶ୍ରୀମତୀ ସୁବୁଦ୍ଧି କହିଛନ୍ତି ଯେ, ମୋଦିଜୀଙ୍କ ଶାସନରେ ଅନୁପ୍ରାଣିତ ହୋଇ ବିଜେପିରେ ମିଶିଲି । ମୋଦିଜୀ ସର୍ବଦା ନାରୀଙ୍କ ସମ୍ମାନ ପାଇଁ ଚିନ୍ତା କରିଛନ୍ତି । ନାରୀ ଶକ୍ତିବନ୍ଦନ ଅଧିନିୟମ ବିଲକୁ ପାରିତ କରାଇ ପ୍ରଧାନମନ୍ତ୍ରୀ ମୋଦିଜୀ ଇତିହାସ ସୃଷ୍ଟି କରିଛନ୍ତି । ମହିଳାଙ୍କୁ ୩୩ପ୍ରତିଶତ ସଂରକ୍ଷଣ ଦେବା, ଉଜ୍ଜ୍ୱଳା ଗ୍ୟାସ, ପାଇଖାନା, ଲକ୍ଷପତି ଦିଦି ଠାରୁ ଆରମ୍ଭ କରି ସମ୍ମାନର ବଂଚିବା ପାଇଁ ମୋଦିଜୀ ବିଭିନ୍ନ ଯୋଜନା କରିଛନ୍ତି ।

ଅନ୍ୟ ପଟେ ବିଜୁ ଜନତା ଦଳ ମହିଳାଙ୍କୁ ସମ୍ମାନ ଦିଏ ଏବଂ ବିଜେଡିର ‘ମାଁକୁ ସମ୍ମାନ’ର ନାରା କେବଳ ଧୂଆଁବାଣ ସଦୃଶ ବୋଲି ଶ୍ରୀମତୀ ସୁବୁଧି କହିଛନ୍ତି । ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକସଭା ପ୍ରାର୍ଥୀ ଡ.ସମ୍ବିତ ପାତ୍ର ନୂତନ ସଦସ୍ୟଙ୍କୁ ସ୍ୱାଗତ ଜଣାଇଥିଲେ । ଏହି ମିଶ୍ରଣ ପର୍ବରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ରାଜ୍ୟ ସମ୍ପାଦକ ସରୋଜ କର, ଜିଲ୍ଲା ସଭାପତି ତଥା ପିପିଲି ବିଧାୟକ ପ୍ରାର୍ଥୀ ଆଶ୍ରୀତ ପଟ୍ଟନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶଙ୍କର୍ଷଣ ପରିଡା, ସତ୍ୟବାଦୀ ବିଧାୟକ ପ୍ରାର୍ଥୀ ଓମପ୍ରକାଶ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version