• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେଡି କର୍ମୀଙ୍କ ଦାବି ଜୋର ଧରିଲା : ଲଲ ପରେ ଏବେ ଝିଲକୀଙ୍କ ପ୍ରାର୍ଥୀ ହେବାକୁ ଦାବି କଲେ କର୍ମୀ …..

Proprietor Abhimanyu Maharana by Proprietor Abhimanyu Maharana
April 5, 2024
in ଓଡ଼ିଶା, ଯାଜପୁର, ରାଜନୀତି, ହୋମ୍
0
ବିଜେଡି କର୍ମୀଙ୍କ ଦାବି ଜୋର ଧରିଲା :  ଲଲ ପରେ ଏବେ ଝିଲକୀଙ୍କ ପ୍ରାର୍ଥୀ ହେବାକୁ ଦାବି କଲେ କର୍ମୀ …..
Share on FacebookShare on TwitterWhatsapp

କୋରାଇ ଆସନ ଲାଗି ଦାସ ଓ ଘଡେଇ ପରିବାରରେ ଶୀତଳ ଯୁଦ୍ଧ….

୪ ଏପ୍ରିଲ, ୨୦୨୪ ( ଓଡିଶା ତାଜା ନ୍ୟୁଜ ) କୋରାଇ :-> କୋରାଇ ବିଧାନ ସଭା ଆସନ ପାଇଁ ବିଜେଡିରୁ ପ୍ରାର୍ଥୀ ହେବାକୁ ମନ ବଳାଇଲେ ଓଲିଉଡ ଅଭିନେତ୍ରୀ ଝିଲକୀ ଭଟ୍ଟାଚାର୍ଯ୍ୟ । ବିଜେଡିର ବରିଷ୍ଠ ନେତା, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ତଥା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡେଇଙ୍କ ପତ୍ନୀ ଝିଲକୀଙ୍କୁ ଏଥର କୋରାଇରୁ ପ୍ରାର୍ଥୀ କରିବାକୁ ଦାବି କରିଛନ୍ତି କୋରାଇ ବିଜେଡ଼ି କର୍ମୀ । ଏନେଇ ଗତକିଛି ଦିନହେଲା

କୋରାଇ ଅଂଚଳରେ ଆଲୋଚନା ହେଉଥିଲା ବେଳେ ଆଜି (ଗୁରୁବାର) ଶତାଧୂକ ସମର୍ଥକ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇଙ୍କ ଯାଜପୁରରୋଡ ସ୍ଥିତ ଧବଳଗିରି ବାସଭବନରେ ପହଂଚି ଝିଲିଜୀଙ୍କୁ ପ୍ରାର୍ଥୀ ହେବାକୁ ଅନୁରୋଧ କରିଥିଲେ l କୋରାଇ ବାସୀଙ୍କ ସହଯୋଗି, ସମର୍ଥନ ଓ ଦାବିକୁ ପାଥେୟ କରି ଝିଲକୀ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦଳୀୟ ଟିକେଟରେ ଲଢ଼ିବାକୁ ସୁଯୋଗ ଦେବାକୁ ଅନୁରୋଧ ଜଣାଇଛନ୍ତି ।

ଯାହାକୁ ନେଇ ତାଙ୍କ ବାସଭବନରେ କର୍ମୀ ସମର୍ଥକଙ୍କ ଭିଡ଼ ଜମିଥିବା ଦେଖ‌ିବାକୁ ମିଳିଛି । ଅନ୍ୟପକ୍ଷରୁ ବିଜେଡି ରାଜ୍ୟ ସାଙ୍ଗଠନିକ ସଂପାଦକ ତଥା ଯାଜପୁରର ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି) ତାଙ୍କ ଭାଇ ଭବପ୍ରସାଦ ଦାସ(ଲଲ)ଙ୍କୁ ଜୋରାଇ ଜର୍ମୀ ଓ ଶୁଭେଚ୍ଛୁଙ୍କ ନିବେଦନ କ୍ରମେ କୋରାଇ ଆସନରୁ ପ୍ରାର୍ଥୀ କରିବା ଲାଗି ଉଦ୍ୟମ କରୁଥିବା କୁହାଯାଉଛି।

ଫଳରେ ସୁକିନ୍ଦା ବିଧାୟକ ଶ୍ରୀ ଘଡେଇ ଓ ଯାଜପୁର ବିଧାୟକ ଶ୍ରୀ ଦାସ ଉଭୟେ କୋରାଇ ଆସନକୁ ନିଜ ହାତରେ ରଖୁବା ଲାଗି ପରିବାରରୁ ପ୍ରାର୍ଥୀ କରିବା ପାଇଁ ଲାଗିପଡିଥିବା କୁହାଯାଉଛି । ଫଳରେ କୋରାଇ ଆସନ ଲାଗି ଏବେ ଦାସ ଓ ଘଡେଇ ପରବିର ମଧ୍ୟରେ ଶୀତଳ ଯୁଦ୍ଧ ଲାଗିରହିଛି ।

କୋରାଇର ବିଜେଡି କର୍ମୀ ଏଥରେ ସୈନିଜ ସାଜି କେତେକ ଦାସ ଶିବିରରେ ତ ଆଉ କେତେକ ଘଡେଇ ଶିବିରରେ ରହି ପ୍ରାର୍ଥୀ ସପକ୍ଷରେ ଲବି କରୁଛନ୍ତି । ତେଣୁ ବିଜେଡିରେ କୋରାଇ ଆସନ ଲାଗି ପ୍ରାର୍ଥୀ ଘୋଷଣା ଯେତିକି ବିଳମ ହେଉଛି ; ପ୍ରାର୍ଥୀକ ସଂଖ୍ୟା କ୍ରମଶଃ ବଢ଼ୁଥିବା ଦେଖ‌ିବାକୁ ମିଳୁଛି । ଯାହାକି ଭୋଟରମାନଙ୍କୁ ରୋଚକ ସ୍ଥିତରେ ପଡୁଥ‌ିବା ଦେଖାଯାଉଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version